-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||     

HOME   ଜିଲ୍ଲା

ବରପାଲିରେ ଦୋଳପୂର୍ଣ୍ଣିମା ଅବସରରେ ହରିହର ଭେଟ୍‌ଘାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

16-Mar-2025



ବରପାଲି (ସୁଦାମ ଦୀପ)
ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ବରପାଲି ଠାରେ ହରିହର ଭେଟ୍‌ଘାଟ୍ କାର୍ଯ୍ୟକ୍ରମ ହର୍ଷ ଉଲ୍ଲାସ ସହ ପାଳିତ ହୋଇଯାଇଛି। କପିଳେଶ୍ୱର ମନ୍ଦିରରୁ କପିଳେଶ୍ୱର ବାବା ରେଳ ଷ୍ଟେସନ, କଲେଜ ରୋଡ  ଦେଇ ଏକ ଶୋଭାଯାତ୍ରାରେ ଆସିଥିବା ବେଳେ ଜଗନ୍ନାଥ ମନ୍ଦିର ନିକଟରୁ ହରି ଏକ ଶୋଭାଯାତ୍ରାରେ ବରପାଲି ବସ୍ତି ରାସ୍ତା ଦେଇ ଆସିଥିଲେ । ଉଭୟ ହରି ଓ ହରଙ୍କ ଭେଟ୍‌ଘାଟ୍ ଦୈନିକ ବଜାର ଛକଠାରେ ହୋଇଥିଲା । ଏହି କାର୍ଯକ୍ରମରେ ଆସନ୍ତା ଶୀତଳ ଷଷ୍ଠୀ ଯାତ୍ରାର କନ୍ୟା ପିତାମାତା ଦାୟିତ୍ଵ ନେବାକୁ ଥିବା ସଞ୍ଜୟ ମେହେର ଓ ଧର୍ମ ପତ୍ନୀ ସସ୍ମିତା ମେହେର ତାଙ୍କ ସାହିର ଶୈବ ଭକ୍ତଙ୍କ ସହ ଉପସ୍ଥିତ ଥିଲେ । ହରିହର ଭେଟ୍‌ଘାଟ୍‌ର ନେତୃତ୍ୱ ନେଇଥିଲେ ଜବାହାର ଯୁବ ପରିଷଦ। ଅନୁଷ୍ଠାନ ପକ୍ଷରୁ ଭଜନ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସେଠାରେ ପୂଜାର୍ଚ୍ଚନା ପରେ ମିଳିତ ଶୋଭାଯାତ୍ରା ଜଗନ୍ନାଥ ମନ୍ଦିର କୁ ଯାଇ ସେଠାରେ ଭକ୍ତଙ୍କ ଦର୍ଶନ ପରେ ପଣ୍ଡିତଙ୍କ ଦ୍ଵାରା ନୂତନ ପଞ୍ଜିକା ପଠନ ହୋଇଥିଲା। ଅନୁଷ୍ଠିତ ଉଭୟ ଶୋଭାଯାତ୍ରାରେ ଦୁଲ୍‌ଦୁଲି ବାଜା, ଘଣ୍ଟ ବାଦ୍ୟ, ଘୁମୁରା ନୃତ୍ୟ ଆଦିର କଳାକାରମାନେ ସାମିଲ ହୋଇଥିଲେ। ସହରର ପ୍ରତ୍ୟେକ ଛକରେ ଭକ୍ତଗଣ ପୂଜା ଅର୍ଚ୍ଚନା କରିଥିଲେ । ଏହି ଅବସରରେ ଜଗନ୍ନାଥ ମନ୍ଦିରରେ ଭଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ କରିବା ପାଇଁ ଭିଡ ଜମାଇଥିଲେ। ସୂଚନାଯୋଗ୍ୟ ଯେ ଏହି ହରିହର ଭେଟ୍‌ଘାଟ୍ କାର୍ଯ୍ୟକ୍ରମ କୁ ଶୀତଳ ଷଷ୍ଠୀ ଯାତ୍ରା କମିଟି ଆୟୋଜନ କରିଥାଏ। ହରିହରଙ୍କ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ସୁରୁଖୁରୁରେ ସମାପନ ହୋଇଥିବାରୁ ଯାତ୍ରା କମିଟି ସଭାପତି ଆନନ୍ଦ ବାବୁ ଓ ସମ୍ପାଦକ ଜୟନ୍ତ ତ୍ରିପାଠୀ ବରପାଲିବାସୀ ଙ୍କୁ ଧନ୍ୟବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ   25-Apr-2026
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା           25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026

You Might Also Like