-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

■ବଲାଙ୍ଗିର ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା ୨୦୨୫ ଉଦଘାଟନ  ■ କୃଷି ଯନ୍ତ୍ରପାତି ମେଳା କୃଷି ପଦ୍ଧତିକୁ ଆଧୁନିକୀକରଣ କରିବା ସହିତ ଚାଷୀଙ୍କୁ ଆଜିର ବିଶ୍ୱ ବଜାରରେ ପ୍ରତିଯୋଗୀ ଭାବେ ଗଢ଼ି ତୋଳିବାରେ ସକ୍ଷମ ହେବ ■ କୃଷକର ଉନ୍ନତିରେ ରାଜ୍ୟର ବିକାଶ ସମ୍ଭବ ହେଇ ପାରିବ 

16-Mar-2025



ବଲାଙ୍ଗିର(ଦେବାଶିଷ ବହିଦାର):  ସମାଜର ସବୁଠାରୁ ମହତ୍ତ୍ଵପୂର୍ଣ୍ଣ ଅଙ୍ଗ ହେଉଛନ୍ତି ଆମର କୃଷକ ସମାଜ | ସେମାନଙ୍କ ବିନା ସମାଜର ପରିକଳ୍ପନା କରିବା ଅସମ୍ଭବ ବୋଲି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ  କହିଛନ୍ତି । 
ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆରେ   ପାଞ୍ଚ ଦିନ ବ୍ୟାପୀ ଆୟୋଜିତ ହେବାକୁ ଥିବା ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାକୁ ଉଦଘାଟନ କରି ନିଜ ଅଭିଭାଷଣରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂଦେଓ 
ଜଳବାୟୁ ପରିବର୍ତ୍ତନ, ଅସ୍ଥିର ବଜାର ମୂଲ୍ୟ ଏବଂ ଶ୍ରମିକ ଅଭାବ କୃଷି ଉତ୍ପାଦନକୁ ବାଧା ଦେଇଥାଏ। ସେଥିପାଇଁ ଏହି ମେଳା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି । କୃଷି କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କୃଷି ଯନ୍ତ୍ରପାତିର ବ୍ୟବହାର ଦ୍ୱାରା କିପରି ଚ୍ୟାଲେଞ୍ଜ ଗୁଡ଼ିକ ମଧ୍ୟରୁ କିଛି ହ୍ରାସ କରାଯାଇପାରିବ ଓ ଦକ୍ଷତା, ଉତ୍ପାଦକତା ଏବଂ ଶେଷରେ ଲାଭଦାୟକତା ବୃଦ୍ଧି କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ଏହି ମେଳା ଆୟୋଜନ କରାଯାଇଛି। ଏହା ଆମର କୃଷି ପଦ୍ଧତିକୁ ଆଧୁନିକୀକରଣ କରିବା ସହିତ ଆମର ଚାଷୀଭାଇମାନଙ୍କୁ ଆଜିର ବିଶ୍ୱ ବଜାରରେ ପ୍ରତିଯୋଗୀ ଭାବେ ଗଢ଼ି ତୋଳିବାରେ ସକ୍ଷମ ହେବ ବୋଲି ସେ ପ୍ରକାଶ କରିଥିଲେ ।

​ସମୃଦ୍ଧ କୃଷକ ଯୋଜନା ଅନ୍ତର୍ଗତ ଚାଷୀଙ୍କଠାରୁ ସର୍ବନିମ୍ନ ସହାୟକ ମୂଲ୍ୟଠାରୁ ଅଧିକ ଅର୍ଥ ଇନ୍‍ପୁଟ ସହାୟତା ଆକାରରେ ପ୍ରଦାନ କରାଯାଇ କୁଇଣ୍ଟାଲ ପିଛା ୩ ହଜାର ୧ ଶହ ଟଙ୍କାରେ ଧାନ କିଣାଯାଉଛି । କୃଷି ଯାନ୍ତ୍ରୀକିକରଣ ଓ କୃଷି ଭିତ୍ତିକ ଉଦ୍ୟୋଗର ବିକାଶ ନିମନ୍ତେ ୪୨୫ କୋଟି ଟଙ୍କାର ବ୍ୟୟ ବରାଦ ରଖାଯାଇଛି।
ଅନ୍ୟମାନଙ୍କ ମଧ୍ୟରେ ବଲାଙ୍ଗିର ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାର, କୃଷି ମୁଖ୍ୟ ଯନ୍ତ୍ରୀ ମୁକ୍ତିକାନ୍ତ ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଟିଟିଲାଗଡ଼ ଉପଜିଲ୍ଲାପାଳ ରହାନ ଖେତ୍ରି , ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ ପଟେଲ , ମୁଖ୍ୟ କୃଷି ଆଧିକାରୀ ବାବୁଲି ଚରଣ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ ।ପ୍ରାରମ୍ଭରେ ଉପମୁଖ୍ୟମନ୍ତ୍ରୀ କୃଷି ଯନ୍ତ୍ରପାତି ଓ ଅନ୍ୟ କୃଷି ଆନୁସଙ୍ଗିକ ଉପକରଣ ପ୍ରଦର୍ଶିତ ହେଉଥିବା ବିଭିନ୍ନ ଷ୍ଟଲ ବୁଲି ଦେଖିଥିଲେ ।
ଏହି ଅବସରରେ  ଚାଷୀ ଓ ଅନ୍ୟାନ୍ୟ ହିତାଧିକାରୀ ମାନଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ସୁବିଧା ହସ୍ତାନ୍ତର ଏବଂ ପୁରସ୍କାର କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like