-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

ପୁଞ୍ଜିପଥର ଠାରେ ବଲାଙ୍ଗିର ଜିଲ୍ଲା ପେଷାଦାର ସାମ୍ବାଦିକ ସଂଘ ର ସାଧାରଣ ପରିଷଦ ବୈଠକ

16-Mar-2025



ବଲାଙ୍ଗିର/କଣ୍ଟାବାଞ୍ଜି(ଅନ୍ତର୍ଯ୍ୟାମୀ ସାହୁ)- ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି- ବଙ୍ଗୋମୁଣ୍ଡା ୪୨ ନମ୍ବର ରାଜ୍ୟ ରାଜପଥ ପାର୍ଶ୍ଵରେ ଥିବା ପଶ୍ଚିମ ଓଡିଶାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଡଙ୍ଗରବୁଢା ପୀଠ ପୁଞ୍ଜିପଥର ମନ୍ଦିର ଠାରେ ରବିବାର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘର କାର୍ଯ୍ୟକରିଣୀ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ପ୍ରଥମେ ଡଙ୍ଗରବୁଢା ବାବା ଙ୍କୁ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ସଂଘର  ସଭାପତି ଅଶ୍ବିନୀ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଧାରଣ ସମ୍ପାଦକ ଶ୍ୟାମସୁନ୍ଦର ମେହେର, ସଂଗଠନ ସମ୍ପାଦକ ହୁଲେଶ୍ୱର ହଂସ, ବରିଷ୍ଠ ସାମ୍ବାଦିକ ଗୁରୁଦୟାଲ ହଂସ, ଉପସଭାପତି ସୁଧାକର ଦାସ,ଅନ୍ତର୍ଯ୍ୟାମୀ ସାହୁ ଏବଂ ସ୍ୱତନ୍ତ୍ର ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ସଭାପତି ରଶ୍ମିରଞ୍ଜନ ପୁଟେଲ ଯୋଗ ଦେଇଥିଲେ । ଉପ ସଭାପତି ଅଶୋକ ନାରାୟଣ ଭୋଇ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏହି ଅବସରରେ ନୂତନ ସଦସ୍ୟ ସୁଶାନ୍ତ ବେହେରା ଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ।ସାମ୍ବାଦିକ ମାନଙ୍କ ସୁରକ୍ଷା,ସମ୍ମାନ ଏବଂ ସାଧାରଣ ଲୋକଙ୍କ ସମସ୍ୟା ସମ୍ପର୍କରେ ଖବର ପରିବେଷଣ ଉପରେ ଗୁରୁତ୍ୱାରୋପ ଦିଆଯାଇଥିଲା।ଆଗାମୀ ଦିନରେସଂଘର  ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ  ଆୟୋଜନ ସମ୍ପର୍କରେ ଆଲୋଚନା କରାଯାଇଥିଲା ।ଅଞ୍ଚଳର ସାମ୍ବାଦିକ ମାନଙ୍କ ବିଭିନ୍ନ ସମସ୍ୟା ଏବଂ ସମାଧାନ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଆଗାମୀ ଦିନରେ ସଂଗଠନକୁ ସୁଦୃଢ କରିବା ସହ ପେଶାଦାର ସାମ୍ବାଦିକ ମାନଙ୍କୁ ସଂଘରେ ସାମିଲ ନେଇ ଆଲୋଚନା କରାଯାଇଥିଲା।ସଂଘର ସଦସ୍ୟ ମାନଙ୍କୁ ରାଜ୍ୟ ସଂଘ ପକ୍ଷରୁ ପ୍ରଦାନ କରାଯାଇଥିବା ପରିଚୟ ପତ୍ର ସଦସ୍ୟ ମାନଙ୍କୁ ପ୍ରଦାନ କରାଯାଇଥିଲା ।ଏହି ଅଞ୍ଚଳର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯିବା ସହ ଅବହେଳିତ ଅବସ୍ଥାରେ ରହିଥିବା ପୁଞ୍ଜିପଥର ଡ଼ଙ୍ଗରବୁଢା ପୀଠର ସାମଗ୍ରିକ ବିକାଶ ସହ ପର୍ଯ୍ୟଟନସ୍ଥଳୀ ମାନ୍ୟତା  ନେଇ ଦାବି ଉଠିଥିଲା ।ଏଥିରେ ସଂଘର କାର୍ୟକାରୀ କମିଟିର  ଅନ୍ତର୍ଯ୍ୟାମୀ ସାହୁ, ଜୀବନାନନ୍ଦ ମହାନ୍ତି, ରାଧେଶ୍ୟାମ ମେହେର କୈଳାସ ସଗରିଆ, ତ୍ରିନାଥ ସାହୁ,ଅଜିତ ମିଶ୍ର,କଣ୍ଟାବାଞ୍ଜି ସାମ୍ବାଦିକ ସଂଘ ସଭାପତି ବିମଳ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସ୍ୱେଚ୍ଛାସେବୀ ପ୍ରଭୁଲାଲ ବେହେରା, କୋଶଳୀ କବି ଭକ୍ତବନ୍ଧୁ ସାହୁ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like