-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||     

HOME   ଜିଲ୍ଲା

ମାନପୁରରେ ବ୍ଲକସ୍ତରୀୟ କର୍ମୀ ସମ୍ମିଳନୀ

16-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ମାନପୁର ଶ୍ରୀ ଅରବିନ୍ଦ ଶିକ୍ଷା କେନ୍ଦ୍ରରେ ବ୍ଲକସ୍ତରୀୟ ଦ୍ଵିତୀୟ ପର୍ଯ୍ୟାୟ କର୍ମୀ ସମ୍ମିଳନୀ ରବିବାର ଅନୁଷ୍ଠିତ ହୋଇଯାଇଛି। ବିଜେପୁର ବ୍ଲକ ଶ୍ରୀ ଅରବିନ୍ଦ ପାଠଚକ୍ର ସମୂହର ଆବାହିକା ପ୍ରତିମା ଗୁରୁଙ୍କ ଅଧ୍ୟକ୍ଷତାରେ ସୋହେଲା ଶ୍ରୀ ଅରବିନ୍ଦ ପାଠଚକ୍ରର ପ୍ରଶାନ୍ତ ମିଶ୍ର,ଦେଵାର୍ଚ୍ଚନ ସାହୁ,ମାନପୁର ଶିକ୍ଷା କେନ୍ଦ୍ରର ମ୍ୟାନେଜିଂ ଟ୍ରଷ୍ଟି ସୁରେନ୍ଦ୍ର ସାହୁ ପ୍ରମୁଖ ଯୋଗଦେଇ ଥିଲେ।ଶ୍ରୀମା ଶ୍ରୀ ଅରବିନ୍ଦଙ୍କ ନିକଟରେ ଧୂପ ପୁଷ୍ପ ଅର୍ପଣ ପରେ ଦୁର୍ଗା ସ୍ତୋତ୍ର,ମା ପୁସ୍ତକ ଅଧ୍ୟୟନ କରିଥିଲେ ସ୍ଵର୍ଣ୍ଣପ୍ରଭା ମାହାଣା ଓ ସନ୍ଧ୍ୟା ଛତର। କୁନ୍ତଳା ସାହୁ ମାତୃ ସଂଗୀତ ପରିବେଷଣ କରିଥିଲେ।ପରେ କର୍ମୀ ସମ୍ମିଳନୀର ଲକ୍ଷ୍ୟ, ଉଦ୍ଦେଶ୍ୟ ତଥା ଦଶ କର୍ମଧାରା ବିଷୟରେ ଆଲୋଚନା ହୋଇଥିଲା। ଏଥିରେ ବିଜେପୁର,ମାନପୁର ଓ ଗଣ୍ଠିଆପାଲି ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଅପାଭାଇଗଣ ସାମିଲ୍ ହୋଇଥିଲେ।ମାନପୁର ଶିକ୍ଷା କେନ୍ଦ୍ରର ସଂପାଦକ ସୁରେନ୍ଦ୍ର ସାହୁ କୃତଜ୍ଞତା ଜ୍ଞାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026

You Might Also Like