-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ବିଶେଷ

ଦିନ ସାରା ର ମୁଖ୍ୟ ଖବର ସଂକ୍ଷେପରେ: ତାରିଖ : ୧୬. ୦୧. ୨୦୨୧,(ଶନିବାର)

16-Jan-2021



*ନୂଆଦିଲ୍ଲୀ* : ଦେଶରେ କରୋନା ଟିକାକରଣ ମହାଭିଯାନର  ଶୁଭାରମ୍ଭ ଆଜି କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଜି ୧୦.୩୦ ମିନିଟ୍‌ରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରି ମୋଦି କହିଛନ୍ତି, ରାଜ୍ୟ ସରକାରଙ୍କ ସହଯୋଗରେ ଭାରତ ସରକାର ଏହି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।

 *ନୂଆଦିଲ୍ଲୀ* : ସାରା ଦେଶରେ ଆରମ୍ଭ ହେଲା ଟିକାକରଣ। ମହାମାରୀ ବିରୋଧରେ ମହାଲେଢ଼ଇ ପାଇଁ ପ୍ରଥମ ପର୍ଯ୍ୟାୟ ଟିକାକରଣ ଆଜି ଆରମ୍ଭ ହୋଇଛି। ଏଥିପାଇଁ ଚାରିଆଡେ ଉତ୍ସବର ମାହୋଲ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସି ଜରିଆରେ ଏହାର ଶୁଭାରମ୍ଭ କରିଛନ୍ତି। ସାରା ଦେଶ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରାୟ  ୩ ହଜାରଟି କେନ୍ଦ୍ରରେ କୋଭିଡ ଟିକା ଦିଆଯାଉଛି। ପ୍ରତ୍ୟେକ କେନ୍ଦ୍ରରେ ସର୍ବାଧିକ ୧୦୦ ଜଣଙ୍କୁ କୋଭିଡ-୧୯ ଭାକସିନ୍‌ ଦିଆଯିବ।

 *ନୂଆଦିଲ୍ଲୀ* : ଦେଶରେ ଆଜି ଆରମ୍ଭ ହେବ କରୋନା ଟିକାକରଣର ମେଗା ଅଭିଯାନ । ଏହି ଅବସରରେ କରୋନା ଟାକା କୋଭାକ୍ସିନ୍କୁ ନେଇ ଆସିଛି ବଡ ଖବର । ଭାରତୀୟ ଟିକା ନିର୍ମାଣକାରୀ କମ୍ପାନୀ ଭାରତ ବାୟୋଟେକ୍ ଏହି କୋଭାକ୍ସିନ ଟିକାକୁ ପ୍ରସ୍ତୁତ କରିଛି । ଦେଶର କିଛି ସ୍ଥାନରେ ଏହି ଟିକା ଦିଆଯାଉଛି । ତେବେ ଭାରତୀୟ ଟିକା କୋଭାକ୍ସିନ୍ ଦେବା ପରେ କୌଣସି ବଡ ଧରଣର ପାଶ୍ୱର୍ ପ୍ରତିକ୍ରିୟା ଦେଖାଦେଲେ , ଏଥିପାଇଁ ଭାରତ ବାୟୋଟେକ୍ ଦେବ କ୍ଷତିପୂରଣ । ଏ ସମ୍ପର୍କରେ ଭାରତ ବାୟୋଟେକ୍ ସହିତ କେନ୍ଦ୍ର ସରକାର ଚୁକ୍ତି କରିଛନ୍ତି ।

ଭୁବନେଶ୍ୱର* : ମହାମାରୀ କରୋନା ବିରୋଧରେ ଆରମ୍ଭ ହୋଇଛି ମହା ଅଭିଯାନ । ଏହି ମହାମାରୀ ବିରୋଧରେ ଶେଷ ଲଢେଇ ସଦୃଶ ଆଜିଠୁ ଦେଶ ସମେତ ସମଗ୍ର ରାଜ୍ୟରେ ଆରମ୍ଭ ହୋଇଛି ଟିକାକରଣ।  ରାଜ୍ୟରେ ପ୍ରଥମେ  କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ଆରମ୍ଭ ହୋଇଥିବା ବେଳେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଦିଆଗଲା ପ୍ରଥମ ଟିକା। ଏନେଇ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like