-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

"ଯିମୁ ପଛେ ଦାଦନ ଖଟି , ନାହିଁ ଛାଡ଼ୁ ଆମେ ନିଜର ମାଁ ମାଟି "

16-Mar-2025



ପାଟଣାଗଡ଼(ପୂର୍ଣ୍ଣ ଶଶୀ ଶେଖର ରାଓ): ଓଡ଼ିଶା ରାଜ୍ୟ ସାରା ଭାରତରେ ଏକ ସୁପ୍ରତିଷ୍ଠିତ ରାଜ୍ୟ ଭାବେ ପରିଗଣିତ। ଏହି ଓଡ଼ିଶାରେ ଭରି ରହିଛି ଅନେକ ମନୋରଞ୍ଜନ ସ୍ଥାନ ଓ ଜଙ୍ଗଲ ଘେରା ଦୁର୍ଗମ ପାହାଡିଆ ଅଞ୍ଚଳ‌ ତତ୍ ସଙ୍ଗେ ସଙ୍ଗେ ଅନେକ ଗୁଡ଼ିଏ ଖଣିଜ ସମ୍ପଦରେ ଭରପୁର ରହିଛି। ସେଥିପାଇଁ ଓଡ଼ିଶା କୁ ସବୁବେଳେ ଲୋଲୁପ ଦୃଷ୍ଟି ରେ ଦେଖି ଆସୁଅଛନ୍ତି ଅନେକ ଖଣି ମାଫିଆ । ପୂର୍ବରୁ ଅନେକ ଗୁଡ଼ିଏ ଖଣିଜ ପଦାର୍ଥ ଲୁଟି ନେଇଥିବା ବେଳେ ଆଜି ମଧ୍ୟ ଏହି ରାଜ୍ୟ ର ଖଣିଜ ପଦାର୍ଥ ଉପରେ ନଜର ରଖିଛନ୍ତି। ଗତ କିଛି ଦିନ ତଳେ ପଶ୍ଚିମ‌ ଓଡ଼ିଶା ର ପ୍ରସିଦ୍ଧ ଶୈବପୀଠ ହରିଶଙ୍କର ପାହାଡ଼ ପାଦଦେଶରେ ଆଦାନୀ କମ୍ପାନୀ ଜମି କିଣିବା ପରେ ଅଞ୍ଚଳର ଲୋକ ଙ୍କ ମନରେ ଆଶଙ୍କା ହୋଇଥିଲା ଯେ ହରିଶଙ୍କର ପାହାଡ଼ ର ଧ୍ବଂସ ହେବାକୁ ଯାଉଛି ଏହାର ପ୍ରତିବାଦରେ ୫୭ ଦିନ ଧରି ଲୋକ ଆନ୍ଦୋଳନ କରିଥିବାରୁ ଖନନ କାର୍ଯ୍ୟକୁ ସ୍ଥଗିତ ରଖିଛନ୍ତି ରାଜ୍ୟ ସରକାର ହେଲେ ତାର ସ୍ପଷ୍ଟୀକରଣ କରିନାହାନ୍ତି। ବର୍ତ୍ତମାନ ଚର୍ଚ୍ଚା ହେଉଛି ଯେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀର ପାଟଣାଗଡ଼ ବ୍ଳକ ଓ ବେଲପଡା ବ୍ଳକ ର ୨୧ ଟି ଗାଁ ରେ ଗ୍ରାଫାଇଟ ଖଣି ରହିଥିବା ଯୋଗୁଁ ସେହି ଗାଁ ମାନଙ୍କୁ ବିସ୍ଥାପିତ କରିବାକୁ ଚାହୁଁଛନ୍ତି ପ୍ରଶାସନ ଓ ଆଦାନୀ କମ୍ପାନୀ। ଯାହାକି ପାଟଣାଗଡ଼ ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତାର ପ୍ରତିବାଦରେ ଗତ କିଛି ଦିନ ଏକ ବିରାଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ପାଟଣାଗଡ଼ ବ୍ଳକ ସାଲେପାଲି ଗ୍ରାମ ପଞ୍ଚାୟତ ଚକାମାଲ ଆମ୍ବ ତୋଟା ଠାରେ ପୁଣି ଆଜି ୨୧ ଖଣ୍ଡ ଗାଁ ଲୋକେ ରୁଣ୍ଡ ହୋଇ ଆଗାମୀ ଦିନରେ ପାଟଣାଗଡ଼ ଠାରେ ବିରାଟ ଶୋଭାଯାତ୍ରା କରିବା ପାଇଁ ପ୍ରସ୍ତୁତି ବୈଠକ କରିଥିଲେ। ଆଦିବାସୀ ସଂଘ ବ୍ଳକ ସଭାପତି ଭୁବନେଶ୍ୱର କୁଅଁର ଙ୍କ ସଭାପତିତ୍ବରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଆଦିବାସୀ ସଂଘ ଯୁଗ୍ମ ସମ୍ପାଦକ

ଗିରିରାଜ ଭୋଇ ମଞ୍ଚ ପରିଚାଳନା କରିଥିଲେ। ବଲାଙ୍ଗିର ଜିଲ୍ଲା ହେଉଛି ଦାଦନ ପ୍ରବଣ ଜିଲ୍ଲା ଭାବେ ବେଶ ପରିଚିତ ଥିବାବେଳେ ଦାଦନ ମୁକ୍ତ କରିବାକୁ ହେଲେ ଏହି ଅଞ୍ଚଳ ରେ ଖଣି ଖନନ ନିତାନ୍ତ ଆବଶ୍ୟକ ବୋଲି ଗତ କିଛି ଦିନ ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂଦେଓ  ନିଜର ପ୍ରତିକ୍ରିୟା ରଖିଥିବା ବେଳେ ଜନସମର୍ଥନ ଲୋଡ଼ିଥିଲେ।
ଆନ୍ଦୋଳନକାରୀ ମାନଙ୍କ ଠାରୁ ଶୁଣିବାକୁ ଆଜି ମିଳିଛି ଯେ ଯଦିଓ ଏଠାକାର ନେତା ମନ୍ତ୍ରୀ ମାନେ ଲୋକଙ୍କ ପାଇଁ ସତରେ ଅଞ୍ଚଳର ବିକାଶ ଚାହୁଁଛନ୍ତି ତାହେଲେ ଏଠାରେ ପ୍ରଯୁକ୍ତି ବିଦ୍ୟା ର ପ୍ରୟୋଗ କରି ଅନେକ କଲକାରଖାନା ତିଆରି କରିବା ସହ ଚିନିକଳକୁ ପୁନଃ ଉଦ୍ଧାର କରନ୍ତୁ। ଏଭଳି ଦରଦ ଆମକୁ ଦରକାର ନାହିଁ "ଯିବୁ ପଛେ ଦାଦନ ଖଟି, ଛାଡ଼ିବୁ ନାହିଁ ନିଜ ମାଁ ମାଟି"ବୋଲି ସ୍ଳୋଗାନ ଦେଇଥିଲେ। ଆଗାମୀ ଦିନରେ ପାଟଣାଗଡ଼ ଠାରେ ବିରାଟ ଶୋଭାଯାତ୍ରା କରିବା ପାଇଁ ପ୍ରସ୍ତୁତି ହେଉଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like