-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବରୀ ମାଉଣ୍ଡ-ବିଦ୍ରୁପା ପୂର୍ତ୍ତ ବିଭାଗ ରାସ୍ତା: ପ୍ରଶସ୍ତୀକରଣ କାମ ନିମ୍ନମାନର ଅଭିଯୋଗ

17-Mar-2025



ବରୀ(ରଞ୍ଜିତ ମହାନ୍ତି):  ଯାଜପୁର ଜିଲ୍ଲା ବରୀ ଅଞ୍ଚଳରେ ପୂର୍ଗ ବିଭାଗ ରାସ୍ତା କାମ ନିମ୍ନମାନର ହେଉଛି। ନିମ୍ନମାନର କାମ କରି ଲକ୍ଷ ଲକ୍ଷ ଟଙ୍କା ଲୁଟ୍ ହେଉଥିବା ଅଭିଯୋଗ ହେଉଛି। ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ଆସୁନାହାନ୍ତି ବିଭାଗୟ ଅଧୁକାରୀ | ଅଭିଯୋଗ କଲେ ବି ଶୁଣୁନାହାନ୍ତି ବିଭାଗୀୟ ଅଧୁକାରା । ପୂର୍ବ ବିଭାଗ ପକ୍ଷରୁ ମାଉଣ୍ଡଠାରୁ ବିଦ୍ରୁପା ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ ରଣ କାର୍ଯ୍ୟ ହେଉଥିବାବେଳେ ଏହି ରାସ୍ତା ବେଇ ପ୍ରତିଦିନ ହଜାର ହଜାର ନବାହନ ଯାତାୟାତ କରିଥାଏ। ଯାହାକୁ ଆଖ୍ ଆଗରେ ରଖ୍ ସରକାରଙ୍କ ପକ୍ଷରୁ ଏହି ରାସ୍ତା ନିର୍ମାଣ ନିମନ୍ତେ ୨୧ କୋଟି ୪୨ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା । କେଉଁଠାରୁ କେଉଁ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ନିର୍ମାଣ କାମ କେଉଁ ପ୍ରଣାଳୀରେ ହେବ ଓ କାର୍ଯ୍ୟରେ କେଉଁ ପ୍ରକାର ସାମଗ୍ରୀ ବ୍ୟବହାର କରାଯିବ, ତାହା ସୂଚନା ଫଳକରେ ଇଲ୍ଲେଖ କରାଯାଇ ଏହାକୁ ସାର୍ବଜନୀନ କରାଯିବା କଥା। ମାତ୍ର ବରୀ ମାଇଣ୍ଡଠାରୁ ବିଦ୍ରୁପା ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ ୬ ମାସ ପୂର୍ବରୁ ଆମ୍ଭେ ହୋଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ସୂଚନା ଫଳକ ଲାଗି ନାହିଁ। ଯାହାକୁ ନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଠିକାଦାର ସହିତ ଗୋପନ ବୁଝାମଣା ରହିଥିବା ଅଭିଯୋଗ ହେଉଛି ।
ନିୟମ ମୁତାବକ ପୁରୁଣା ପିତୃ ବାହାର କରି ତା' ଉପରେ ଜିଏସଟି ୬ ଘଞ୍ଚ ଓ ୮ ଇଞ୍ଚ ମେଟାଙ୍ଗି ହେବା କଥା । ଏଠାରେ କିନ୍ତୁ ପୁରୁଣା ପିଚୁ ଖେଳେଇ ତା ଉପରେ ଡଷ୍ଟ ପକାଯାଇ କାମ କରାଯାଉଛି। ଅଧୂକାରୀ ଉପସ୍ଥିତ ରହି ନିର୍ମାଣ କାମର ତଦାରଖ କରିବାକୁ ସରକାର ଦରମା ଦେଉଛନ୍ତି।
ତେବେ ଅଧୁକାରୀ ନିର୍ମାଣ କାର୍ଯ୍ୟ ଦେଖୁବାକୁ ଆସୁନାହାନ୍ତି। ପୂର୍ବ ବିଭାଗ ମନ୍ତ୍ରୀ ବିଭିନ୍ନ ସମୟରେ ବିଭାଗର କାର୍ଯ୍ୟ ଉପରେ ସକା ଅବଲମ୍ବନ କରାଯିବ ବୋଲି ଗଣମାଧ୍ଯମରେ କହୁଛନ୍ତି । କିନ୍ତୁ ବରା ମାଦଣ୍ଡ-ବିଦ୍ରୁପା ରାସ୍ତା କାମ ନିମ୍ନମାନର ହେବା ଅଭିଯୋଗ ପରେ ବି ବିଭାଗୀୟ କର୍ତ୍ତୃପକ୍ଷ ନିଘୋଡ଼ ନିଦରେ ଶୋଇଛି । ଏ ସମ୍ପର୍କରେ ବିଭାଗୀୟ ସଠୀଙ୍କୁ ପଚାରିବାରୁ ମୁଁ ନୂଆ କରି ଜଏନ କରିଛି, ଦେବା ବୋଲି କହିଛନ୍ତି । ଯାହାକୁ ବରା ଅଞ୍ଚଳବାସୀ ନିନ୍ଦା କରିବା ସହ ଉଚ୍ଚସ୍ତରୀୟ ବିଭାଗୀୟ ଅଧିକାରୀ ତଦନ୍ତ କରି ନିର୍ମାଣ କାମ ନିୟମ ଅନୁସାରେ କରିବାକୁ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like