-+91-9937148622 |
prerana_bgr@rediffmail.com |
Thursday 9th July 2026 |
R.N.I. Regd No. ODIODI/2010/46693
Breaking News
17-Mar-2025
ଗୋପାଳପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ଡୁରା ଛକ ନିକଟ ବିଲୁ ଢ଼ାବା ସମ୍ମୁଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପିକଅପ ସହ ଦୁଇ ସ୍କୁଟି ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣଙ୍କ ଅବସ୍ଥା ଗୁରୁତର।ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଗୋପାଳପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି ।
(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)