-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଜନ ଆରୋଗ୍ୟ ସମିତି ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ

17-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପୁରେନା ଠାରେ ଜନ ଆରୋଗ୍ୟ ସମିତି ପୁରେନା ଆନୁକୁଲ୍ୟରେ ଏବଂ ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରୀ ପୁରେନା ଶ୍ରୀଯୁକ୍ତ ଦୀପକ କୁମାର ସାହୁଙ୍କର ପ୍ରତ୍ୟକ୍ଷ ତତ୍ବାବଧାନରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିର କୁ ପଦ୍ମପୁର ରକ୍ତ ଭଣ୍ଡାରରୁ କର୍ମଚାରୀ ଆସି ସର୍ବମୋଟ ୨୩ ୟୁନିଟ ରକ୍ତ ସଂଗ୍ରହ କରିଛନ୍ତି । ଏହି ଶିବିରକୁ ପୁରେନା ଗ୍ରାମ ପଞ୍ଚାୟତ ର ସରପଞ୍ଚ ତଥା ଜନ ଆରୋଗ୍ୟ ସମିତି ପୁରେନା ର ଅଧ୍ୟକ୍ଷା ଶ୍ରୀମତୀ ଡଲି ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଉଦ୍ଘାଟନ କରିବା ସହିତ ରକ୍ତଦାତା ମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରିଥିଲେ । ଶ୍ରୀମତୀ ଡଲି ବେହେରାଙ୍କ  କରକମଳରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପୁରେନା କୁ ଆସୁଥିବା ରୋଗୀଙ୍କୁ ସଚେତନ କରିବା ପାଇଁକି ଏକ ନୂତନ ସ୍ମାର୍ଟ ଟିଭି ର ଶୁଭାରମ୍ଭ କରିଥିଲେ ।‌ ରକ୍ତଦାନ ଶିବିରରେ ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରୀ ପୁରେନା ଦୀପକ କୁମାର ସାହୁ ଏବଂ ତାଙ୍କର ଧର୍ମପତ୍ନୀ ଶ୍ରୀମତୀ ଫରିତା ସା ପ୍ରଥମେ ରକ୍ତଦାନ କରିଥିଲେ ତା ସହିତ ଶ୍ରୀମତୀ ପିଙ୍କି ସାହୁ (MPHW ପୁରେନା), ଜିତେନ୍ଦ୍ର ପଟେଲ ( ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରୀ ଲୋହାରପାଲି) ହେମଚନ୍ଦ୍ର ମହାନନ୍ଦ ( ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଲଖମରା), ଚୂଡାମଣି ଭୁଏ ( ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ବାଦିକଟା), ଶ୍ରୀମତୀ କଲ୍ୟାଣୀ ସାହୁ( ଅଙ୍ଗନୱାଡ଼ି କର୍ମୀ ବୁଧାପାଲି) ଏବଂ ତାଙ୍କର ସ୍ଵାମୀ ଶ୍ରୀଯୁକ୍ତ ଧୀରେନ୍ଦ୍ର ନାୟକ,ପୁରେନା ଗ୍ରାମର ସଞ୍ଜୀବ ବେହେରା ( ସରପଞ୍ଚ ପ୍ରତିନିଧି), ଗୋବିନ୍ଦ ଭୋଇ, ରେବନ୍ତ ସାହୁ,ସୁଜିତ୍ କୁମାର ସାହୁ,ନବୀନ କାଲୁ , ବଗାଇଯୁରି ଗ୍ରାମର ଛନ୍ଦା ଚରଣ ବିଶ୍ଵାଳ, ତେଜବନ୍ତ ଭୋଇ, ଆନନ୍ଦ ସାହା, ଯୁଗେଶ୍ୱର ବାରଲେଣ୍ଡିଆ, ମୋତିଲାଲ ପ୍ରଧାନ, ଅନିଲ ସାହା, ବିନାୟକ ବିଶ୍ଵାଳ, ରବୀନ୍ଦ୍ର ପୋଢ଼, ରୂପକ ସାହୁ, କ୍ଷିରୋଦ୍ର ସାହୁ ମଧ୍ୟ ରକ୍ତଦାନ କରିଥିଲେ ଏବଂ  ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇ ସ୍ୱଇଛା ରେ ରକ୍ତଦାନ କରିବାକୁ ବାର୍ତ୍ତା ଦେଇଥିଲେ । ଶିବିରରେ ସମ୍ମାନିତ ଅତିଥି ଭାବରେ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଜମଲା ର ଡା. ଆଦିତ୍ୟ ଭୋଇ, ଡ଼ା. ଲୋକପାଳ ଭୋଇ, ଶ୍ରୀଯୁକ୍ତ ଶିବପ୍ରସାଦ ବେହେରା (PHEO), ଶ୍ରୀଯୁକ୍ତ ମନୋରଞ୍ଜନ ସାହୁ ( MPHS), ଶ୍ରୀଯୁକ୍ତ ସଞ୍ଜୟ ବଢେଇ ଯୋଗଦାନ କରି ଜନ ଆରୋଗ୍ୟ ସମିତି ପୁରେନା ର ଏହି ପ୍ରୟାସ କୁ ପ୍ରଶଂସା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like