-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||     

HOME   ଜିଲ୍ଲା

୪୨ ମୌଜl ଶାନ୍ତି କମିଟିର କାର୍ଯ୍ୟକାରୀ କମିଟି ବୈଠକ

17-Mar-2025



କଟକ(ପ୍ରେରଣା ଖବର): ୪୨ ମୌଜ଼ା ଶାନ୍ତି କମିଟିର କାର୍ଯ୍ୟକାରି କମିଟି ବୈଠକ କଦମ୍ବେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶାନ୍ତି କମିଟିର ସଭାପତି ସାହିତ୍ୟିକ ଶରତ ଚନ୍ଦ୍ର ରାୟ ସଭାପତିତ୍ୱ କରିଥିଲେ । ଶାନ୍ତି କମିଟିର ସମସ୍ତ ସଭ୍ୟ ମାନଙ୍କୁ ନେଇ ଏକ ସାଧାରଣ ବୈଠକ ଆସନ୍ତା ୨୬ ତାରିଖ ପୂର୍ବାହ୍ନରେ କଦମ୍ବେଶ୍ୱର ମନ୍ଦିରରେ ଅନୁଷ୍ଠିତ ହେବ ବୋଲି ସମସ୍ତ କାର୍ଯ୍ୟକାରୀ କମିଟି ସଭ୍ୟ ବୃନ୍ଦ ସ୍ଥିର କରିଛନ୍ତି  । ଆସନ୍ତା ଏପ୍ରିଲ ମାସ ୨୬ ତାରିଖ ସମସ୍ତ 
 ସଭ୍ୟ ଉପସ୍ଥିତି ରହି  ନିଜର ମତ ପ୍ରଦାନ କରି ବାକୁ କମିଟି ପକ୍ଷରୁ ଘୋଷଣା କରା ଯାଇଛି । ପ୍ରସାଦ ସେବନର  ବ୍ୟବସ୍ଥା ରହିଅଛି । ଏହି କାର୍ଯ୍ୟକାରୀ କମିଟି ବୈଠକରେ ପ୍ରସନ୍ନ କୁମାର ମହାନ୍ତି,ପ୍ରଫୁଲ ମହାପାତ୍ର,ଜୟ କୃଷ୍ଣ ମୁଦୁଲି, ପୀତବାସ ବେଉରା,ରୁଦ୍ର ନାରାୟନ  ଦାସ,ଜିତୁଦେବତା,ଶ୍ରଦ୍ଧାକାନ୍ତ ମହାନ୍ତି,ଜଜ କୁମାର ମହାନ୍ତି,  ସନ୍ତୋଷ କୁମାର ପତି ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026

You Might Also Like