-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

୮ ଦିନ ହେଲା ଛୁଟିରେ ସ୍ବାସ୍ଥ୍ୟ ମିଶନ କର୍ମଚାରୀ *ଜିଲ୍ଲାରେ ସ୍ୱାସ୍ଥ୍ୟସେବପ୍ରଭାବିତ*

17-Mar-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )  ଜନସ୍ୱାସ୍ଥ୍ୟ ପରିଚାଳନା ପଦବୀ ସୃଷ୍ଟି ଓ ଚାକିରୀ ସ୍ଥାୟୀକରଣ ଦାବିରେ ଜାତୀୟ ସ୍ୱାସ୍ଥ୍ୟ ମିଶନରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ଆନ୍ଦୋଳନ ଆଜି ଅଷ୍ଟମ ଦିନରେ ପହଞ୍ଚିଥିଲା ବେଳେ ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗରେ ନାନା ସମସ୍ୟା ପରିଲକ୍ଷିତ ହୋଇଛି। ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟ ଏବେ ସମ୍ପୂର୍ଣ ଠପ ହୋଇଯାଇଛି। ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରୁ ଏନଏଚଏମ ଠିକା କର୍ମଚାରୀ ମାନେ ଛଅ ଦିନ ଧରି ଭୁବନେଶ୍ୱରରେ ଧାରଣା ଦେଇଛନ୍ତି। ସୁବର୍ଣ୍ଣପୁର ଜିଲ୍ଲାରୁ ୮୦ ରୁ ଅଧିକ ଠିକା କର୍ମଚାରୀ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଫଳରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଏନଏଚଏମ କାର୍ଯ୍ୟାଳୟରେ ତାଲା ପଡ଼ିଥିବା ଦେଖିବାକୁ ମିଳିଛି। ଜିଲ୍ଲାରେ କାର୍ଯ୍ୟକାରୀ ହୋଇଥିବା ୨୭ରୁ ଅଧିକ ବିଭିନ୍ନ ସ୍ୱାସ୍ଥ୍ୟ ଯୋଜନା ପରିଚାଳନା କ୍ଷେତ୍ରରେ ଏବେ ନାନା ସମସ୍ୟା ଦେଖା ଦେଇଛି। ରାଷ୍ଟ୍ରୀୟ ବାଳ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଅନ୍ତର୍ଗତ ଜନ୍ମରୁ ୧୮ ବର୍ଷ ଶିଶୁ ମାନେ ଉନ୍ନତମାନର ଚିକିତ୍ସା ପାଇଁ ଜିଲ୍ଲା ବାହାରକୁ ଯାଇପାରୁ ନାହାନ୍ତି। ରେଫେରାଲ ମେନେଜମେଣ୍ଟ, ଟିକାକରଣ ବାଧାପ୍ରାପ୍ତ ହୋଇଛି। ଅମ୍ଲାନ କାର୍ଯ୍ୟକ୍ରମ ଅନ୍ତର୍ଗତ ରକ୍ତହୀନତାର ଚିହ୍ନଟିକରଣ ହୋଇପାରୁନାହିଁ। 50 ରୁ ଉର୍ଧ୍ଵ ହିମୋଗ୍ଲୋବିନ ମିଟର ଅଚଳ ହୋଇ ଜିଲ୍ଲାରେ ପଡ଼ିରହିଛି। ମେନେଜମେଣ୍ଟ କର୍ମଚାରୀମାନେ ଧାରଣା ରେ ଥିବାରୁ ଅଚଳ ମେସିନ ଗୁଡିକର ମରାମତି କାର୍ଯ୍ୟ ହୋଇପାରୁନାହିଁ। ଯକ୍ଷ୍ମା ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ନିୟୋଜିତ କର୍ମଚାରୀମାନେ (STS )  ଧାରଣାରେ ଥିବାରୁ ଜିଲ୍ଲାରେ ଥିବା ୨୬୨ ଜଣ ଯକ୍ଷ୍ମା ରୋଗୀଙ୍କୁ ପ୍ରତ୍ୟେକ ମାସ ଦିଆଯାଉଥିବା  ଏକହଜାର ଲେଖାଏଁ ପୋଷଣ ରାଶି ପ୍ରଦାନ କରାଯାଇପାରୁନାହିଁ। ଜିଲ୍ଲାରେ ଏହି ସମୟ ମଧ୍ୟରେ ୧୧୨ ରୁ ଅଧିକ ପ୍ରସବ ହୋଇଥିବା ବେଳେ ପ୍ରସୂତି ମହିଳା ମାନଙ୍କୁ ଜନନୀ ଶିଶୁ ସୁରକ୍ଷା ଅଧୀନ ୧୪୦୦ ଟଙ୍କା ଓ ଗସ୍ତ ଖର୍ଚ୍ଚ ୫୦୦ ଟଙ୍କା ପ୍ରଦାନ କରାଯାଇ ପାରୁନାହିଁ। ଜିଲ୍ଲାରେ ୧୬ଟି ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ନିର୍ମାଣ କାର୍ଯ୍ୟ ଧିମେଇ ଯାଇଛି। ଆଉଟ ସୋର୍ସିଙ୍ଗରେ ନିୟୋଜିତ ଥିବା ସଫେଇ କର୍ମଚାରୀ, ସୁରକ୍ଷାକର୍ମୀ, ଆଟେଣ୍ଡାଣ୍ଟ ମାନଙ୍କର ମାସିକ ପାରିଶ୍ରମିକ ବନ୍ଦ ରହିଛି ଯାହା ଫଳରେ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସ୍ୱାସ୍ଥ୍ୟ ବିଭାଗର ୨୭ରୁ ଅଧିକ ପୋର୍ଟାଲରେ ଡାଟା ଏଣ୍ଟ୍ରି ହୋଇପାରୁନାହିଁ। ଜିଲ୍ଳା ରେ ଥିବା ହେପାଟାଇଟିସ ରୋଗୀଙ୍କୁ ଔଷଧ ସହ ଚିକିତ୍ସାରେ ବାଧା ପ୍ରାପ୍ତ ଦେଖା ଦେଲାଣି l କର୍ମଚାରୀ ମାନଙ୍କ ଆପତ୍ତି ଅନୁସାରେ ୨୦୦୫ ମସିହାରୁ ଏହି ଠିକା କର୍ମଚାରୀମାନେ ଅଳ୍ପ ବେତନରେ କାର୍ଯ୍ୟ କରିଆସୁଛନ୍ତି। ବାରମ୍ବାର ଦାବି ସତ୍ୱେ ସେମାନଙ୍କୁ ନିୟମିତ କରାଯାଇନାହିଁ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like