-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଜୁନିଅର୍ ରେଡକ୍ରସ କାଉନସିଲର ମାନଙ୍କ ପ୍ରଶିକ୍ଷଣ ଶିବିର ଉଦଘାଟିତ

17-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଭାରତୀୟ ରେଡ୍ କ୍ରସ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖା ଆନୁକୂଲ୍ୟରେ ବରଗଡ଼ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଜୁନିଅର୍ ରେଡକ୍ରସ କାଉନସିଲର ମାନଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅମ୍ବାପାଲି ସ୍ଥିତ ସମଲେଶ୍ଵରୀ ନୋଡାଲ ହାଇସ୍କୁଲରେ ଅନୁଷ୍ଠିତ 
ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ, ସମ୍ମାନିତ ଅତିଥି ଭାବରେ ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ ଡକ୍ଟର ସୁରେନ୍ଦ୍ର ସାହୁ, ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ସୁଦୀପ୍ତ କୁମାର ନାୟକ, ଜିଲ୍ଲା ରେଡକ୍ରସ ଅଧିକାରୀ ହେମନ୍ତ କୁମାର ସାମଲ, ପ୍ରଧାନ ଶିକ୍ଷକ ସର୍ବେଶ୍ଵର ରଥ ଯୋଗ ଦେଇ ରେଡକ୍ରସ ପତାକା ଉତ୍ତୋଳନ କରିଥିଲେ।

ପ୍ରଶିକ୍ଷଣ ପ୍ରାରମ୍ଭରେ ଅତିଥିବୃନ୍ଦ ଦୀପ ପ୍ରଜ୍ବଳନ ପୂର୍ବକ ବାଗଦେବୀ ମା ସରସ୍ଵତୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ହେନେରୀ ଡୁନାଣ୍ଟ ଓ କ୍ଲାରା ବାର୍ଟେନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ବୈଠକ ଶେଷରେ ସେବାବିନିମୟୀ ଯୁକ୍ତା ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।ଏହି ଶିବିରରେ ଜିଲ୍ଲାର ସମସ୍ତ ବ୍ଲକରୁ ଷାଠିଏ ଜଣ କାଉନସିଲର ଯୋଗ ଦେଇଥିବା ବେଳେ ସାଧନକର୍ମୀ ଭାବରେ ଦ୍ଵାଦଶ କୁମାର ପଧାନ, ଧର୍ମରାଜ ପଧାନ,ମନୋଜ କୁମାର ସାହୁ, ମହେନ୍ଦ୍ର ଆଚାର୍ଯ୍ୟ,ସେବାବିନିମୟୀ ଯୁକ୍ତା ବାରିକ, ଡିଲେଶ୍ୱର ସାହୁ ଯୋଗ ଦେଇ କାଉନସିଲରମାନଙ୍କୁ ତାଲିମ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like