-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

କୃଷକ ମାନଙ୍କ ଫସଲର ଉଚିତ ମୂଲ୍ୟ ନ ମିଳିବା କାରଣରୁ କୃଷକ ଦାଦନ ଖଟି ଯାଉଛି:-ରାକେଶ ଟିକାୟତ

17-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଠାରେ ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ଐତିହାସିକ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ ସୟାଁ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଅଛି। କାର୍ଯ୍ୟକ୍ରମରେ ପ୍ରାୟ ୨୦ ହଜାରରୁ ଉର୍ଦ୍ଧ୍ୱ କୃଷକ ଯୋଗ ଦେଇଥିବା ବେଳେ ରାଷ୍ଟ୍ରୀୟ ଏବଂ ରାଜ୍ୟ ସ୍ତରୀୟ ସର୍ବମାନ୍ୟ କୃଷକ ନେତା ମାନେ ଯୋଗ ଦେଇଥିଲେ। ରାକେଶ ଟିକାୟତକୁ ସୋହେଲା ଠାରେ ସ୍ୱାଗତ କରି ବିରାଟ ଶୋଭାଯାତ୍ରାରେ ଦଶମାଇଲ ସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଏକ ଭବ୍ୟ ଶୋଭାଯାତ୍ରାରେ ସଭାସ୍ଥଳକୁ ଆସିଥିଲେ। ସହର ପଟୁ ମଧ୍ୟ ଆଶିଷ ମିତ୍ତଲ , ସତ୍ୟବାନ ଜି, ଅଫ୍ଲାତୁନ, ଚୌଧୁରୀ ରାଜେନ୍ଦ୍ର, ଜୟତୁ ଦେଶମୁଖ, କ୍ରିଷ୍ନା ମହାନ୍ତି, ରଘୁନାଥ ଦାସ, ଅଶୋକ ପଧାନ ସଂଯୁକ୍ତ କିସାନ ମୋର୍ଚ୍ଚା ନେତା ମାନେ ପାର୍ବତୀ ଗିରି,ଗାନ୍ଧୀ, ସୁରେନ୍ଦ୍ର ସାଏ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ବିରାଟ ଶୋଭାଯାତ୍ରାରେ ମଞ୍ଚକୁ ପହଞ୍ଚିଥିଲେ। ସେହିପରି ସୁରେଶ ପାଣିଗ୍ରାହୀ ଏବଂ ବିଜୁ କ୍ରିଷ୍ଣନ କୁ ମଧ୍ୟ ଅତାବିରାରୁ ସ୍ୱାଗତ ସମର୍ଦ୍ଧନା କରି ପଡିଆକୁ ଶୋଭାଯାତ୍ରାରେ ଅତାବିରା କୃଷକ ସଂଗଠନ ସ୍ୱାଗତର ସହ ପାଛୋଟି ଆଣିଥିଲେ। ପରେ ସଂଗଠନର ଉପଦେଷ୍ଟା ଉତ୍ପନ୍ନ ଭୋଇ ସ୍ୱାଗତ ବକ୍ତବ୍ୟ ରଖିଥିବା ବେଳେ ଲିଙ୍ଗରାଜ ପଧାନ ମଞ୍ଚ ସଂଚାଳନ କରିଥିଲେ ଏବଂ ଅଜିତ ଶତପଥି ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ବକ୍ତାମାନେ ଏକ ସ୍ୱରରେ ତ୍ରୁଟି ପୂର୍ଣ୍ଣ କୃଷିନୀତି ଏବଂ କମ୍ପାନୀ କରଣ ପ୍ରସଙ୍ଗ ଦୃଢ ସ୍ୱରରେ ଉପସ୍ଥାପନା କରିଥିଲେ। ରାକେଶ ଟିକାୟତ ସଭାକୁ ସମ୍ବୋଧନ କରି କହିଲେ କୃଷକ ମାନଙ୍କ ଯେ ଫସଲ ର ଉଚିତ ମୂଲ୍ୟ ନ ମିଳିବା କାରଣ ରୁ କୃଷକ ଋଣ ଗ୍ରସ୍ତ, ଋଣ ଗ୍ରସ୍ତ ଚାଷୀ ଚାଷ ଛାଡି ଦାଦନ ଯାଉଛି ବା ଆତ୍ମହତ୍ୟା କରୁଛି ସରକାରଙ୍କ ଏହି ଭୁଲ କୃଷିନୀତି ର ମୂଳ କାରଣ ହେଉଛି କର୍ପୁରେଟ କାରଣ ଚାଷୀଙ୍କ ଜମି ନେବା ତାଙ୍କର ଲକ୍ଷ ଅଟେ। ସାରା ଭାରତ ବର୍ଷରେ ସମସ୍ତ କୃଷକଙ୍କ ସମାନ ସମସ୍ୟା ଅଟେ ବୋଲି ବକ୍ତା ମାନେ ସୂଚନା ଦେଇଥିଲେ। ପରେ ବକେୟା ବିଦ୍ୟୁତ ବିଲ ଛାଡ଼, କୃଷିକ୍ଷେତ୍ରରେ ବ୍ୟବହୃତ ବିଦ୍ୟୁତ ବିଲ ଜଳସେଚନ ଆଧାରରେ ନେବା ଏବଂ ୩୦୦ ୟୁନିଟ ବିଦ୍ୟୁତ ମାଗଣା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ବରଗଡ଼ ଜିଲ୍ଲାପାଳଙ୍କ‌ ଜରିଆରେ ଲକ୍ଷେ ଚାଷୀ ଲେଖିକରି ଦେବା ପାଇଁ ନିଷ୍ପତ୍ତି ହୋଇଅଛି। କ୍ରିଷ୍ନା ମହାନ୍ତି ସଭାପତିତ୍ୱ କରିଥିବା ବେଳେ ସମସ୍ତ ସଂଗଠନର ସମସ୍ତ ସଭାପତି ମାନେ ବକ୍ତବ୍ୟ ରଖିଥିଲେ। ପରେ ବାର ଆସୋସିଏସନ୍, ନିଷ୍ଠା ପରିବାର, ସକଳ୍ପ ପରିବାର ସଦସ୍ୟ ମାନଙ୍କୁ ସମ୍ମାନିତ କରାଯାଇଥିଲା ଏବଂ ସମସ୍ତଙ୍କ ସ୍ମୁତି ଉଦେଶ୍ୟରେ ପର୍ଯ୍ୟବରଣ ରକ୍ଷା ପାଇଁ ଦଶ ଗୋଟି ଗଛ ଲଗାଯାଇଥିଲା ।ପରେ ଚାଷୀ ନେତା ରମେଶ ମହାପାତ୍ର ଧନ୍ୟବାଦ ଦେଇ ସଭାସଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like