-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ରାଜନୀତି

କମସରା ଓ କୁମ୍ଭାରମୁଣ୍ଡା ଗ୍ରାମପଞ୍ଚାୟତର ଚାଷଜମିକୁ ଉଠାଜଳସେଚନ ଯୋଗାଇବା ଦାବି

17-Mar-2025



ବଲାଙ୍ଗୀର/ତରଭା(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ କମସରା ଓ କୁମ୍ଭାରମୁଣ୍ଡା ଗ୍ରାମ ପଞ୍ଚାୟତର ଚାଷଜମିକୁ ଉଠାଜଳସେଚନ ଜରିଆରେ ଜଳସେଚିତ କରିବାକୁ ଓଡିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି, କୃଷକ ସଶକ୍ତିକରଣ ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନଙ୍କ ପାଖରେ ଚାଷୀ ମାନେ ଦାବି କରିଛନ୍ତି । ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂଦେଓଙ୍କ ବଲାଙ୍ଗୀର ଗସ୍ତ ସମୟରେ କୋସଳ କଳାମଣ୍ଡଳ ପଡିଆରେ କମସରାର ଏକ ପ୍ରତିନିଧିଦଳ ଭେଟି ଏକ ଦାବିପତ୍ର ଦେବା ସହିତ ଆଲୋଚନା କରିଛନ୍ତି । ସୁବର୍ଣ୍ଣପୁର ଜିଲ୍ଲାର ଭାଜପା ଦଳର ପୂର୍ବତନ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ତଥା ଉସତ ଫାର୍ମର ପ୍ରଡ୍ୟୁସର କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ଭବାନୀ ଶଙ୍କର ପଣ୍ଡା ଓ ଦିଲିପ ପୂଜାରୀଙ୍କୁ ନେତୃତ୍ୱରେ ଏହି ପ୍ରତିନିଧି ଦଳ ଉପମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛନ୍ତି ଯେ, କମସରା ଓ କୁମ୍ଭାରମୁଣ୍ଡା ଗ୍ରାମପଞ୍ଚାୟତ ଏକ ପାହାଡିଆ ଅଞ୍ଚଳରେ ରହିଛି । ତେଣୁ ଜଳସେଚନର ସୁବିଧା ନାହିଁ । ଚାଷିମାନେ ବାରମ୍ବାର ମରୁଡିର ଶୀକାର ହେଉଛନ୍ତି ଓ ତାଙ୍କର ଅର୍ଥନୈତିକ ସ୍ଥିତି ବିଗିଡି ଯାଉଛି । ତେଣୁ ତେଲନଦୀରୁ ମେଗା ଉଠାଜଳସେଚନ ପଏଣ୍ଟ ଜରିଆରେ ଏହି ଅଞ୍ଚଳକୁ ଜଳସେଚନ ସୁବିଧା କରାଇବାକୁ ଦାବି କରାଯାଇଛି। ଉପମୁଖ୍ୟମନ୍ତ୍ରୀଙ୍କୁ ଦିଆଯାଇଥିବା ଦାବିପତ୍ରର ଏକକିତା ନକଲ ବଲାଙ୍ଗୀର ସାଂସଦ, ସୁବର୍ଣ୍ଣପୁର ଜିଲ୍ଲାପାଳ, ସୁବର୍ଣ୍ଣପୁର ମେଗା ଉଠା ଜଳସେଚନ ଡିଭିଜନର ନିର୍ବାହୀଯନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି । ରାଜ୍ୟସରକାର ତୁରନ୍ତ ଏଦିଗରେ ପଦକ୍ଷେପ ନେବେ ବୋଲି ଭବାନୀଶଙ୍କର ପଣ୍ଡା, ଦିଲିପ ପୂଜାରୀ, ରମେଶ ଚନ୍ଦ୍ର ପଣ୍ଡା, ପ୍ରଦୀପ ରଣା, ନୀଳାମ୍ବର ରଣା, ମନୋଜ କୁମାର ପଣ୍ଡା, ବିଷ୍ନୁ ମୁଣ୍ଡା, ଆଦିତ୍ୟ ମିଶ୍ର, ଶୁଭ୍ରାଂସୁ ଶେଖର ମିଶ୍ର, ଅଶୋକ ମିଶ୍ର, ଅଭିମନ୍ୟୁ ବହିଦାର, ପ୍ରଦୀପ କୁମାର ସାମନ୍ତରା, ସୁନିଳ ରଣା, କୃତ୍ତିବାସ ରଣା, ଦୁର୍ଯ୍ୟୋଧନ ଘିବେଲା, ଜୟରାମ ମନହିରା, ନରେନ୍ଦ୍ର ରଣା, ପ୍ରତ୍ୟୁଷ ପୂଜାରୀ ପ୍ରମୁଖଙ୍କ ସହ ଶତାଧିକ ଚାଷୀ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like