-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||     

HOME   ଜିଲ୍ଲା

ସ୍ୱର୍ଗତ ପିତାମ୍ବର ସେଠ ମେମୋରିଆଲ କ୍ରିକେଟ ଟୁର୍ଣ୍ଣlମେଣ୍ଟ ଉଦଯାପିତ

17-Mar-2025



ସଇଁତଲା(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ସଇଁତଲା ସ୍ଥିତ ଗୋପବନ୍ଧୁ ପଡା କ୍ରିକେଟ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ଲାନ୍ଥନଦୀ ଖେଳ ପଡିଆ ଠାରେ ବୈକୁଣ୍ଠ ସେଠଙ୍କ ତତ୍ତ୍ୱବଧାନରେ ଦ୍ୱିତୀୟ ବର୍ଷ ପିତାମ୍ବର ସେଠ ମେମୋରିଆଲ  ସର୍କିଲ କ୍ରିକେଟ ଟୁର୍ନାମେଣ୍ଟ ଉଦଯାପିତ ହୋଇଯାଇଛି  l ଏହି ଟୁର୍ନାମେଣ୍ଟରେ ୮ଟି ଦଳ ଅଂଶ ଗ୍ରହଣ କରିଥିବା ବେଳେ ଏହାର ଫାଇନାଲ ଖେଳ ଦେଓଗାଁ ଟିମ ଓ ସଇଁତଲା ଲାନ୍ଥବୁଢା ଟିମ ମଧ୍ୟରେ ଅନୁଷ୍ଠିତ ହୋଇଥିଲା  l ପ୍ରଥମେ ସଇଁତଲା ଲାନ୍ଥବୁଢା ଟିମ ଟସ ଜିଣି ନିର୍ଦ୍ଧାରିତ ଓଭରରେ ସମସ୍ତ ଉଇକେଟ ହରାଇ ୨୩ ରନ ସଂଗ୍ରହ କରିଥିବାବେଳେ ଜବାବ ଦେଓଗାଁ ଟିମ ବିନା ଉଇକେଟରେ ୨୪ ରନ ସଂଗ୍ରହ କରି ବିଜୟୀ ହୋଇଥିଲେ  l ଉକ୍ତ ଖେଳକୁ ବରିଷ୍ଠ ଖେଳାଳି ବିକ୍ରମ ସା ଓ ମଣ୍ଟୁ ସେଠ ପରିଚାଳନା କରିଥିବା ବେଳେ ସ୍କୋର ସୁମିତ ଦଣ୍ଡସେନା ଦାୟିତ୍ୱ ତୁଲାଇଥିଲେ  l ଏହାର ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ଓଡିଶା ସାମ୍ବାଦିକ ସଂଘର ରାଜ୍ୟ ସମ୍ପାଦକ ପ୍ରମୋଦ କୁମାର ସେଲମା, ସାମ୍ବାଦିକ ସଂଘ ସଭାପତି ନାରାୟଣ ସାହୁ, ସଇଁତଲା ଭୁତେଶ୍ଵର ବାବା ପୀଠ କମିଟିର ସଭାପତି ସନ୍ତୋଷ ବିଶ୍ୱାଲ ପ୍ରମୁଖ ଯୋଗଦାନ କରି ଉଭୟ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ  l ଏଥିରେ ବିଜେତା ଦେଓଗାଁ ଟିମକୁ ନଗଦ ରାଶି ୩୫୫୫ ଟଙ୍କା  ସହ ଟ୍ରଫି ଓ ଉପ ବିଜେତା ସଇଁତଲାକୁ ୨୫୫୫ ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଥିବାବେଳେ ରାହୁଲ ପ୍ରଧାନଙ୍କୁ ଯୁବ ବେଷ୍ଟ ସ୍ବେଛାସେବୀ ଭାବରେ ଟ୍ରଫି ପ୍ରଦାନ କରାଯାଇଥିଲା  l ଏହି ଖେଳରେ ମଣ୍ଟୁ ସେଠ, ଶ୍ୟାମସୁନ୍ଦର ସାହୁ, ଶକ୍ତି ବେହେରା, ସ୍ୱାଗତ ବେହେରା, କମଳ ସାହୁ, ସୋନୁ ସାହୁ, ରିଙ୍କୁ ସାହୁ, ଅଙ୍କେଶ ସାହୁ, ବିଙ୍କେଶ ସାହୁ, ଜ୍ୟୋତି ସରାଫ, ଆଶୁତୋଷ ସାହୁ, ମନୋରଞ୍ଜନ ସାହୁ, ଯଶୋବନ୍ତ ସାହୁ , ସୁଶୀଲ ସାହୁ ଙ୍କ ସମେତ କମିଟି ସଦସ୍ୟମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ  l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026

You Might Also Like