-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଲାର୍ଣିଂ ଲିଙ୍କ୍‌ସ ଫାଉଣ୍ଡେସନ ତରଫରୁ ପ୍ରାଥମିକ ଶିକ୍ଷକ, ପ୍ରଧାନ ଶିକ୍ଷକ ଓ ସିଆର୍‌ସିସିମାନଙ୍କୁ ନେଇ ଏକଦିବସୀୟ ପ୍ରଶିକ୍ଷଣ ଶିବିର

18-Mar-2025



ତୁଷୁରା (ପଞ୍ଚାନନ ନାଏକ): ଲାର୍ଣିଂ ଲିଙ୍କ୍‌ସ ଫାଉଣ୍ଡେସନ ଆନୁକୂଲ୍ୟରେ ଗୁଡଭେଲା ବ୍ଲକ୍ ର ପ୍ରାଥମିକ ଶିକ୍ଷକ, ପ୍ରଧାନ ଶିକ୍ଷକ ଓ ସିଆର୍‌ସିସିମାନଙ୍କୁ ନେଇ ଏକଦିବସୀୟ ପ୍ରଶିକ୍ଷଣ ଶିବିର ତୁଷୁରା ଅଗ୍ରସେନ ଭବନ ଠାରେ ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଗୁଡଭେଲା ବ୍ଲକ୍ ର ୭୫ଟି ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିଥିଲେ। ଉକ୍ତ ପ୍ରଶିକ୍ଷଣକୁ ଫାଉଣ୍ଡେସନ ର  ରାଜ୍ଯ ମୁଖ୍ୟ ଶୁଭ ପ୍ରସାଦ ସାହୁ, ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ସମେତ ଅନ୍ୟାନ୍ୟ ପ୍ରଧାନ ଶିକ୍ଷକ ଏବଂ ଫାଉଣ୍ଡେସନ ର କର୍ମକର୍ତ୍ତାଗଣ ଦୀପ ପ୍ରଜ୍ବଳନ ପୂର୍ବକ

ଶୁଭ ଉଦ୍ଘାଟନ କରିଥିଲେ। ଏହି ପ୍ରଶିକ୍ଷଣରେ "ରୋଡ୍ ଟୁ ସ୍କୁଲ୍" ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ପ୍ରଶିକ୍ଷକ ରାଧାକାନ୍ତ ମେହେର ଶିକ୍ଷକମାନଙ୍କୁ ଡିଜିଟାଲ ସାକ୍ଷରତା କୌଶଳ ଗୁଡ଼ିକ ଉପରେ ପ୍ରଶିକ୍ଷିତ କରିଥିଲେ। ଯଦ୍ବାରା ଶିକ୍ଷକମାନେ ଡିଜିଟାଲ ସାଧନ ବ୍ଯବହାର କରିବା, ସୂଚନାକୁ ସଠିକ୍ ରୂପେ ଖୋଜିବା, ସୂଚନାକୁ ପରୀକ୍ଷା କରି ଦେଖିବା ତଥା ଉକ୍ତ ସୂଚନା ଗୁଡିକୁ ପିଲାଙ୍କ ଶିଖିବା ପାଇଁ ସୃଜନାତ୍ମକ ଭାବେ ବ୍ଯବହାର କରିବା ଆଦି କୌଶଳ ବିଷୟରେ ଅବଗତ

ହୋଇଥିଲେ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମଟିକୁ ଶିକ୍ଷକମାନେ ଖୁବ୍ ପ୍ରଶଂସା କରିଥିଲେ ଓ ଆଗାମୀ ଦିନରେ ଏଭଳି ପ୍ରଶିକ୍ଷଣ ଶିବିର ଆୟୋଜନ କରିବାକୁ ଫାଉଣ୍ଡେସନ କୁ ଅନୁରୋଧ କରିଥିଲେ। ଫାଉଣ୍ଡେସନ ତରଫରୁ ଉପସ୍ଥିତ ପ୍ରଧାନ ଶିକ୍ଷକ ମାନଙ୍କୁ ପୁଲ ଚାରା ଉପହାର ଦିଆ ଯାଇଥିଲା। ଶେଷରେ ବ୍ଲକ୍ ସଂଯୋଜକ ତାରା ପ୍ରସାଦ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ବ୍ଲକ୍ ର ସମସ୍ତ ସମ୍ବଳ ଶିକ୍ଷକ (ଆର୍.ପି) ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like