-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକୋତ୍ସବ ପାଳିତ

18-Mar-2025



ପାଟଣାଗଡ଼: ପାଟଣାଗଡର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକୋତ୍ସବ ରାଧାକୃଷ୍ଣ ମନ୍ଦିର ପରିସରରେ ଧୂମଧାମରେ ପାଳିତ ହୋଇଯାଇଛି।ସଂସଦର ସଭାନେତ୍ରୀ ସୁଶ୍ରୀ ସଂଯୁକ୍ତା ପରିଛ୍ଛାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଡ.ଗୋବର୍ଦ୍ଧନ ନାଏକ ମୁଖ୍ୟ ଅତିଥି, ଡ.ସଙ୍ଗୀତା ନାଏକ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ।କୋଷାଧ୍ୟକ୍ଷ ସତ୍ୟାନନ୍ଦ ଖମାରୀ ଅତିଥି ପରିଚୟ, ସମ୍ପାଦିକା ସୁଶ୍ରୀ ସବିତା ଭୋଇ ବିବରଣୀ ପ୍ରଦାନ,ବିରଞ୍ଚି ନାରାୟଣ ଦାଶ ଧନ୍ୟବାଦ ଅର୍ପଣ ଓ ଡା.ସୁଧାଂଶୁ ଶେଖର ମିଶ୍ର ସଭା ପରିଚାଳନା କରିଥିଲେ।ମା ପାଟଣେଶ୍ୱରୀଙ୍କୁ ପୂଜାର୍ଚ୍ଚନା କରିବା ପରେ ସଂସଦର ମୁଖପତ୍ର ପାଟଣା ସୌରଭ ଅତିଥି ମାନଙ୍କ କର କମଳରେ ଉନ୍ମୋଚିତ ହୋଇଥିଲା।କୋଷାଧ୍ୟକ୍ଷ ସତ୍ୟାନନ୍ଦ ଖମାରୀଙ୍କ ପୁସ୍ତକ ପଦ୍ୟ ସମ୍ଭାର ମଧ୍ୟ ଉନ୍ମୋଚିତ ହୋଇଥିଲା।ସଂସଦ ତରଫରୁ ପାଟଣେଶ୍ୱରୀ ସାରସ୍ଵତ ସମ୍ମାନ କବି ନିରଞ୍ଜନ ପଟ୍ଟନାୟକ, ଗ୍ରାମ୍ୟ କବିରତ୍ନ ଚୁଡାମଣି ପାଣିଗ୍ରାହୀ ସ୍ମୃତି ସମ୍ମାନ କବି ଲକ୍ଷ୍ମୀଧର ମାଝୀ ଓ ବିପିନ ବିହାରୀ ପରିଛା ସ୍ମୃତି ସମ୍ମାନ କବି ଦିଲ୍ଲୀପ ମହାନ୍ତିଙ୍କୁ ପ୍ରମାଣ ପତ୍ର, ଉପଢୌକନ ଓ ସ୍ମୃତି ଫଳକ ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା।ଦ୍ୱିତୀୟ ଅଧିବେଶନରେ ଉପ ସଭାପତି ସୁରୁଚି ମିଶ୍ରଙ୍କ ସଭାପତିତ୍ୱରେ ବହୁଭାଷୀ କବିତା ପାଠ ହୋଇଥିଲା।ସଂଯୁକ୍ତା ଚନ୍ଦନ, ସଂଯୁକ୍ତା ପାଣିଗ୍ରାହୀ ଓ ଯାଜ୍ଞସେନୀ ହୋତାଙ୍କ

ସଂଯୋଜନାରେ ପଚାଶରୁ ଉର୍ଦ୍ଧ୍ବ କବି କବିତା ପାଠ କରିଥିଲେ।ସମସ୍ତ କବିଙ୍କୁ ସ୍ମୃତିପତ୍ର ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସରୋଜିନୀ ମେହେର,ଦୀପ୍ତି ପ୍ରକାଶ ଦାସ, ଗଜାନନ ପୁରୋହିତ, ଦୀପାବଳୀ ସାହୁ,ଦୁର୍ଗା ପ୍ରସାଦ ପାଣିଗ୍ରାହୀ, ଶିବ ପ୍ରସାଦ ସାଏ,ଭବାନୀ ଶଙ୍କର ପଟେଲ,ସତ୍ୟାନନ୍ଦ ବିଶ୍ୱ।ଳ,ଦୀନବନ୍ଧୁ ବଗର୍ତ୍ତୀ, ଅନ୍ତର୍ଯ୍ୟାମୀ ବରିହା,ବିଘ୍ନେଶ୍ୱର ଯୋଶୀ,ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ହିମାଂଶୁ ହୋତା, ଗୌରୀ ରାଉତ,ପ୍ରଦୀପ କୁମାର ଦାଶ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like