-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବରୀରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର; ଜିଲ୍ଲାପାଳ ଓ ଆରକ୍ଷୀ ଅଧକ୍ଷକଙ୍କ ପିଲିକ ଜନ ଶୁଣାଣି ଶିବିର

18-Mar-2025



 ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ
ଶୁଣାଣି ଶିବିର ବରୀ ବ୍ଲକ୍ କାର୍ଯ୍ୟାଳୟ ଠାରେ ସୋମବାର ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପରି ପରି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରା କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୧୩୩ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲ ସେଥ୍‌ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୮ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ / ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୦ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟ ୟତା ନିମନ୍ତେ ୪୫ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୬୫ଟି ଉପ ଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧୀକ୍ଷକ ୟଶପ୍ରତାପ ଶ୍ରୀମାଲ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଶୋକ ଶାକ କୁମାର ବେହୁରିଆ, ଭାରପ୍ରାପ୍ତ ଉ ଜିଲ୍ଲାପାଳ ଲମ୍ବୋଦର ଖୁଣ୍ଟିଆ, ଗୋଷ୍ଠୀ ଉନ୍ନୟନ ଅଧୂକାରୀ, ବରୀ, ଅସିତ୍ କୁମାର ମହାନ୍ତି, ଭାରପ୍ରାପ୍ତ ତହସିଲଦାର, ବରୀ କଲ୍ଲୋଳ ମିଶ୍ର ମିଶ୍ର ଜିଲ୍ଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧୂକାରୀ, ବ୍ଳକସ୍ତରୀୟ ଅଧୂକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପରି ଅଭିଯୋଗର ଶୁଣାଣି କରିଥିଲେ। ଶେଷରେ ଭିନ୍ନକ୍ଷମମାନଙ୍କୁ ୨ଟି ଟ୍ରାଇ ସାଇକଲ ବଣ୍ଟନ କରାଯାଇଥିଲା। ଯେଉଁଥିରେ କି ହଳଦିବସନ୍ତ, ସାହୁପଦା, ବରୀର ଦିଲ୍ଲୀପ କୁମାର ସାମଲ, ପି. କୈଳାଶ ଚନ୍ଦ୍ର ସାମଲ, ବାଲିବିଲି ବରୀର ମାନଗୋବିନ୍ଦ ପତି ପି. କୈଳାଶ ପତିଙ୍କୁ ଟ୍ରାଇ ସାଇକଲ ପ୍ରଦାନ କରାଯାଇଥିଲା।

(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like