-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଗୋପିନାଥ ଅଲ ଇଣ୍ଡିଆ ସ୍ମଲ ନ୍ୟୁଜ ପେପର ଆସୋସିଏସନ ର ଓଡ଼ିଶା ରାଜ୍ୟ ସଂଯୋଜକ

18-Mar-2025



ବରଗଡ:(ନିରଞ୍ଜନ ତ୍ରିପାଠୀ) - ବରଗଡ଼ ଜିଲ୍ଲାର ଯଦୁମଣୀ ସାହୁଙ୍କ ସୁପୁତ୍ର ଗୋପୀନାଥ ସାହୁ  ପବ୍ଲିକ ଭଏସ ସମ୍ବାଦ ପତ୍ର ର ପ୍ରକାଶକ ତଥା ସମ୍ପାଦକ  ଙ୍କୁ  ଅଲ୍ ଇଣ୍ଡିଆ ସ୍ମଲ ନ୍ୟୁଜ ପେପର ଏସୋସିଏସନ୍ ASNA ପକ୍ଷରୁ ରାଜ୍ୟ ସଂଯୋଜକ  ଓଡ଼ିଶା ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି । ଗୋପୀନାଥ ସାହୁ ପୂର୍ବରୁ ଓଡିଶା ଶ୍ରୀଚନ ସାହିତ୍ୟ ସଂସ୍କୃତି ଏକାଡେମୀ ର ରାଜ୍ୟ ସଙ୍ଗଠନ ସଂପାଦକ, ରାଷ୍ଟ୍ରୀୟ ମଧ୍ୟବିତ୍ତ ପରିବାର ମହାସଂଘର ଉପ-ସଭାପତି ରାଷ୍ଟ୍ରୀୟ କମିଟୀ, କୋଶଲୀ ସାହିତ୍ୟ—ସଂସ୍କୃତି-କ -- କଳା ପରିଷଦ ର କାର୍ଯ୍ୟକାରୀ ସଭାପତି ଏବଂ ଇଣ୍ଡିଆନ ଫେଡରେସନ ଅଫ ସ୍ମଲ ଏଣ୍ଡ ମିଡ଼ିଅମ୍ ନ୍ୟୁଜ୍ ପେପର IFSMN ର ସୂଚନା ଏବଂ ପ୍ରଚାର ପ୍ରସାର ଅଧିକାରୀ ଭାବରେ ନିଜ ଦାୟିତ୍ଵ ତୁଲାଇ ଆସୁଛନ୍ତି।ମାସିକ ସମ୍ବାଦପତ୍ର ପବ୍ଲିକ ଭଏସ ର ପ୍ରକାଶକ ତଥା ସଂପାଦକ ଦା ଦାଇତ୍ଵ ରେ କାର୍ଯ୍ୟରତ ଅଛନ୍ତି | ତାଙ୍କ ସଙ୍ଗଠନ ଏବଂ ସମାଜ ପ୍ରତି ଉସର୍ଗୀକୃତ ସେବା ମନୋଭାବ ଯୋଗୁଁ ଆଜି  ସଙ୍ଗଠନ ତାଙ୍କୁ ରାଜ୍ୟ ସଙ୍ଗଠନ ସଂଯୋଜାକ ଦାୟିତ୍ଵ ପ୍ରଦାନ କରିଛି ଯାହା ଫଳରେ ସେ ନିଜକୁ ଧନ୍ୟ ମନେ କରୁଛନ୍ତି ।  କାରଣ ଶ୍ରୀ ସାହୁ କହନ୍ତି ମୋର କାମ ହେଲା ଲୋକ ମାନଙ୍କ ସେବା କରିବା, ଏବଂ ଓଡିଶା ର ଉନ୍ନତି ଓ ବିକାଶ ସହ ମୌଳିକ ଅଧିକାର ତଥା ଜନସାଧାରଣଙ୍କ ହକ୍ ପାଇଁ ଲଢିବା  ମୂଳ ଲକ୍ଷ୍ୟ । ଏନେଇ ସେ ଅଲ୍ ଇଣ୍ଡିଆ ସ୍ମଲ ନ୍ୟୂଜ୍ ପେପର ଆସୋସନ୍ ASNA ରାଷ୍ଟ୍ରୀୟ କମିଟି ର ସମସ୍ତ କର୍ମକର୍ତ୍ତା ତଥା ଅଧ୍ୟକ୍ଷ ଙ୍କୁ ହୃଦୟ ରୁ ରୁ ଧନ୍ୟବାଦ ଜଣାଇବା ସହ ଆଗମୀ ଦିନରେ ସଙ୍ଗଠନ ପ୍ରତି ନିଷ୍ଠାର ସହିତ କାର୍ଯ୍ୟ କରିବା ପାଇଁ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like