-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

18-Mar-2025



ଆଗଲପୁର, (ପ୍ରେରଣା ଖବର) ଆଜି ଆଗଲପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା l ବଲାଙ୍ଗୀର ଜିଲ୍ଲାର ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଯୋଗ ଦେଇଥିଲେ l ଏହାସହ ଜିଲ୍ଲା ସ୍ତରୀୟ ସମସ୍ତ ବିଭାଗର ଅଧିକାରୀ ସହ ଆଗଲପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ମଧ୍ୟ ଶିବିର ରେ ଉପସ୍ଥିତ ଥିଲେ l ଆଜିର ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ରେ ବିଭିନ୍ନ ସମସ୍ୟା ଉପରେ ସର୍ବ ମୋଟ 47 ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ଜଣା ପଡ଼ିଛି l ବିଶେଷ କରି ପାନୀୟ ଜଳ ଯୋଗାଣ କୁ ନେଇ ଡୁଡ଼ୁକା ଗ୍ରାମରୁ ଅନେକ ମହିଳା ଓ ପୁରୁଷ ଆସି ଅଭିଯୋଗ କରିଥିଲେ ଓ ତାଙ୍କ ଭିତରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଥିଲା। ଗତ ୨ ବର୍ଷ ପାଖାପାଖି ହେଲାଣି ଗ୍ରାମରେ ପାନୀୟ ଜଳ ଯୋଗାଣ ଚାଲୁ ଅଛି। ହେଲେ ଆଜି ପର୍ଯ୍ୟନ୍ତ କିଛି ଲୋକ ପାନୀୟ ଜଳ ପାଇବାରୁ ବଞ୍ଚିତ ଅଛନ୍ତି।

ପାଣି ପାଇବା ତ ଦୂର କଥା ଅନେକ ଜାଗାକୁ ପାଣି ପାଇପ୍ ମଧ୍ୟ ଏ ଯାଏ ଦିଆ ଯାଇ ନାହିଁ। ଏ ବିଷୟରେ ସରପଞ୍ଚ ଠୁ ନେଇ ବିଭାଗୀୟ ଯନ୍ତ୍ରୀ ଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ ସୁଦ୍ଧା ଲୋକେ ପାଣି ପାଇବାରୁ ବଞ୍ଚିତ ଅଛନ୍ତି। ଅଭିଯୋଗ ଶୁଣାଣୀ ଶିବିର ସରିବା ପରେ ମହିଳା ମାନେ ବାହାରେ ବିଭାଗୀୟ ଯନ୍ତ୍ରୀ ଓ ଜିଲ୍ଲା ରୁ ଆସିଥିବା ଅଧିକାରୀ ଙ୍କୁ ଘେରି ଥିଲେ। ତାଙ୍କୁ ଘେରିବା ସହିତ ତୀବ୍ର ଅସନ୍ତୋଷ ପ୍ରକାଶ କରି ଯନ୍ତ୍ରୀ ଓ ଅଧିକାରୀଙ୍କୁ ସମସ୍ୟାର ସମାଧାନ ପାଇଁ ଆଉ କେତେଦିନ ଲାଗିବ ବୋଲି ପ୍ରଶ୍ନ କରିଥିଲେ। ଡୁଡୁକା ପଞ୍ଚାୟତ ର ସରପଞ୍ଚ ଓ ସମିତି ସଭ୍ୟ ମଧ୍ୟ ଉପସ୍ଥିତ ଥିଲେ। ବିଭାଗୀୟ ଅଧିକାରୀ ଏ ବିଷୟରେ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ମହିଳା ମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ପାନୀୟ ଜଳ ଯୋଗାଣ କୁ ନେଇ ଅନେକ ପଞ୍ଚାୟତ ରେ ସମସ୍ୟା ଥିବା ଖବର ଆମ ପାଖକୁ ଆସିଛି l ପ୍ରଶାସନ ଏ ଦିଗରେ ଧ୍ୟାନ ଦେବାକୁ ଲୋକେ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like