-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ମୋଦୀ ଥିଲେ ଛତ୍ରପତି ଶିବାଜୀ:ପ୍ରଦୀପ ପୁରୋହିତ

18-Mar-2025



ବରଗଡ,ନରେନ୍ଦ୍ର ମୋଦୀ ପୂର୍ବ ଜନ୍ମରେ ଛତ୍ରପତି ଶିବାଜୀ ଥିଲେ । ସଂସଦର ବଜେଟ ଅଧିବେଶନରେ ସମ୍ବୋଧନ ସମୟରେ ଏଭଳି ଦାବି କଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ପୂର୍ବଜନ୍ମରେ ପରମ ପରାକ୍ରମୀ ଛତ୍ରପତି ଶିବାଜୀ ଓ ଏଜନ୍ମରେ ନରେନ୍ଦ୍ର ମୋଦୀ ବୋଲି କହିଛନ୍ତି ଓଡ଼ିଶାର ଏହି ସାଂସଦ । ଓଡ଼ିଶାର ଗନ୍ଧମାର୍ଦ୍ଦନ ପାହାଡ଼ରେ ରହୁଥିବା ଜଣେ ସାଧୁ, ଗିରିଜା ବାବାଙ୍କ ସହ ଆଲୋଚନା ବେଳେ ସେ କହିଥିଲେ ଯେ, ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବଜନ୍ମରେ ପରାକ୍ରମୀ ମରାଠା ରାଜା ଛତ୍ରପତି ଶିବାଜୀ ମହାରାଜାଙ୍କ ବ୍ୟତୀତ ଅନ୍ୟ କେହି ନୁହେଁ । ସଂସଦରେ ଏହି ଦାବିକୁ ରଖିଛନ୍ତି ପ୍ରଦୀପ ପୁରୋହିତ । ସଂସଦରେ ଦୃଢୋକ୍ତି ପ୍ରକାଶ କରି ପ୍ରଦୀପ ପୁରୋହିତ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦୀ ପ୍ରକୃତରେ ଶିବାଜୀ ମହାରାଜ, ଯିଏ ଦେଶକୁ ପ୍ରଗତି ଏବଂ ବିକାଶ ଦିଗରେ ଆଗେଇ ନେଉଛନ୍ତି । ବିକଶିତ ଭାରତ ଏବଂ ବିଶ୍ୱରେ ଭାରତକୁ ଶକ୍ତିଶାଳୀ ରାଷ୍ଟ୍ର ଗଢ଼ି ତୋଳିବାରେ ଯେଉଁ ସଙ୍କଳ୍ପ ନେଇ ପ୍ରଧାନମନ୍ତ୍ରୀ କାମ କରୁଛନ୍ତି, ସେଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି । ଏହାସହ କେନ୍ଦ୍ର ରେଳମନ୍ତ୍ରୀ ଓଡ଼ିଶାରୁ ପ୍ରତିନିଧିତ୍ୱ କରି ରେଳବାଇ କ୍ଷେତ୍ରରେ ଯେଉଁଭଳି କାମ କରୁଛନ୍ତି ସେଥିପାଇଁ ଅଶ୍ୱିନୀ ବୈଷ୍ଣବଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ସାଂସଦ ପୁରୋହିତ । ଅଶ୍ୱିନୀ ବୈଷ୍ଣବ ଥରେ ସଂକଳ୍ପ ନେଇଗଲେ ସେ କାମ ସମ୍ପୂର୍ଣ୍ଣ କରିକି ଛାଡ଼ନ୍ତି । ୨୦୨୨ ପଦ୍ମପୁର ଉପନିର୍ବାଚନ ବେଳେ ବିଜେଡି ସରକାର ରେଳମନ୍ତ୍ରୀଙ୍କୁ ଚାଲେଞ୍ଜ ଦେଇଥିଲା, ଦଶନ୍ଧି ଧରି ଯେଉଁ ଦାବି ରହିଛି, ବରଗଡ଼-ନୂଆପଡ଼ା ରେଳ ଲାଇନ କାମ କରିପାରିବେ କି? ସେତେବେଳେ ଅଶ୍ୱିନୀ ବୈଷ୍ଣବ କହିଥିଲେ, ଯେଉଁଦିନ ଓଡ଼ିଶା ସରକାର ଜମି ଦେବ, ସେହିଦିନ କାମ ଆରମ୍ଭ ହେବ । ରାଜ୍ୟରେ ସରକାର ପରିବର୍ତ୍ତନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜମି ଦେବାପରେ ଏବେ ୧୩୮ କିଲୋମିଟର ଟ୍ରେନ୍ ଲାଇନ୍ ପାଇଁ ୨୯୨୬ କୋଟି ଟଙ୍କା ମଂଜୁର ହୋଇଛି । ସେଥିପାଇଁ ସେ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏବେ ଖୁବ ଗତିରେ ଏହି ପ୍ରକଳ୍ପ କାମ ଆଗେଇ ଚାଲିଛି । ୫୯ଟି ରେଳ ଷ୍ଟେସନ, ଶହେ ପ୍ରତିଶତ ବିଦୁ୍ୟତିକରଣ ଓ ଡବଲ ଟ୍ରାକ୍ କାମ ଶେଷ ହୋଇଛି । ୨୦୧୪ରେ ରେଳବାଇ କ୍ଷେତ୍ରରେ ୮୩୮ କୋଟି ଟଙ୍କା ରାଜ୍ୟକୁ ଅନୁଦାନ ମିଳିଥିବା ବେଳେ ଏବେ ୧୦ ହଜାର ୫୯୯ କୋଟି ଅନୁଦାନ ଦେଇଛନ୍ତି କେନ୍ଦ୍ର ସରକାର । ଏହାସହ ଝାରସୁଗୁଡ଼ା ରେଳଲାଇନରେ ଦୀର୍ଘ ଦିନ ଧରି ସ୍ଥାନୀୟ ଲୋକମାନେ ଆନ୍ଦୋଳନ କରି ଆସୁଛନ୍ତି, ସେମାନଙ୍କ ଦାବି ପୂରଣ କରିବାକୁ ରେଳମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ସାଂସଦ । ସେହିଭଳି ସକାଳ ସମୟରେ ବରଗଡ଼ରୁ ଭୁବନେଶ୍ୱର ଏକ ଟ୍ରେନ ଯାତାୟତ, କରୋନା ସମୟରେ ବ୍ରଜରାଜନଗର, ବରଗଡ଼, ଅତାବିରାରେ ଅନେକ ଟ୍ରେନ୍ ଅଟକୁଥିବା ବେଳେ ଏବେ ଏଗୁଡିକ ରହଣୀ ବନ୍ଦ ହୋଇଯାଇଥିବାରୁ ପୁର୍ନବାର ରହଣୀ କରିବାକୁ ସେ ଦାବି କରିଛନ୍ତି । ବେଲପାହାଡ଼ ରେଳ ଷ୍ଟେସନରେ ଫ୍ଲାଏ ଓଭରବ୍ରିଜ୍ କାମ ବନ୍ଦ ହୋଇଯାଇଥିବାରୁ, ଖୁବଶୀଘ୍ର କାମ ଆରମ୍ଭ କରିବାକୁ ଅଶ୍ୱିନୀ ବୈଷ୍ଣବଙ୍କୁ ଦୃଷ୍ଟି ଆକର୍ଷଣ କରିଛନ୍ତି ପ୍ରଦୀପ ପୁରୋହିତ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like