-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଟାଉନ ହଲ ମରାମତି ପାଇଁ ବଲାଙ୍ଗୀର ପୌର ପରିଷଦ ଓ ଜିଲ୍ଲା ପ୍ରଶାସନ ନିରବ କାହିଁକି ?

18-Mar-2025



ବଲାଙ୍ଗୀର ଟାଉନ ହଲ ଦୁଇ ବର୍ଷ ହେଲା ଜରାଜୀର୍ଣ୍ଣ ଅବସ୍ଥାରେ ପଡି ରହିଛି |ଟାଉନ ହଲର ମରାମତି ପାଇଁ ରାଜ୍ୟ ସରକାର ଏକ କୋଟି ପଚାଶ ଲକ୍ଷ ଟଙ୍କା ମଂଜୁର କରିଥିଲେ |ଟେଣ୍ଡର ହୋଇ ଏକ କମ୍ପାନୀ ପାଇଁ ଥିଲା ଏବଂ କାମ ମଧ୍ୟ ଆରମ୍ଭ ହୋଇଥିଲା | ଦୁଃଖର ବିଷୟ କାମ ଆରମ୍ଭ ହେଉ ହେଉ ଗୋଟିଏ ମାସ ପରେ ବନ୍ଦ ହୋଇଗଲା କାହିଁକି ? କାମ ବନ୍ଦ ହେଲା ମାସ ମାସ ଧରି କେହି ଜାଣି ପାରିଲେ ନାହିଁ କାହିଁକି? ଆଜିକୁ ଦଶ ମାସ ହେଲା ବଲାଙ୍ଗୀର ଟାଉନ ହଲ ମରାମତି କାମ ବନ୍ଦ ହୋଇ ପଡିଛି | ପୌର ପରିଷଦର 
 ଅଧ୍ୟକ୍ଷା ଲିକା ସାହୁଙ୍କ ସହିତ ଆଲୋଚନା କଲୁ ସେ କହିଲେ ନିର୍ବାଚନ ପାଇଁ ଓ ନୁଆଁ ସରକାର ବଦଳିବା ପାଇଁ କାମ ଲେଟ ହେଲା ବଲି କହିଲେ କିନ୍ତୁ ନିର୍ବାଚନ ଆଗରୁ ପଇସା ଆସିଥଲା କାମ ବି ଚାଲିଥିଲା ହଠାତ କାହିଁକି ବନ୍ଦ ହୋଇ ଗଲା ସେ କଥା ଜାଣିବ କିଏ ?
 ପୌର ପରିଷଦର ନିର୍ବାହୀ ଅଧିକାରୀ ବିଶ୍ଵମ୍ବର ମିଶ୍ର ଙ୍କ ସହିତ ଆଲୋଚନା ମଧ୍ୟ କରିଥିଲୁ କାମ ଶୀଘ୍ର ଆରମ୍ଭ ହେବ ବୋଲି ପ୍ରତିଶୃତି ମଧ୍ୟ ଦେଇଥିଲେ ହେଲେ କାମ ଆଜି ପ୍ରଯ୍ୟନ୍ତ ଆରମ୍ଭ ହେଲା ନାହିଁ | ଯଦ୍ଵାରା ବଲାଙ୍ଗୀର ସହରରେ ଏକ ମାତ୍ର ଟାଉନ ହଲ ଯେଉଁଠି ଜିଲ୍ଲାର ବିଭିନ୍ନ ସାମାଜିକ

ଅନୁଷ୍ଠାନ, ବିଭିନ୍ନ ସମାଜ, ସାଂସ୍କୃତିକ ଅନୁଷ୍ଠାନ ମାନେ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମ, ସଭା ସମିତି, ନୁଆଁଖାଇ ଭେଟଘାଟ, ଇତ୍ୟାଦି ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିଲା ଯାହାକି ଦୁଇ ବର୍ଷ ହେଲା ବନ୍ଦ ହୋଇ ପଡିଛି |ଏହାଦ୍ଵାରା ଜିଲ୍ଲାରେ ବୃଦ୍ଧିଜିଵୀ ଓ ଜନସାଧାରଣ ଙ୍କ ମନରେ ଅସନ୍ତୋଷ ଦେଖା ଦେଉଛି ଏବଂ ବିଭିନ୍ନ କ୍ଷେତ୍ରରେ ଲୋକଙ୍କ ମନରେ ବିକାଶର ସମାଲୋଚନା ଶୁଣିବାକୁ ମିଳୁଛି ତଥା କାହିଁକି ଟାଉନ ହଲ ମରାମତି କାର୍ଯ୍ୟ ବନ୍ଦ ହୋଇଛି ବୋଲି ଜନସାଧାରଣଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି ? ବଲାଙ୍ଗୀର ସ୍ବେଛାସେବୀ ସଂଘଠନ ସମସ୍ତ ସଦସ୍ୟ ଆଜି ପୌର ପରିଷଦର ପୌରାଧ୍ୟକ୍ଷା ଲିକା ସାହୁ ଓ ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ସେଠି ମହୋଦୟ ଙ୍କୁ ଭେଟି ଟାଉନ ହଲ କେମିତି ଶୀଘ୍ର କାମ ଆରମ୍ଭ ହେବ ସେ ବିଷୟରେ ଆଲୋଚନା କଲୁ ପ୍ରତିଶୃତି ଦେଇଛନ୍ତି ଖୁବ ଶୀଘ୍ର କାମ ହେବ ଯଦି କାମ ଆରମ୍ଭ ନ ହୁଏ ବଲାଙ୍ଗୀର ସ୍ବେଛାସେବୀ ସଙ୍ଘଠନ ଆଗାମୀ ଦନରେ ଆନ୍ଦୋଳନ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ବାଧ୍ୟ ହେବ ଏଥିରେ ସ୍ବେଛାସେବୀ ସଂଗଠନ ର ଗୋବିନ୍ଦ ଚନ୍ଦ୍ର ଶତପଥୀ, ଲିଙ୍କନ ସେଠ, ରବୀନ୍ଦ୍ର ପ୍ରଧାନ, ଉତ୍ତମ ନନ୍ଦ,ଦେବରାଜ ନାଗ, ସହଦେଵ ନାଗ, ମୋହନ ଦଲବେହେରା, ତନ୍ମୟ ପୁଟେଲ, ରାଜେଶ ବାଗ ଉପସ୍ଥିତ ରହି ଦାବିପତ୍ର ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026

You Might Also Like