-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

*ମାର୍ଚ୍ଚ ୧୯ରୁ ୨୫ ଅନୁଷ୍ଠିତ ହେବ ଜଗନ୍ନାଥ ମହୋତ୍ସବ*- *୩୨ ଟି ବେଶ ରେ ଦର୍ଶନ ଦେବେ ପ୍ରଭୁ ଜଗନ୍ନାଥ*-

18-Mar-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ମାର୍ଚ୍ଚ ୧୯ରୁ ୨୫ ପର୍ଯ୍ୟନ୍ତ ୭ ଦିନ ଧରି ପ୍ରଭୁଙ୍କ ଭଜନ କୀର୍ତ୍ତନରେ ଲୀଳାକ୍ଷେତ୍ର ସୁବର୍ଣ୍ଣପୁର କମ୍ପି ଉଠିବ । ପ୍ରସ୍ତୁତି ଚୂଡାନ୍ତ l ସୋନପୁର ତ୍ରିବେଣୀ ସଙ୍ଗମ ଶ୍ରୀ ରାମେଶ୍ବର ଷ୍ଟାଡିୟମରେ ଶ୍ରୀ ଜଗନ୍ନାଥ ମହୋତ୍ସବ ଅନୁଷ୍ଠିତ ହେବ । ଏହି ଉତ୍ସବରେ ବିଶେଷ ଆକର୍ଷଣ ସାଜିବେ ଅଯୋଧ୍ୟା କୁମ୍ଭ ମେଳା ରେ ଆକର୍ଷଣ ପାଲଟି ଥିବା ବିଶିଷ୍ଟ ସାଧିକା ସାଧ୍ବୀ ଚଞ୍ଚଲନାଥ । ଉତ୍ସବରେ ଶ୍ରଦ୍ଧାଳୁ ମାନଙ୍କୁ ସାଧୁସେବା କରିବାର ସୁଯୋଗ ମିଳିବ ବୋଲି କମିଟି ତରଫରୁ କୁହାଯାଇଛି । ଏହି ଉତ୍ସବର ସମସ୍ତ କାର୍ଯ୍ୟକ୍ରମ ସଂପର୍କରେ ଆଜି ହୋଟେଲ ମୁନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ ଉତ୍ସବର ସଭାପତି ଗଦାଧର ବାରିକ, ସଂପାଦକ ଶ୍ୟାମାଓଁ ପ୍ରସାଦ ମିଶ୍ର, ବୈକୁଣ୍ଠ ଶତପଥୀ,  ଶ୍ରୀବତ୍ସ ମଲ୍ଲିକ, ଶ୍ରଦ୍ଧାଞ୍ଜଳି ମିଶ୍ର, ଆରତି ଖମାରୀ ପ୍ରମୁଖ ଅନେକ ସଦସ୍ୟ ଉପସ୍ଥିତ ଥିଲେ । ସାତ ଦିନ ବ୍ୟାପୀ ପଞ୍ଚ କୁଣ୍ଡିୟ ବିଶ୍ଵଶାନ୍ତି ମହାଯଜ୍ଞ, ନାମ, ପ୍ରବଚନ, ଭଜନ କାର୍ଯ୍ୟକ୍ରମ, ଜଗନ୍ନାଥଙ୍କ ୩୨ଟି ବେଶ, ସାଧୁସେବା ଏବଂ ତ୍ରିବେଣୀ ସଙ୍ଗମରେ ସାହିସ୍ନାନ ଆଦି ଅନୁଷ୍ଠିତ ହେବ। ପୁରୀର ପାରମ୍ପରିକ ସେବାୟତ ମାନଙ୍କ  ଦ୍ବାରା ପ୍ରସ୍ତୁତ ବିଭିନ୍ନ ପ୍ରକାର ଅଭଡ଼ା ଓ ମିଷ୍ଟାନ୍ନ ପ୍ରସାଦ ଏଠାରେ ଉପଲବ୍ଧ ହେବ । ତେବେ ଜନସାଧାରଣ ମୀନାବଜାର ଏବଂ  ରବୋଟିକ ସୋ'ର ମଧ୍ୟ ମଜା ନେଇ ପାରିବେ ବୋଲି କମିଟି ପକ୍ଷରୁ ସୁଚନା ଯାଇଛି । ମହୋତ୍ସବ କୁ ଶାନ୍ତି ଶୃଙ୍ଖଳା ରେ ସଫଳ କରିବାକୁ ବିଭିନ୍ନ କମିଟି ଗଠନ କରାଯାଇଛି ଓ ପ୍ରବଳ ଭକ୍ତ ଙ୍କ ଭିଡ଼ କୁ ଦୃଷ୍ଟି ରେ ରଖି ଲୋକ ଙ୍କ ଓ ସାଧୁ ସନ୍ଥ ଙ୍କ ସୁରକ୍ଷା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ୍ ମୁତୟନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like