-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଅଂଚଳ ମହାବିଦ୍ୟାଳୟ ରେ ନିବେଶକ ସତେଜନତା

18-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ବରଗଡ଼ ଜିଲ୍ଲା ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁର ସ୍ଥିତ ସମ୍ମିଳନୀ କକ୍ଷରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରଫେସର ଲଳିତ ମୋହନ ପଣ୍ଡା ଙ୍କ ସଭାପତିତ୍ୱରେ ନିବେଶକ ସତେଜନତା ଉପରେ ଏକ ସମ୍ପାନ ଆଇ. କ୍ଯୁ. ଏ.ସି.ଦ୍ୱାରା ଅନୁଷ୍ଠିତ ହୋଇଥିଲା।ଅଧ୍ୟକ୍ଷ ଶ୍ରୀ ପଣ୍ଡା ତାଙ୍କ ସ୍ୱାଗତ ଭାଷଣ ରେ ଆର୍ଥିକ ସମ୍ବଳ ର ସଦୁପଯୋଗ ନିମିତ୍ତ ବର୍ତ୍ତମାନ ଆମ ସମସ୍ତଙ୍କ ପାଇଁ ଆର୍ଥିକ ସାକ୍ଷରତା ଅତ୍ୟନ୍ତ ଜରୁରୀ ବୋଲି ମନ୍ତବ୍ୟ ରଖିଥିଲେ।ଆଇ. କ୍ଯୁ. ଏ. ସି.ସଂଯୋଜକ ତଥା ବାଣିଜ୍ୟ ବିଭାଗ ମୁଖ୍ୟ ଶ୍ରୀ ନବକୃଷ୍ଣ ମିଶ୍ର ଅତିଥି ପରଚୟ ସହ ଏହି ସମ୍ପାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ।ଏହି ଅବସରରେ ଜାତୀୟ ଷ୍ଟକ ବିନିମୟ (NSE)ସ୍ୱୀକୃତ ପ୍ରଶିକ୍ଷକ ଡ. ଜୟ କିଶନ ମେହେର ରିଶୋର୍ସ ପାର୍ଶନ ଭାବେ ଯୋଗ ଦେଇ ଆର୍ଥିକ ସାକ୍ଷରତା ଉପରେ ସନ୍ଦର୍ଭ ଉପସ୍ଥାପନ କରି ଆର୍ଥିକ ଯୋଜନା, ପରିଚାଳନା, ସଙ୍କଟ ପ୍ରବନ୍ଧନ ଇତ୍ୟାଦି  ସଫଳ ନିବେଶ ପାଇଁ ଜରୁରୀ ବୋଲି କହିବା ସହ ଗୁରୁତ୍ୱପୂର୍ଣ ସୂଚନା ପ୍ରଦାନ କରିଥିଲେ।ପରିଶେଷରେ ଅର୍ଥନୀତି ବିଭାଗ ଅଧ୍ୟାପିକା ଡ.ମମତା ଗୁରୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଡ଼ ସରୋଜ କୁମାର ନାଏକ, ଡ଼. ତୁଷାରକାନ୍ତ ସାହୁ, ବାଳଗୋପାଳ ମେହେର, ବ୍ରଜ କୁମ୍ଭାର,ମିଥୁନ ମେହେର, ଡ଼. ମମତା ଗୁରୁ, ନିଖତ ଅଞ୍ଜୁମ,ଲିପସା ଚନ୍ଦ୍ରକାର ଲଲାତେନ୍ଦୁ ପ୍ରଧାନ,ଅନନ୍ତ ମଲ୍ଲିକ,ଜଗବନ୍ଧୁ ସୁରୁଜାଲ ପ୍ରମୁଖ ଅଧ୍ୟାପକ ଅଧ୍ୟାପିକା ଙ୍କ ସହ ବାଣିଜ୍ୟ, ଅର୍ଥନୀତି ଓ ଅନ୍ୟାନ୍ୟ ବିଭାଗର ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like