-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଚୈତ୍ର ମଙ୍ଗଳବାର ଅବସରରେ ବରଗଡ଼ ମାଁ ସମଲେଇଙ୍କ ଶୀତଳ ଯାତ୍ରା

18-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଚୈତ୍ର ମଙ୍ଗଳବାର ଅବସରରେ ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ଗ୍ରାମ୍ୟଦେବୀ ମାଁ ସମଲେଇଙ୍କ ଶୀତଳ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଶୀତଳ ଯାତ୍ରା ଅବସରରେ ମାଁଙ୍କ ସ୍ୱରୂପ ଲିମ୍ବ ଡାଳକୁ ସହର ପରିକ୍ରମା କରାଯାଇଥିବା ବେଳେ ଘର ସମ୍ମୁଖରେ ଭକ୍ତ ତଥା ମହିଳାମାନେ ଅପେକ୍ଷା କରି ମାଁଙ୍କ ସ୍ୱରୂପ ଲିମ୍ବଡାଳକୁ ପୂଜାର୍ଚ୍ଚନା କରିବା ସହ ନିଜ ତଥା ସମଗ୍ର ଜୀବଜଗତର ମଙ୍ଗଳ କାମନା କରିଥାନ୍ତି । ପ୍ରତିବର୍ଷ ଚୈତ୍ର ମାସର ପ୍ରତ୍ୟେକ ମଙ୍ଗଲବାର ମାଁଙ୍କ ଏହି ଶୀତଳ ଯାତ୍ରା ଅନୁଷ୍ଠିତ ହୋଇଥାଏ । ଗ୍ରୀଷ୍ମ ପ୍ରବାହର ଉତ୍ତାପରୁ ପୃଥିବୀ ପୃଷ୍ଠକୁ ଶୀତଳ କରିବା ପାଇଁ ମାଁ ସମଲେଇ ଦେବୀଙ୍କ ଅନୁଷ୍ଠିତ ହୋଇଥାଏ ଶୀତଳ ଯାତ୍ରା । ଆଜି ଚୈତ୍ର ମଙ୍ଗଳବାର ଅବସରରେ ବରଗଡ଼ର ମାଁ ସମଲେଇ ମନ୍ଦିରରେ ସ୍ୱତନ୍ତ୍ର ପୂଜା  ପରେ ମାଁଙ୍କର ଶୀତଳ ଯାତ୍ରା ଅନୁଷ୍ଠିତ ହୋଇଥିଲା । ଅଧିଷ୍ଠାତ୍ରୀ ମାଁ ସମଲେଇ ଦେବୀଙ୍କ ସ୍ୱରୂପ ନିମ୍ବ ଗଛ ଡାଳରେ ପୂଜକ ଦ୍ୱାରା ପୂଜା କରାଯାଇଥାଏ । ପରେ ପରେ ଏହି ନିମ୍ବ ଡାଳକୁ ଘଣ୍ଟ ଶଙ୍ଖ ବାଦ୍ୟର ତାଳେ ତାଳେ ନଗର ପରିକ୍ରମାରେ ନିଆଯାଇଥିଲା । ଏହି ସମୟରେ ଭକ୍ତମାନେ ନିଜ ଘର ସମ୍ମୁଖରେ ଗରିଆ , ବାଲଟିରେ କ୍ଷୀର , ପଣା, ଫୁଳ ଆଦି ରଖି ଅପେକ୍ଷା କରିଥିବା ସହ ଘଣ୍ଟ ବାଦ୍ୟର ତାଳେ ତାଳେ ଶୀତଳ ଯାତ୍ରା ଘର ସମ୍ମୁଖରେ ପହଂଚିବା ପରେ ଭକ୍ତମାନେ ଫୁଳ , ସିନ୍ଦୁର , ଭୋଗ ଅର୍ପଣ କରି ପୂଜା କରିଥିଲେ । ଏହା ସହ ଘର ସମ୍ମୁଖରେ ରଖାଯାଇଥିବା ପାଣି , କ୍ଷୀର ତଥା ପଣା ଦେବୀଙ୍କ ସ୍ୱରୂପ ନିମ୍ବ ଡାଳରେ ଢ଼ାଳିବା ସହ ଏ ଅବସରରେ ନିମ୍ବ ଡାଳକୁ ଛୁଇଁ ଏବଂ ଢ଼ଳାଯାଇଥିବା ପାଣିକୁ ମୁଣ୍ଡରେ ଦେଇ ଭକ୍ତମାନେ ମାଁଙ୍କ ଆର୍ଶୀବାଦ ଭିକ୍ଷା କରିଥାନ୍ତି । ପ୍ରତିବର୍ଷ ଚୈତ୍ର ମାସର ପ୍ରତ୍ୟେକ ମଙ୍ଗଳବାର ଅପରାହ୍ନରୁ ବିଲମ୍ବିତ ରାତ୍ର ପର୍ଯ୍ୟନ୍ତ ମାଁଙ୍କ ଏହି ଶୀତଳ ଯାତ୍ରା ଚାଲୁଥିବା ବେଳେ ଭକ୍ତମାନେ ବହୁ ଶ୍ରଦ୍ଧାରେ ମାଁଙ୍କ ଏହି ଶୀତଳ ଯାତ୍ରାକୁ ଅପେକ୍ଷା କରିଥାନ୍ତି ।  ତେବେ ଚୈତ୍ର ମାସରେ ଗରମର ପ୍ରାଦୁର୍ଭାବ ଯୋଗୁଁ ବସନ୍ତ , ମିଳିମିଳା ପରି ଗରମ ଜନିତ ରୋଗ ବ୍ୟାପିଥାଏ । ବହୁ ବର୍ଷ ପୂର୍ବେ ଏହି ରୋଗରେ ଚାରି ଆଡେ ହଜାର ହଜାର ଲୋକ ଆକ୍ରାନ୍ତ ହେଉଥିଲେ । ସେ ସମୟରେ କୌଣସି ପ୍ରକାର ଚିକିତ୍ସା ବ୍ୟବସ୍ଥା ନ ଥିବା ବେଳେ ଲୋକଙ୍କ ଧାରଣା ଥିଲା ଯେ ଦେବୀଙ୍କ ପ୍ରକୋପରେ ଏହି ରୋଗ ଦେଖା ଦେଇଥାଏ । ସେଇଥିପାଇଁ ଲୋକମାନେ ମାଁଙ୍କ ଶରଣାଗତ ହୋଇ ଧରାପୃଷ୍ଠକୁ ଶୀତଳୀକରଣ କରିବା ସହ ରୋଗ ପ୍ରକୋପରୁ ମୁକ୍ତି ପାଇବା ପାଇଁ ଏହି ଶୀତଳ ଯାତ୍ରା କରୁଥିବାର ବିଶ୍ୱାସ ରହିଛି । ତେବେ ଚୈତ୍ର ମାସର ପ୍ରତ୍ୟେକ ମଙ୍ଗଳବାର ଏହି ଶୀତଳ ଯାତ୍ରା ଅନୁଷ୍ଠିତ ହେବା ସହ ସହରର ପ୍ରତ୍ୟେକ ପଡା ତଥା ରାସ୍ତା ଦେଇ ଏହି ଯାତ୍ରା ଯାଇଥାଏ ଏବଂ ରାସ୍ତାରେ ଥିବା ସମସ୍ତ ହନୁମାନ ମନ୍ଦିରରେ ଏହି ଯାତ୍ରା ଅଟକିବା ସହ ସେଠାରେ ପୂଜାର୍ଚ୍ଚନା କରାଯାଇଥାଏ । ତେବେ ବିଲମ୍ବିତ ରାତ୍ରରେ ଏହି ଶୀତଳଯାତ୍ରା ମନ୍ଦିରକୁ ଫେରିବା ସହ ଉକ୍ତ ନିମ୍ବ ଡାଳକୁ ଏକ ଦ୍ୱିବାଟରେ ଛାଡି ଦିଆଯାଇଥାଏ । କାରଣ ସହର ସାରା ପରିକ୍ରମା କରି ସମସ୍ତ ରୋଗ ବୈରାଗ୍ୟ ମାଁଙ୍କ ସ୍ୱରୂପ ଏହି ନିମ୍ବ ଡାଳ ଦ୍ୱାରା ଆସି ଏହି ଦ୍ୱିବାଟରେ ଆଉ ଆଗକୁ ଯାଇ ପାରି ନ ଥାଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି । ଏହି ବିଶ୍ୱାସକୁ  ନେଇ ପ୍ରତବର୍ଷ ଚୈତ୍ର ମାସରେ ବରଗଡ଼ ସମଲେଇ ମନ୍ଦିରରେ ମାଁଙ୍କ ଏହି ଶୀତଳ ଯାତ୍ରା ଅନୁଷ୍ଠିତ ହୋଇଆସୁଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like