-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||     

HOME   ଜିଲ୍ଲା

ମାଁ ମଙ୍ଗଳାଙ୍କ ଚଇତି ପର୍ବ ଆରମ୍ଭ

18-Mar-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅଧିନସ୍ଥ ଚମ୍ପମାଲ ସ୍ଥିତ ମାଁ ମଙ୍ଗଳା ଙ୍କ ଚଇତି ପର୍ବ  ମଙ୍ଗଳବାର  ଆରମ୍ଭ କରିଛନ୍ତି l ମାଁ ମଙ୍ଗଳା ମନ୍ଦିର ରେ ପୂଜାର୍ଚ୍ଚନା ପରେ ଗାଁ ଅଭିମୁଖେ ବାହାରିଥିଲେ l ପ୍ରଥମେ ବାବା ଚମ୍ପେଶ୍ୱର ଙ୍କ ଠାରେ ପୂଜାର୍ଚ୍ଚନା କରିସାରିବା ପରେ ଗାଁ ମୁଣ୍ଡରେ ଥିବା ପିପଲ ବୃକ୍ଷ ମୂଳରେ ବରୁଆ ମାଡି ମାନସିକ ମାନଙ୍କ ଗୁହାରୀ ଶୁଣିଥିଲେ l କିମ୍ବଦନ୍ତୀ ଅନୁସାରେ ଏକ ମାସ ଧରି ବିଭିନ୍ନ ସ୍ଥାନ ରେ ମା ମଙ୍ଗଳା ଙ୍କୁ ବୁଲାଇ ପୂଜା କରିବା ସହିତ ସୋନପୁର ରାଜା ଙ୍କ ରାଜବାଟୀ ରେ ପୂଜା କରିବାକୁ ପ୍ରତିବର୍ଷ ଯାଇଥାନ୍ତି l ଆଜି ଠାରୁ ନିଜ ଗ୍ରାମ ଚମ୍ପମାଲ ରେ ପୂଜା କାର୍ଯ୍ୟ ଆରମ୍ଭ ହେବାସହ ଚଇତି ପର୍ବ ସମ୍ପନ୍ନ ହୋଇ ଯାଇଛି l ଉକ୍ତ କାର୍ଯ୍ୟ ରେ ପୂଜକ ଅଖୋଜ ଜଗଦଲା, ଵୃଷବ ଜଗଦଲା, ରାଜୁ ଭୋଇ, ବାଦ୍ୟକାର ଉପେନ୍ଦ୍ର ନାଏକ, ପରଜା ନାଏକ, ପ୍ରହଲ୍ଲାଦ ନାଏକ ପ୍ରମୁଖ ସାମିଲ ହୋଇଥିଲେ l ଶହ, ଶହ ଶ୍ରଦ୍ଧାଳୁ ଭକ୍ତ ମାଁ ମଙ୍ଗଳା ଙ୍କ ଚଇତି ପର୍ବ ରେ ସାମିଲ ହୋଇ କରୁଣା ଲାଭ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026

You Might Also Like