-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

କଳାବେଚ୍ ପିନ୍ଧିଲେ ଆଉଟ୍ ସୋରସିଂ କର୍ମଚାରୀ 

18-Mar-2025



 ବଲାଙ୍ଗିର:-ଓଡ଼ିଶା ସରକାରୀ ଆଉଟ ସୋରସିଂ କର୍ମଚାରୀ ମହାସଂଘର ଆହ୍ଵାନ କ୍ରମେ ବଲାଙ୍ଗୀର ଜିଲ୍ଲାର ୫୦ ରୁ ଉର୍ଦ୍ଧ୍ୱ ସରକାରୀ କାର୍ଯ୍ୟାଳୟ ରେ ଦୀର୍ଘ ଦିନ ଧରି  କାମକରି ଆସୁଥିବା  ଦୁଇ ହଜାର ରୁ ଉର୍ଦ୍ଧ୍ୱ ଆଉଟ୍ ସୋରସିଂ କର୍ମଚାରୀ ଗତ ସୋମବାର ୧୭ ତାରିଖ ରୁ ୨୧ ତାରିଖ ପର୍ଯ୍ୟନ୍ତ କଳା ବେଚ୍ ପରିଧାନ କରି ଶାନ୍ତିପୂର୍ଣ୍ଣ ପ୍ରତିବାଦ କରୁଛନ୍ତି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ସମସ୍ତ ଜିଲ୍ଲା ଅଫିସ,ସମସ୍ତ ବ୍ଲକ ଓ ତହସିଲ,ମେଡ଼ିକାଲ,ପରିବହନ ବିଭାଗ,ଜଙ୍ଗଲ ବିଭାଗ, ଶିକ୍ଷାନୁଷ୍ଠାନ ଆଦି ସରକାରଙ୍କ ସଂଖ୍ୟାଧିକ ବିଭାଗରେ

ଗୁରୁତ୍ଵପୁର୍ଣ ଦାୟିତ୍ଵ ନିର୍ବାହ କରି ଯାବତୀୟ ଜନକଲ୍ୟାଣକାରୀ ଯୋଜନା ଗୁଡ଼ିକୁ ସଫଳ ରୂପାୟନ କରି ଆସୁଥିବା ଆଉଟ୍ ସୋରସିଂ କର୍ମଚାରୀଙ୍କ ଦାବି ପ୍ରତି ଏଯାବତ ସମୁଚିତ ଦୃଷ୍ଟି ପଡ଼ିନାହିଁ।ଦୀର୍ଘଦିନର ଦାବି ଗୁଡ଼ିକୁ ଅଣଦେଖା କରି ବ୍ୟାପକ ଛଟେଇ ସହ ଅନିୟମିତ ଦରମା ଓ ବିଭାଗୀୟ ଚିଠି ସତ୍ବେ ବର୍ଦ୍ଧିତ ଦରମା ଲାଗୁ ନ ହେବା ରାଜ୍ୟର ହଜାର ହଜାର ଠିକା କର୍ମଚାରୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ସୃଷ୍ଟି କରିଛି।ଏହି ଅନ୍ୟାୟ ତଥା ଶୋଷଣକାରୀ ବ୍ୟବସ୍ଥାର ସମୂଳେ ବିଲୁପ୍ତି ପାଇଁ ନୂଆ ସରକାରଙ୍କ ସହ କ୍ରମାଗତ ଭାବେ ଓଡ଼ିଶା ସରକାରୀ ଆଉଟ ସୋରସିଂ କର୍ମଚାରୀ ମହାସଂଘର ରାଜ୍ୟନେତୃତ୍ଵ ଛଟେଇ ସହ ଅନିୟମିତ ଦରମା ଓ ବିଭାଗୀୟ ଚିଠି ସତ୍ବେ ବର୍ଦ୍ଧିତ ଦରମା ଲାଗୁ ନ ହେବା ରାଜ୍ୟର ହଜାର ହଜାର ଠିକା କର୍ମଚାରୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ସୃଷ୍ଟି କରିଛି।ଏହି ଅନ୍ୟାୟ ତଥା ଶୋଷଣକାରୀ ବ୍ୟବସ୍ଥାର ସମୂଳେ ବିଲୁପ୍ତି ପାଇଁ

ନୂଆ ସରକାରଙ୍କ ସହ କ୍ରମାଗତ ଭାବେ ଓଡ଼ିଶା ସରକାରୀ ଆଉଟ ସୋରସିଂ କର୍ମଚାରୀ ମହାସଂଘର ରାଜ୍ୟନେତୃତ୍ଵ ଯୋଗାଯୋଗ କରି ଆସୁଥିଲେ ହେଁ ସରକାରଙ୍କ ସୁଦୃଷ୍ଟି ପଡି ନାହିଁ। ସଠିକ ଭାବେ ଦାବି ଉପସ୍ଥାପନ ସହ ନ୍ୟାୟୋଚିତ ବ୍ୟବସ୍ଥା ଗ୍ରହଣ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ ଉଦ୍ଦେଶ୍ୟରେ ଆଗାମୀ ୨୬ ତାରିଖ ଭୁବନେଶ୍ଵର ଗାନ୍ଧୀମାର୍ଗ ରେ ବିଶାଳ ଗଣବିକ୍ଷୋଭ କରାଯିବ ବୋଲି ମହାସଂଘ ତରଫରୁ ଆହ୍ବାନ କରାଯାଇଛି।ଯୋଗାଯୋଗ କରି ଆସୁଥିଲେ ହେଁ ସରକାରଙ୍କ ସୁଦୃଷ୍ଟି ପଡି ନାହିଁ। ସଠିକ ଭାବେ ଦାବି ଉପସ୍ଥାପନ ସହ ନ୍ୟାୟୋଚିତ ବ୍ୟବସ୍ଥା ଗ୍ରହଣ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ ଉଦ୍ଦେଶ୍ୟରେ ଆଗାମୀ ୨୬ ତାରିଖ ଭୁବନେଶ୍ଵର ଗାନ୍ଧୀମାର୍ଗ ରେ ବିଶାଳ ଗଣବିକ୍ଷୋଭ କରାଯିବ ବୋଲି ମହାସଂଘ ତରଫରୁ ଆହ୍ବାନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like