-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ହିନ୍ଦୁ ନବ ବର୍ଷ ପାଳନ ପାଇଁ ବିଶ୍ବହିନ୍ଦୁ ପରିଷଦ ,  ଅତାବିରା ପ୍ରଖଣ୍ଡ ର ଆହ୍ବାନ

18-Mar-2025



ଅତାବିରା(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ମାରୱାଡ଼ି ଧର୍ମଶାଳାରେ ଆଜି ବିଶ୍ଵ ହିନ୍ଦୁ ପରିଷଦ ତରଫରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।   ପରିଷଦ ର    ଅତାବିରା ବ୍ଲକ୍ ସଭାପତି ମନୀଷ ଶର୍ମା ଙ୍କ ସଭାପତିତ୍ବରେ ହୋଇଥିବା ଏହି ବୈଠକ ରେ ବରଗଡ଼ ଜିଲ୍ଲା ସଭାପତି ପରମାନନ୍ଦ ମିଶ୍ର ଓ ସମ୍ପାଦକ ଭୁବନ ସାହୁ ଓ ବଜରଙ୍ଗ ଦଳ ର ଅତାବିରା ପ୍ରଖଣ୍ଡ ର ସଦସ୍ୟ ମାନେ ଉପସ୍ଥିତ ଥିଲେ । ଆଗାମୀ ଚଳିତ ହିନ୍ଦୁ ନବ ବର୍ଷ ପାଳନ ପାଇଁ ସମସ୍ତ ହିନ୍ଦୁ ଭାଇ ଭଉଣୀ ମାନଙ୍କୁ ସଚେତନ କରିବା ସହ ପ୍ରତ୍ୟେକ ଘରେ ଝୋଟି, ରଙ୍ଗୋଲୀ   ଆଦି କାଟି କଳସ ବସାଇବା ସହିତ ଦୀପ ପ୍ରଜ୍ବଳନ କରିବା ପାଇଁ ଆହ୍ବାନ ଦିଆଯାଇଛି ।ଏଥି ସହ ଆଗାମୀ ରାମ ନବମୀ ଓ ହନୁମାନ ଜନ୍ମୋତ୍ସବ ପାଳନ ପାଇଁ ମଧ୍ୟ ପ୍ରସ୍ତୁତି କୁ ଜୋରଦାର କରାଯାଇଛି। ବୈଠକ ରେ ପ୍ରାନ୍ତୀୟ ସଦସ୍ୟ ଅଶ୍ଵିନୀ ମେହେର ଅତାବିରା ପ୍ରଖଣ୍ଡ ରେ ଚାଲିଥିବା ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରି ସମସ୍ୟାର ସମାଧାନ କରିଥିଲେ ।ଏଥି ସହିତ ଜିଲ୍ଲା କମିଟି ତରଫରୁ କୌଣସି ନୂତନ ପଦ ପଦବୀ ବର୍ତ୍ତମାନ ଘୋଷଣା କରାଯାଇ ନାହିଁ । ଆଗରୁ ଯେଉଁ ମାନେ ଦାୟିତ୍ଵ ରେ ଥିଲେ ସେହି ଦାୟିତ୍ଵ ବଜାୟ ରହିବବୋଲି ନିର୍ଦ୍ଦେଶ ଦିଆଯାଇଛି।ଉକ୍ତ ବୈଠକ ରେ ଅତାବିରା ବଜରଙ୍ଗ ଦଳ ପ୍ରଖଣ୍ଡ ସଂଯୋଜକ ପ୍ରଶାନ୍ତ ଭୋଇ, ଗୋଡଭଗା ଖଣ୍ଡ ସଂଯୋଜକ ପି ଶ୍ରୀ ହରି, ଅଜୟ ମହାପାତ୍ର,ପୂର୍ଣ୍ଣ ଚନ୍ଦ୍ର ତରିଆ,ପରମେଶ୍ବର ପଟେଲ ମୁଖ୍ୟ ଉପସ୍ଥିତ ଥିଲେ,। ସଭା ଶେଷରେ ବିଶ୍ଵ ହିନ୍ଦୁ ପରିଷଦ ଗୋଡଭାଗା ଖଣ୍ଡ ସଭାପତି ସତିଶ ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like