-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||     

HOME   ଜିଲ୍ଲା

ତୁଳସୀ ରାମାୟଣ ନବାହ୍ନ ପାରାୟଣର ୩ୟ ଦିବସ ସୀତା ବିବାହୋତ୍ସବ ଅନୁଷ୍ଠିତ

18-Mar-2025



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକଛକ ଶ୍ରୀରାମ ମନ୍ଦିର ଠାରେ ନଅ ଦିନଧରି ହେବାକୁଥିବା ତୁଳସୀ ରାମାୟଣ ଓ ନବାହ୍ନ ପାରାୟଣ ର ଆଜି ତୃତୀୟ ଦିବସ ରେ ସୀତା ବିବାହୋତ୍ସବ ସମ୍ପନ୍ନ ହୋଇଛି  l  ଡିଜେବାଜା,ରୋଷଣୀ ନୃତ୍ୟ,ସଂଗୀତ ଓ ହର୍ଷଲ୍ଲାସ ମଧ୍ୟରେ ବହୁ ଆଡମ୍ବର ସହ କଣ୍ଟାମାଳ ଶ୍ରୀରାମ ମନ୍ଦିରରୁ ବିରାଟ ପଟୁଆର ସହ ବରଯାତ୍ରୀ ରେ ବାହାରି ଗିରିଗୋବର୍ଦ୍ଧନ ପୀଠ ସମ୍ମୁଖ ମାତା

ସୀତାଙ୍କ ବାସଭବନରେ ପହଞ୍ଚିଥିଲେ  l  କନ୍ୟା ପକ୍ଷରୁ ମାତା ସୀତାଙ୍କ ପିତାମାତା ଭାବେ ନୀଳାଞ୍ଚଳ ଗୁରୁ ଓ ପତ୍ନୀ ଶୋଭାଗିନୀ ଗୁରୁ ଓ ବର ପକ୍ଷରୁ ଦାମୋଦର ସ୍ୱାଇଁ ପତ୍ନୀ ସନ୍ତୋଷିନୀ ସ୍ୱାଇଁ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମ ଙ୍କ ପିତାମାତା

ଭାବେ ବିବାହ ଦାୟିତ୍ୱ ତୁଲାଇଥିଲେ  l  ପଣ୍ଡିତ ଭାଗ୍ୟଧର ମିଶ୍ର,ସନତ କୁମାର ମିଶ୍ର ବିବାହ କାର୍ଯ୍ୟରେ ପୌରୋହିତ୍ୟ କରିଥିବାବେଳେ ବାଳକୃଷ୍ଣ ମିଶ୍ର ସହଯୋଗ କରିଥିଲେ  l  ସୋନପୁର ଜିଲ୍ଲା ନନ୍ଦନମାଳର ଶ୍ରୀଯୁକ୍ତ ମଧୁସୂଦନ ଦାସ ବ୍ୟାସ ଭାବେ ତୁଳସୀ ରାମାୟଣ କଥା ମାଧ୍ୟମରେ ସୀତାବିବାହ କଥା ଶୁଣାଇଛନ୍ତି  l   କାର୍ଯ୍ୟକ୍ରମରେ ବହୁ ଶ୍ରଦ୍ଧାଳୁ ଓ ଭକ୍ତ ଯୋଗଦେଇଥିବା ବେଳେ ବ୍ଲକଛକ ଶ୍ରୀରାମ କମିଟିର ସମସ୍ତ ଭକ୍ତବୃନ୍ଦ ସହଯୋଗ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026

You Might Also Like