-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||     

HOME   ଜିଲ୍ଲା

ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମ ଅନୁଷ୍ଠିତ

18-Mar-2025



ଟିକାବାଲି(ରାଜକିଶୋର ପ୍ରଧାନ): ସ୍ଥାନୀୟ ଏ.ଏମ୍.ସି.ଏସ୍ ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା ଓ ନେହେରୁ ଯୁବ କେନ୍ଦ୍ର ମିଳିତ ଉଦ୍ୟମରେ ଦୁଇ ଦିନିଆ ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ବରେ ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନାରାୟଣ ଦୀକ୍ଷିତ, ମୁଖ୍ୟ ବକ୍ତା ଭାବେ ଚକାପାଦ ଗୋଷ୍ଠୀ ଉନ୍ନୟନ ଅଧିକାରୀ ହୃଦୟ ରଞ୍ଜନ ସାହୁ, ସମ୍ମାନିତ ଅତିଥି ଭାବରେ ନେହେରୁ ଯୁବ କେନ୍ଦ୍ରର ଯୁବ ଅଧିକାରୀ ନବନୀତ କୁମାର, କନ୍ଧମାଳ ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଡଃ ନଳିନୀ କୁମାର ପାଣିଗ୍ରାହୀ, ବୌଦ୍ଧ ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଡଃ ମନୋରଞ୍ଜନ ଘଡେଇ ଯୋଗଦେଇ ବିକଶିତ ଭାରତ ଗଠନରେ ଯୁବ ସମାଜର ଭୂମିକା ଏବଂ ସ୍ୱାଧୀନତାର ଶହେ ବର୍ଷ ପୂର୍ତ୍ତି ପାଇଁ ବିକଶିତ ଭାରତର ସ୍ୱପ୍ନ ସଂପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ। ବରିଷ୍ଠ ଅଧ୍ୟାପକ ବିରୁପାକ୍ଷ ତ୍ରିପାଠୀ ଅତିଥିମାନଙ୍କୁ ସ୍ବାଗତ କରିଥିବା ବେଳେ କାର୍ଯ୍ୟକ୍ରମ ଅଧିକାରୀ ଜ୍ଞାନରଞ୍ଜନ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ। ଦ୍ଵିତୀୟ ଅଧିବେଶନରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିକଶିତ ଭାରତ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ବିଷୟରେ ବତ୍କୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଚାରକ ଭାବରେ ଡଃ ମନୋରଞ୍ଜନ ଘଡେଇ, ଡଃ ନଳିନୀ କୁମାର ପାଣିଗ୍ରାହୀ, ବନମାଳି ବେହେରା, ନରେନ୍ଦ୍ର ଦିଗାଲ୍,ମନୋଜ ପଟ୍ଟନାୟକ କାର୍ଯ୍ୟ ସମାପନ କରିଥିଲେ।  ଏଥିରେ କନ୍ଧମାଳ ଏବଂ ବୌଦ୍ଧ ଜିଲ୍ଲାର ଦେଢ଼ଶହ ଛାତ୍ରଛାତ୍ରୀ ଯୋଗଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026

You Might Also Like