-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ରାସ୍ତା ଭାଙ୍ଗୁଛି ମେଗା ସଂସ୍ଥା

19-Mar-2025



କଣ୍ଟାବାଞ୍ଜି: ବଲାଙ୍ଗିର ଜିଲ୍ଲା।ତୁରେକେଲା ବ୍ଲକର ଅନେକ ଗ୍ରାମାଞ୍ଚଳକୁ ଯିବାକୁ ଭଳ ରାସ୍ତା ଟିଏ ନାହିଁ, ଯାହା ଫଳରେ ଲୋକେ ଗମନାଗମନ ପାଇଁ ଅନେକ ଅସୁବିଧାର ସମ୍ମୁଖୀନ ହେଉଛି। ସେଥି ପାଇଁ ଗ୍ରାମାଞ୍ଚଳକୁ ଗମନାଗମନ ସଂଯୋଗ କରିବାକୁ ବିଭିନ୍ନ ଯୋଜନାରେ ଗ୍ରାମାଞ୍ଚଳକୁ ରାସ୍ତା ନିର୍ମାଣ କରୁଛି ଗ୍ରାମ୍ଯ ଉନ୍ନୟନ ବିଭାଗ l ହେଲେ ଗ୍ରାମାଞ୍ଚଳ ରାସ୍ତା ଭାଙ୍ଗୁଛି ମେଗା ସଂସ୍ଥା ଯାହାର ଜ୍ୱଳନ୍ତ ଉହାହରଣ ଦେଖିବାକୁ ମିଳିଛି। ତୁରେକେଲା ବ୍ଲକର ଅନେକ ଗାଁ କୁ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପରରୁ ବିଶୁଦ୍ଧ ପାନୀୟଜଳ ଯୋଗାଣ ପାଇଁ ୨୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଅନୁମୋଦନ ହୋଇଛି। ସେଥିପାଇଁ ମେଗା ଠିକା ସଂସ୍ଥାକୁ ଗ୍ରାମାଞ୍ଚଳକୁ ପାଇପ୍ ସଂଯୋଗ କରିବାକୁ ଦାୟିତ୍ଵ ଦିଆଯାଇଛି। ସେଥିପାଇଁ ମେଗା ସଂସ୍ଥା ପାଇପ୍ ବିଛାଉଥିବା ବେଳେ ଅନେକ ଗାଁ ରାସ୍ତା ଭାଙ୍ଗି ଦେଉଛି। ମଙ୍ଗଳବାର ମାକରଚୁଆଁ ଗାଁ ରେ ବିଶୁଦ୍ଧ ପାନୀୟ ଜଳଯୋଗାଣ ପାଇଁ ପାଇପ୍ ବିଛାଉଛି ମେଗା ସଂସ୍ଥା l ଗାଁ ରେ ନିର୍ମାଣ ହୋଇଥିବା ନୂତନ ରାସ୍ତାକୁ ମେସିନ୍ ଲଗାଇ ଭଙ୍ଗା ଯାଉଛି ଯାହା ଫଳରେ ତଳେ ପାଇପ୍ ବିଛାଯିବ ବୋଲି ଜଣାପଡ଼ିଛି।  ଉକ୍ତ ମେଗା ସଂସ୍ଥା ଟି ଏହିଭଳି ତୁରେକେଲା ବ୍ଲକ ରେ ନିର୍ମାଣ ହୋଇଥିବା ଅନେକ ରାସ୍ତା ଭାଙ୍ଗି ଦେଇ ପରେ ପାଇପ୍ ବିଛାଇ ଛାଡି ଦେଇ ଚାଲି ଯାଉଛନ୍ତି ଯାହାଫଳ ରେ ନୂତନ ରାସ୍ତା ଖରାପ ହେବାରେ ଲାଗିଛି। ବାରମ୍ବାର ଏନେଇ ସ୍ଥାନୀୟ ଲୋକେ ଅଭିଯୋଗ କରୁଥିବା ବେଳେ ମେଗା ସଂସ୍ଥା ଟି ତାର ମନୋମୁଖୀ କାରବାର ବନ୍ଦ କରୁନାହିଁ। ଏନେଇ ଗ୍ରାମ୍ଯ ଉନ୍ନୟନ ବିଭାଗ ଯନ୍ତ୍ରୀଙ୍କୁ ପଚାରିବାରୁ ଆମେ ରାସ୍ତା ନିର୍ମାଣ କରି ଚାଳିଛୁ ସେମାନେ ଭାଙ୍ଗି ଚାଲିଛନ୍ତି, କଣ କରିବୁ ବୁଝି ପାରୁନାହୁଁ ବୋଲି ସେ କହିଛନ୍ତି। ସେପଟେ ଏନେଇ ମେଗା ସଂସ୍ଥା ଅଧିକାରୀଙ୍କ ପ୍ରତିକ୍ରିୟା ନେବାକୁ ଆମେ ଯୋଗାଯୋଗ କରିଥିଲୁ ହେଲେ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ। ବାରମ୍ବାର ମେଗା ସଂସ୍ଥା ରାସ୍ତା ଭାଙ୍ଗି ଚାଲୁଛି ଏବଂ ବିଭାଗୀୟ ନିୟମ ଉଲଙ୍ଘନ କରି ସେମାନେ କାମ କରୁଥିବା ଅଭିଯୋଗ ହେଉଛି। ଏହା ଉପରେ ବଲାଙ୍ଗିର ଜିଲ୍ଲାପାଳ ନଜର ଦେଇ ପଦକ୍ଷେପ ନେବାକୁ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like