-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଛାତ୍ରୀଙ୍କୁ ଅସଦାଚରଣ କରି ଫସିଲେ ଅର୍ଥନୀତି ବିଭାଗର ଅଧ୍ୟାପକ, ଅଧ୍ୟାପକଙ୍କୁ ବାନ୍ଧିଲା ପୋଲିସ

19-Mar-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି):  ବରୀ ବ୍ଲକ ଅଧିନସ୍ଥ ଅଭିମନ୍ୟୁ ସାମନ୍ତ ସିଂହାର ମହାବିଦ୍ୟାଳୟର ଜୈନକା ଛାତ୍ରୀଙ୍କୁ ଅର୍ଥନୀତି ବିଭାଗର ଅଧ୍ୟାପକ ବିଦ୍ୟାଧର ଧଳ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଛାତ୍ରୀଜଣଙ୍କ ବରୀ ରାମଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଧ୍ୟାପକଙ୍କୁ ଗିରଫ ପାଇଁ ସମ୍ପୃକ୍ତ ଛାତ୍ରୀଙ୍କ ପରିବାର,ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ଫାଟକ ସମ୍ମୁଖରେ ବସି ରହି ଦାବି କରିଥିଲେ। ଅନ୍ୟପଟେ ପୀଡିତା ଛାତ୍ରୀଜଣଙ୍କ ଆତ୍ମାହୁତି ଉଦ୍ୟମ କରିଥିବା ବେଳେ ଘଟଣାସ୍ଥଳରେ ଉପସ୍ଥିତ ଥିବା ବରୀ ପୋଲିସର କର୍ମଚାରୀମାନେ ତାଙ୍କୁ ଏହି ଘଟଣାରୁ ତାଙ୍କୁ ନିବୃତ୍ତ କରିଥିଲେ। ବରୀ ପୋଲିସ ୧୬/୨୫ ରେ ଏକ ମାମଲା ରୁଜୁ କରି ମହାବିଦ୍ୟାଳୟର ଅଧକ୍ଷ ସୁଧୀର କୁମାର ରାଉତ ଏବଂ ତାଙ୍କର ସହଯୋଗୀମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି।
ନାବାଳିକା ଛାତ୍ରୀଙ୍କୁ ଏଭଳି ଅସଦାଚରଣ କରାଯିବା ଘଟଣାକୁ ଗୁରୁତ୍ୱ ଦେଇ ବରୀ ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ଥାନା ଘେରାଉ କରାଯିବା ସହ ଏଭଳି ଏକ ସମ୍ବେଦନଶୀଳ ଘଟଣା ଉପରେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଲାଗି ବରୀ ବିଜେଡି ପକ୍ଷରୁ ପ୍ରଶାସନକୁ ଚେତାବନୀ ଦିଆଯାଇଥିଲା। ଘଟଣାକୁ ଗୁରୁତ୍ୱ ଦେଇ ମହାବିଦ୍ୟାଳୟର ଅଧକ୍ଷ ସୁଧୀର କୁମାର ରାଉତଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯିବା ସହ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୁକ୍ତ ତଥା ଅର୍ଥନୀତି ବିଭାଗର ଅଧ୍ୟାପକ ବିଦ୍ୟାଧର ଧଳଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ସମ୍ପୃକ୍ତ ଅଧ୍ୟାପକଙ୍କୁ ଗିରଫ କରିବା ପାଇଁ ବରୀ ରାମଚନ୍ଦ୍ରପୁର ଥାନା ଅଧିକାରିଣୀ ଜ୍ୟୋତ୍ରିମୟୀ ସେଠି ପୋଲିସ ବିଭାଗର ଏକ ସ୍ବତନ୍ତ୍ର ଟିମ ଗଠନ କରି ଉଦ୍ୟମ ଜାରି ରଖିଥିଲେ। ମଙ୍ଗଳବାର ବରୀ ପୋଲିସ ଓ ଯାଜପୁର ପୋଲିସର ମିଳିତ ସହଯୋଗରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like