-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଲା ମଥୁରା ପଂଚାୟତ କେଳାକଟା ଗୋପପୁର ଠାରେ ସନ୍ଥକବି ଭୀମ ଭୋଇଙ୍କ ଜନ୍ମସ୍ଥାନ ବୋଲି ପ୍ରମାଣିତ କଲେ ମହିମା ଧର୍ମ ସନ୍ଥ ବୀରେନ୍ଦ୍ର ବାବା

19-Mar-2025



ବୌଦ୍ଧ(ପ୍ରେରଣା ଖବର): ବୌଦ୍ଧ ଜିଲ୍ଲା ମଥୁରା ପଂଚାୟତ କେଳାକଟା ଗୋପପୁର ଠାରେ ବକଳଧାରୀ ସାଧୁ ବୀରେନ୍ଦ୍ର ବାବା ଓ ସାଧୁ କୁଳଧର ଦାସ, ଭକ୍ତ ବିରଞ୍ଚି ସାହୁ ଓ ୨୦ରୁ ଅଧିକ ଶିଷ୍ୟଙ୍କ ସହିତ ଭୀମଭୋଇଙ୍କ ଜ୍ଞାନ ପୀଠ ବଳାସିଙ୍ଗା ମହୁଲ ମୂଳ ମହିମା ଆଶ୍ରମରୁ ପାଦରେ ଚାଲିଚାଲି ଗତକାଲି ସକାଳେ ବୌଦ୍ଧ ରୁ କେଳାକଟା ଗୋପପୁର ଆଗମନ କରି ସନ୍ଥ କବି ଭୀମ ଭୋଇଙ୍କ ମାମୁଁଘର ଠାରେ ଏକ ବ୍ରହ୍ମ ଯଜ୍ଞ ଆୟୋଜନ ସହିତ ବ୍ରହ୍ମକଥା ଅବଧୂତ ବୀରେନ୍ଦ୍ର ବାବା, ଅବଧୂତ କୁଳଧର ବାବା,ସାଧୁ ନିରଞ୍ଜନ ଦାସ,ସନ୍ଥ କବିଙ୍କ ଜନ୍ମ

ସ୍ଥାନକୁ ପ୍ରମାନୀତ କରି ଦୃଢ଼ତା ସହିତ ଉପସ୍ଥାପନା କରିଥିଲେ l ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ସଂସ୍କୃତି ଓ କଳା ପରିଷଦ ଓଡିଶାର ରାଜ୍ୟ ଅଧକ୍ଷ ଲଷ୍ମୀଧର ସାହୁ, ମାହେଶ୍ୱରୀ ଗୋଶାଳା ଉପଦେଷ୍ଟା ଶରତ ପ୍ରଧାନ,ଅଧକ୍ଷ ନିର୍ଗୁଣ ମହାକୁଡ଼, ସମ୍ପାଦକ କୃତ୍ତିବାସ ପଲିଆ ଯୋଗ ଦେଇ ଆସନ୍ତା ବୈଶାଖ ପୁର୍ଣିମାରେ ଭୀମଭୋଇଙ୍କ ଜନ୍ନ ଜୟନ୍ତୀ ପାଳନ ନିମନ୍ତେ କେଳାକଟା, ଗୋପପୁର ଗ୍ରାମ୍ୟ କମିଟିଙ୍କ ସହଯୋଗ କ୍ରମେ, ମହିମା ବିକାଶ ପରିଷଦ, ବଳାସିଙ୍ଗା, ସଂସ୍କୃତି ଓ କଳା ପରିଷଦ, ଓଡିଶା, ସିଦ୍ଧାର୍ଥ ସାହିତ୍ୟ ସଂସଦ, ବୌଦ୍ଧ ମିଳିତ ଆୟୋଜନରେ ପ୍ରସ୍ତାବ ଗୃହୀତ ହୋଇଥିଲା l ବୌଦ୍ଧ ଜିଲ୍ଲା ପ୍ରଶାସନ,ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଆର୍ଥିକ ସହାୟତାରେ ସନ୍ଥ କବିଙ୍କ ଜନ୍ମସ୍ଥାନର ଭିତ୍ତିଭୂମି ବିକାଶ ସହିତ ଭୀମ ଭୋଇ

ଶ୍ମୃତି ସଂସଦ ଗୃହ ନିର୍ମାଣ, ଭୀମ ଭୋଇ ଗୋ ଅଭୟାରଣ୍ୟ ସ୍ଥାପନ, ପ୍ରତ୍ୟେକ ବର୍ଷ ରାଜ୍ୟସ୍ତରୀୟ ଜନ୍ମ ଜୟନ୍ତୀ ଉତ୍ସବ ପାଳନ ନିମନ୍ତେ ଅର୍ଥ ଯୋଗାଇ ଦେବା ସହିତ ଭୀମ ଭୋଇଙ୍କ ଜନ୍ମ ସ୍ଥାନକୁ ସରକାରୀ ସ୍ତରରେ ମାନ୍ୟତା ଦେବା ସହିତ ଭୀମଭୋଇ ସାହିତ୍ୟ ସଂସ୍କୃତିକୁ ଜାଣିବା ପାଇଁ ଗବେଷଣାଗାର ସ୍ଥାପନ କରିବା ପାଇଁ ସରକାରଙ୍କୁ ଅନୁରୋଧ କରାଯାଇଥିଲା l ଏହି କାର୍ଯ୍ୟକ୍ରମ କେଳାକଟା ଓ ଗୋପପୁର ଗ୍ରାମବାସୀଙ୍କ ସମେତ ଶୁମନ୍ତ ମେହେର, ଶୁରଥ ମେହେର, ଚିତ୍ତରଞ୍ଜନ ପ୍ରଧାନ, ଧରଣୀ ପ୍ରଧାନ, ନାରାୟଣ ନାଏକ, ଅଖିଳ ପ୍ରଧାନ, ଶୁଭେନ ପାତ୍ର, ଗୋବିନ୍ଦ ମେହେର, ବିଭୁତି ଭୂଷଣ ମହାକୁଡ଼, ଗୋବର୍ଦ୍ଦନ କର୍ଣ୍ଣ ପ୍ରମୁଖ ଆୟୋଜନରେ ସହାୟତା କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like