-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||     

HOME   ଜିଲ୍ଲା

ସାଧୁ ମଧୁ ଦାଶ ବାବା ଙ୍କ ଦ୍ଵାରା ଦେଓଗାଁ ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁ ଙ୍କ ଘରେ ଘିଅ ପୋଡ଼ା ନାମ ଯଜ୍ଞ ଅନୁଷ୍ଠିତ

19-Mar-2025



ଦେଓଗାଁ: ବଲାଙ୍ଗିର ଜିଲ୍ଲା ଦେଓଗାଁ ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁ ଙ୍କ ଘରେ ଘିଅ ପୋଡ଼ା ନାମ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି ଏଥିରେ ମୁଖ୍ୟ ଯଜ୍ଞକର୍ତ୍ତା ଅନ୍ତର୍ଯ୍ୟାମୀ ସାହୁ ଓ ତାଙ୍କର ପୁତ୍ର ଓମକାର ସାହୁ, ଝିଅ ଲକ୍ଷ୍ମୀ ସାହୁ ଓ ନିଲିମl ସାହୁ ଯଜ୍ଞ ମଣ୍ଡପ ଠାରେ ଉପସ୍ଥିତ ରହି  ଅଲେଖ ମହିମାଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ ଏହି ଅବସରରେ ସାଧୁ ମଧୁ ଦାଶ ବାବା ଯୋରନ୍ଦା ରୁ ଆସି ଟୋଲ ବ୍ରାହ୍ମଣୀ ଆଶ୍ରମର ବାବା ଓ ତିନିଜଣ ବିଶିଷ୍ଟ

ଭକ୍ତ ଆସି ସମାଗମ ହୋଇ ଥିଲେ, ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ଅଲେଖ ମହିମାଙ୍କ ଗୁଣଗାନ କରିବା ସହିତ ଖଞ୍ଜଣି ବାଦ୍ୟ ପରିବେଷଣ କରି ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ ଏହି କାର୍ଯ୍ୟକ୍ରମରେ ଗ୍ରାମର ଅନେକ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ଯୋଗଦେଇ ଅନ୍ତର୍ଯ୍ୟାମୀ ସାହୁଙ୍କ ପରିବାରଙ୍କୁ ଆଶୀର୍ବାଦ କରିବା ସହ ଖଞ୍ଜଣି ବାଦ୍ୟର ଓ ଅଲେଖ ମହିମାଙ୍କ ଗୁଣଗାନ ସନ୍ଧ୍ୟା ସମୟରୁ ରାତି ପ୍ରାୟ ସାଢେ ୨ଟା ପର୍ଯ୍ୟନ୍ତ ଶୁଣି 

ଆନନ୍ଦିତ ହୋଇ ଥିଲେ l ସକାଳ ସାଢ଼େ ୫ ଟା ସମୟରେ ଏକ ବିଶେଷ ପୂଜା ଅର୍ଚନା କରାଯାଇଥିଲା। ଏହି ଅବସରରେ ପ୍ରାସାଦ ମଧ୍ୟ ବଣ୍ଟନ କରାଯାଇଥିଲା l କାର୍ଯ୍ୟକ୍ରମରେ ସାମିଲ ସାଧୁ ମଧୁ ଦାସ ବାବାଙ୍କ ଦ୍ଵାରା ଉଦଘାଟିତ ହୋଇ ସୁରଖୁରରେ ସମାପନ ହେବା ପରେ ଏହି  ଅନ୍ତର୍ଯ୍ୟାମୀ ସାହୁଙ୍କ ପରିବାରଙ୍କୁ ଆଶୀର୍ବାଦ କରି  ତାଙ୍କର ମଠକୁ ପ୍ରତ୍ୟାବର୍ତ୍ତନ କରିଥିଲେ l  ଅଲେଖ ମହିମା ଯଜ୍ଞ ଦେଓଗାଁ ଗ୍ରାମ ରେ ଜନସାଧାରଣଙ୍କ ମଧ୍ୟରେ ଚର୍ଚ୍ଚା ଜୋର ଧରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026

You Might Also Like