-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୮୩ବର୍ଷିୟ ବୃଦ୍ଧା ଉଷା ସା‌ହୁଙ୍କ ଚକ୍ଷୁଦାନ

19-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାରିଂ ଗ୍ରାମପଞ୍ଚାୟତ ଅଧିନରେ ଯାଉଥିବା ପୁର୍ଣ୍ଣା ଗ୍ରାମର ୮୩ ବର୍ଷିୟ ବୃଦ୍ଧା ଉଷା ସାହୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ ନଥିବାରୁ ତାଙ୍କ ସାନପୁଅ ପଟାରି ସାହୁ କାଳ ବିଳମ୍ବ ନକରି ତୁରନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରକୁ ଚିକିତ୍ସା ପାଇଁ ଆଣିଥିଲେ। ହେଲେ ଡାକ୍ତରଖାନାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏହାପରେ ପୁଅ ପଟାରି ଜାରିଂ ସିଏଚଓ ପ୍ରଭାସିନୀ ବୁଦ୍ଧିଆଙ୍କ ସହ ମା ଙ୍କ ଦୁଇ ଚକ୍ଷୁକୁ ଦାନ କରିବାକୁ ଜଣାଇବା ପରେ,ସିଏଚଓ ଶ୍ରୀମତୀ ବୁଦ୍ଧିଆ ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା.ସୁଶାନ୍ତ ମେହେରଙ୍କ ସହ ଯୋଗାଯୋଗ କଲାପରେ ଏଡିଏମଓ ଡ଼ା.ସୁବାଷ ଅଗ୍ରୱାଲ ବରଗଡ଼ଙ୍କ ସହ ଯୋଗାଯୋଗ କରି ବରଗଡ଼ ମୁଖ୍ୟ ଚିକିତ୍ସାଳୟରୁ ଟେକନିସିଆନ ସୁନିଲ ସାହୁଙ୍କୁ ତୁରନ୍ତ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇ ଦୁଇ ଚକ୍ଷୁକୁ ଅସ୍ତ୍ରୋପଚାର କରି ଆଇସ ବକ୍ସ ମାଧ୍ୟମରେ ଭୁବନେଶ୍ଵରକୁ ପଠାଯାଇଛି। ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡା.ମେହେରଙ୍କ ସମେତ ଡା. ସମ୍ବିତ ବାରିକଙ୍କ ଉପସ୍ଥିତିରେ ଉଷାଙ୍କ ଦୁଇ ଚକ୍ଷୁକୁ ଅସ୍ତ୍ରୋପଚାର କରା ଯାଇଥିଲା।ଏଠାରେ ସୂଚନା ଯୋଗ୍ୟ ଯେ, ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରଥମ କରି ଏଭଳି ସ୍ୱେଚ୍ଛାକୃତ ଚକ୍ଷୁଦାନ ହୋଇଥିବାରୁ ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା.ମେହେର ପଟାରି ସାହୁଙ୍କୁ ଧନ୍ୟବାଦ ଜଣାଇବା ସଙ୍ଗେସଙ୍ଗେ ଚକ୍ଷୁଦାନ ମହତ ଦାନ ଅଟେ ବୋଲି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like