-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କୁସଂଗ ଠାରେ ନୂତନ ବ୍ଲକ ଗଠନ ନିମନ୍ତେ କୁସଂଗ ଗ୍ରାମ୍ୟ ବିକାଶ କମିଟି ପକ୍ଷରୁ ଜିଲ୍ଲାପାଳ ଙ୍କ ଠାରେ ଦାବୀପତ୍ର ପ୍ରଦାନ

19-Mar-2025



ବଲାଙ୍ଗୀର, (ବିନୋଦ ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ 34 ନମ୍ବର ଜୋନ କୁସଂଗ ଠାରେ ନୂତନ ବ୍ଲକ ଗଠନ ନିମନ୍ତେ ବଲାଙ୍ଗୀର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ କୁ ଯାଇ ଜିଲ୍ଲପାଳ ଶ୍ରୀ ଗୌରବ ଶିବାଜୀ ଇସଲୱାର ଙ୍କୁ ଗ୍ରାମ୍ୟକମିଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି l କିଛିଦିନ ପୂର୍ବରୁ କୁସଂଗ ଠାରେ ନୂତନ ବ୍ଲକ ଗଠନ ଦାଵୀ ନିମନ୍ତେ ସରପଞ୍ଚ ସମିତି ଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଆଜି କୁସଂଗ ଗ୍ରାମ୍ୟ କମିଟି ତଥା ବୁଦ୍ଧିଜୀବୀ, ସରପଞ୍ଚ, ସମିତି ଙ୍କୁ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଦେଖିବାକୁ ମିଳିଥିଲା l ଗ୍ରାମ୍ୟ କମିଟି ସଭାପତି କହିବାନୁଯାୟୀ 1993 ମସିହାରୁ କୁସଂଗ ଠାରେ ବ୍ଲକ ଗଠନ ନିମନ୍ତେ ପ୍ରସ୍ତାବ ସରକାର ଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଆସୁଛି l ଏହାସହ କୁସଂଗ ଠାରେ ମୌଳିକ ସୁବିଧା ଯାହାକି ସ୍କୁଲ, କଲେଜ, ହସ୍ପିଟାଲ ତଥା ସରକାରୀ ଜମି ଉପଲବ୍ଧ ଅଛି ଏଣୁ ଏଠାରେ ବ୍ଲକ ହେଲେ ଜୋନ 34 ର 11 ଟି ପଂଚାୟତ ସମେତ ଆଖପାଖ ପଂଚାୟତ ପାଇଁ ସୁବିଧା ହେବବୋଲି କମିଟି ସଦସ୍ୟ ମତାମତ ଦେଇଛନ୍ତି l ଜନସଂଖ୍ୟା ଦୃଷ୍ଟିକୋଣରୁ କୁସଂଗ ଲୋଇସିଂହା ପଂଚାୟତ ପରେ ଦ୍ୱିତୀୟ ସ୍ଥାନରେ ଅଛି l

ଏଣୁ ପ୍ରଶାସନ ନୂତନ ବ୍ଲକ ବା ପଂଚାୟତ ସମିତି କୁସଂଗ ଠାରେ ହେଲେ ସମସ୍ତ ଙ୍କ ପାଇଁ ସୁବିଧା ହେବବୋଲି କୁସଂଗ ରୁ ଆସିଥିବା ବୁଦ୍ଧିଜୀବୀ ଓ ଜନ ପ୍ରତିନିଧି ମତ ପ୍ରକାଶ କରିଥିଲେ l ଆଜି ବଲାଙ୍ଗୀର ଜିଲ୍ଲାପାଳ ଶ୍ରୀ ଇସଲୱାର ଙ୍କୁ ଦାବିପତ୍ର ଦେବା ସମୟରେ ଗ୍ରାମ୍ୟ ବିକାଶ କମିଟି ର ସଭାପତି ପ୍ରଶାନ୍ତ କୁମାର ପଟେଲ, କୁସଂଗ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ପଟେଲ, ତଲିଉଡ଼ାର ସରପଞ୍ଚ ଦୀପାଞ୍ଜଳି ସାଏ, ଯୋଗୀସରଡ଼ା ସରପଞ୍ଚ ଶ୍ରୀମତୀ ବିଜୁଳି ପଧାନ, ଜି.ଏସ ଡୁଙ୍ଗୁରିପାଲି ସରପଞ୍ଚ ସଦାଶିବ କନ୍ଧେର, ଝାରମୁଣ୍ଡା ସମିତି କିଶୋରୀ ପଟେଲ, ତଲିଉଡାର ସମିତି ସୁଦେଷ୍ଣା ପଟେଲ, କୁସଂଗ ସମିତି ସୁରେନ୍ଦ୍ର ଛତ୍ରିଆ, କୁସଂଗ ଗହନ୍ତିଆ ବୃନ୍ଦାବନ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like