"/>

-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

ଯାତ୍ରା ବାଣ ଆଘାତରେ ଯୁବକ ର ମୃତ୍ୟୁ

19-Mar-2025



ଗଞ୍ଜାମ ଜିଲ୍ଲା କୋଦଳା ସହରରେ ଦୋଳପୂର୍ଣ୍ଣିମା ଉପଲକ୍ଷେ ଗ୍ରାମର ଠାକୁରଙ୍କ ନଗର ପରିକ୍ରମା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଇତ୍ୟବସରରେ ଘଣ୍ଟଘଣ୍ଟା ଓ କୀର୍ତ୍ତନ କାର୍ଯ୍ୟକ୍ରମ ସହ ଆତସବାଜି ଫୁଟାଇ ଠାକୁରଙ୍କୁ ନଗର ପରିକ୍ରମା ସମୟରେ ବାଣ ବିସ୍ଫୋରଣରେ ୫ ଜଣ ଯୁବକ ଆହତ ହୋଇଥିଲେ।ଏହା ମଧ୍ୟରେ ଜୀତେନ୍ଦ୍ର ପରିଡ଼ା ନାମକ ଜଣେ ଯୁବକଙ୍କୁ ଗୁରୁତର ଆହତ ଅବସ୍ଥାରେ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡ଼ାକ୍ତର ତାକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରିଥିଲେ।ସେଠି ମଧ୍ୟ ଅବସ୍ଥା ଗୁରୁତର ହେବାରୁ ତାକୁ ଭୁବନେଶ୍ୱର ଏମ୍ସ ହସ୍ପିଟାଲ କୁ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ଗତ ମଙ୍ଗଳବାର ରାତି ରେ ଜୀତେନ୍ଦ୍ର ଜୀବନ ଯୁଦ୍ଧରେ ହାରିଯାଇଛି। ଜୀତେନ୍ଦ୍ର ର ଶବକୁ ଗାଁ କୁ ଆଣି ପରିକ୍ରମା ସହିତ ଶୋକାକୁଳ ପରିବେଶ ମଧ୍ୟରେ ପୁରୀ ସ୍ୱର୍ଗଦ୍ୱାରରେ ଗ୍ରାମ ବାସିନ୍ଦା ଅନ୍ତିମ ବିଦାୟ ଦେଇଛନ୍ତି।
ସୁଚନା ଥାଊକି ଗ୍ରାମର କୌଣସି କାର୍ଯ୍ୟକ୍ରମରେ ବାଣ ଫୁଟାଇବା ପାଇଁ ପୁରୁଷୋତ୍ତମ ପୁର ଏସ୍ ଡି ପି ଓ ଓ କୋଦଳା ତହସିଲଦାରଙ୍କ ଉପସ୍ଥିତରେ ନିଷ୍ପତ୍ତି ନିଆଯାଇଥିଲା। ଏଥିପାଇଁ ଦୁଇ ଜଣ ଗିରଫ ମଧ୍ୟ ହୋଇଥିଲେ। କିନ୍ତୁ ନିଷ୍ପତ୍ତି ଅବମାନନା କରି ବର୍ତ୍ତମାନ ଏହି ଭଳି ଅଘଟଣ ଯୋଗୁଁ ସୋନୁ ଆଚାରୀ ଓ କାଳିଆ ମହାନ୍ତି ନାମକ ଦୁଇ ଜଣ ଗିରଫ ହୋଇଛନ୍ତି।


   
   
   

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like