-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଡଃ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ରାୟପୁରରେ ଶୋକର ଛାୟା

19-Mar-2025



ରାୟପୁର(ପ୍ରେରଣା ଖବର):ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଡା. ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଛତିଶଗଡ଼ର ରାଜଧାନୀ ରାୟପୁର ଠାରେ ଶୋକର ଛାୟା ଖେଳିଯାଇଛି। ରାୟପୁର ନଗର ଉତ୍ତରର ବିଧାୟକ ପୁରନ୍ଦର ମିଶ୍ରଙ୍କର ପୌରହିତ୍ୟରେ ଏଠାକାର ଗାୟତ୍ରୀ ନଗରସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଠିତ ଏକ ଶୋକସଭାରେ ଡା. ପ୍ରଧାନଙ୍କର ଅମର ଆତ୍ମା ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ସମାବେଶକୁ ସମ୍ବୋଧନ କରି ଛତିଶଗଡ଼ ବୃହତ ଓଡ଼ିଆ ସମାଜର ସଭାପତି ଏବଂ ସ୍ଥାନୀୟ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠାତା ଶ୍ରୀ ମିଶ୍ର, ଡା. ପ୍ରଧାନ ଓ ତାଙ୍କର ପରିବାର ସହିତ ନିଜର ଖୁବ ଅନ୍ତରଙ୍ଗ ସମ୍ପର୍କ ଥିଲା ବୋଲି ଦର୍ଶାଇଥିଲେ । ଡା. ଦେବେନ୍ଦ୍ର ପ୍ରଧାନ ଏକାଧାରରେ ଜଣେ ଖୁବ ଲୋକପ୍ରିୟ

ରାଜନେତା, ସୁଦକ୍ଷ ପ୍ରଶାସକ,  ସେବାକାରୀ ଡାକ୍ତର, ସରଳ,  ସଚ୍ଚୋଟ, ଦରଦୀ ପରୋପକାରୀ ମଣିଷ, ଗରିବ ଜନତା ଏବଂ ଦୁଃଖୀରଙ୍କିଙ୍କର ତ୍ରାଣକର୍ତ୍ତା ଥିଲେ ବୋଲି ଶ୍ରୀ ମିଶ୍ର, ତାଙ୍କର ଭାଷଣରେ ଦର୍ଶାଇଥିଲେ ।ଡା. ପ୍ରଧାନ ଏକ ମହାନ ବ୍ୟକ୍ତିତ୍ୱର ଅଧିକାରୀ ଥିଲେ ଏବଂ ସାଧରଣ ଜନତା ଜନାର୍ଦ୍ଦନଙ୍କୁ ସଦା ସର୍ବଦା ସାଙ୍ଗରେ ନେଇ ଚାଲୁଥିବା ଶ୍ରୀ ମିଶ୍ର ସୂଚାଇଥିଲେ ।ତାଙ୍କର ବିୟୋଗରେ ଦେଶ ଓ ଭାଜପାର ଅପୂରଣୀୟ କ୍ଷତି ଘଟିଥିବା ବେଳେ ବ୍ୟକ୍ତିଗତ ଭାବରେ ସେ ବିଶେଷ ମର୍ମାହତ ହୋଇଥିବା ଶ୍ରୀ ମିଶ୍ର କହିଥିଲେ। ଭଗବାନ ତାଙ୍କର ଅମର ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ଏବଂ ଏହି ଦୁର୍ବିସହ ଦୁଃଖକୁ ସହିବା ପାଇଁ ତାଙ୍କର ସୁପୁତ୍ର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଏବଂ ଅନ୍ୟ ପରିବାର ସଦସ୍ୟ ଏବଂ ବନ୍ଧୁ ପରିଜନଙ୍କୁ ଅସୀମ ଶକ୍ତି ଓ ଧୈର୍ଯ୍ୟ ପ୍ରଦାନ କରିବାକୁ ସେ ପ୍ରାର୍ଥନା କରିଥିଲେ। 
        ଏହି ଶୋକସଭାରେ ଅନ୍ୟମାନଙ୍କ ମଧ୍ୟରେ ରାୟପୁର ନଗର ନିଗମରେ ସଭାପତି ସୂର୍ଯ୍ୟକାନ୍ତ ରାଠୋର, ଏମ୍. ଆଇ.ସି ସଦସ୍ୟ ସଞ୍ଜନା ହିୟାଲ, ପାର୍ଷଦ କୈଳାଶ ବେହେରା, ଖଗପତି ସୋନି, ଯୁବନେତା ସୌରଭ ମିଶ୍ର ତଥା ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସ୍ଵର୍ଗତଃ ପ୍ରଧାନଙ୍କର ଫଟୋଚିତ୍ରରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସାଙ୍ଗକୁ ତାଙ୍କର ସ୍ମୃତି ଚାରଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like