-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଦ୍ବିତୀୟ ବାରଣାସୀରେ ଜଗନ୍ନାଥ ମହୋତ୍ସବ ଆରମ୍ଭ କଳସଯାତ୍ରା ଆୟୋଜନ ସହ ମେରୁସ୍ତମ୍ଭ ସ୍ଥାପନ

19-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ହରିବୋଲ, ହୁଳହୁଳି ଏବଂ ଜୟ ଜଗନ୍ନାଥ ଧ୍ବନିରେ ଦ୍ବିତୀୟ ବାରଣାସୀ ସୁବର୍ଣ୍ଣପୁର ପ୍ରକମ୍ପିତ ହେଉଛି । ସାତ ଦିନ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ଜଗନ୍ନାଥ ମହୋତ୍ସବ ବୁଧବାର ରୀତିନୀତି ଅନୁସାରେ ଆରମ୍ଭ ହୋଇଛି । ପୂର୍ବାହ୍ନରେ ଶତାଧିକ ମହିଳାଙ୍କ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ମା ଦଶମତୀ ପୂଜା ପାଉଥିବା ପବିତ୍ର ଦଶମତୀ ଘାଟରୁ କଳସରେ ପୁଣ୍ୟତୋୟା ମହାନଦୀ ଜଳ ମୁଣ୍ଡାଇ ମହିଳା ମାନେ ସାରା ସହର ପରିକ୍ରମା କରିଥିଲେ । ଭଜନ କୀର୍ତ୍ତନରେ  ଏକ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା । ରାମେଶ୍ବର ଷ୍ଟାଡିୟମର ଯଜ୍ଞ ମଣ୍ଡପ ନିକଟରେ ଏହି ୧୦୮ କଳସୀ ଜଳ ସ୍ଥାପନ  କରାଯାଇଥିଲା । କମିଟିର ସଭାପତି ଗଦାଧର ବାରିକ, ସଂପାଦକ ଶ୍ୟାମାଓଁ ପ୍ରସାଦ ମିଶ୍ର, ବୈକୁଣ୍ଠ ଶତପଥୀ,  ଶ୍ରୀବତ୍ସ ମଲ୍ଲିକ, ଶ୍ରଦ୍ଧାଞ୍ଜଳି ମିଶ୍ର, ଆରତି ଖମାରୀ, ସୁନନ୍ଦା ସାହୁ, ରାଧେଶ୍ଯାମ ପୁରୋହିତ, ବିଘ୍ନରାଜ ପଣ୍ଡା, ଗଣପତି ବାଘ, ସଚିଦାନନ୍ଦ ଦାଶ,  ମନୋଜ ବାରିକ ପ୍ରମୁଖ ସହଯୋଗ କରିଥିଲେ ।  ଏପଟେ ପାତାଳୀ ଶ୍ରୀକ୍ଷେତ୍ରରୁ ଆସିଥିବା ମେରୁସ୍ତମ୍ଭ ଯଜ୍ଞ ସ୍ଥଳରେ ପହଞ୍ଚିବା ପରେ ବନ୍ଦାପନା କରାଯାଇଥିଲା । ପୁରୋହିତ ପଣ୍ଡିତ ରାଜୀବଲୋଚନ ପଣ୍ଡାଙ୍କ ଦ୍ବାରା ପୂଜାକର୍ମ ପରେ ମେରୁସ୍ତମ୍ଭ ସ୍ଥାପନ କରାଯାଇଥିଲା । ସନ୍ଧ୍ୟାରେ ସୁନ୍ଦରାକାଣ୍ଡ ଅନୁଷ୍ଠିତ ହୋଇଥିଲା । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ୭ ଦିନ ଧରି  ସୋନପୁର ତ୍ରିବେଣୀ ସଙ୍ଗମ ସ୍ଥିତ ରାମେଶ୍ବର ଷ୍ଟାଡିୟମରେ ଶ୍ରୀ ଜଗନ୍ନାଥ ମହୋତ୍ସବ ଅନୁଷ୍ଠିତ ହେବ ।  ସାତ ଦିନ ବ୍ୟାପୀ ପଞ୍ଚ କୁଣ୍ଡିୟ ବିଶ୍ଵଶାନ୍ତି ମହାଯଜ୍ଞ, ନାମ, ପ୍ରବଚନ, ଭଜନ କାର୍ଯ୍ୟକ୍ରମ, ଜଗନ୍ନାଥଙ୍କ ୩୨ଟି ବେଶ, ଅନ୍ନଯଜ୍ଞ, ସାଧୁସେବା ଏବଂ ତ୍ରିବେଣୀ ସଙ୍ଗମରେ ସାହିସ୍ନାନ ଆଦି ଅନୁଷ୍ଠିତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like