-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||      କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   (04-Mar-2026)       ||      ତୃତୀୟ ସୁକତେଲ ମହୋତ୍ସବ ଉଦଯାପିତ♦️ "ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟର ପୁନରୁଥାନର ଅନନ୍ୟ ମଞ୍ଚ"   (03-Mar-2026)       ||      ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ : ସମ୍ପୃକ୍ତ ଶିକ୍ଷକ ଥାନାରେ ଅଟକ    (03-Mar-2026)       ||     

HOME   ଜିଲ୍ଲା

ଲ‌ଇଣ୍ଡାମାଲ ଛକରୁ ବୋଲେରୋ ସହ ୮୦ କେଜି ଗଞ୍ଜେଇ ଜବତ , ସ୍ବାମୀ ସ୍ତ୍ରୀ ଗିରଫ

19-Mar-2025



ରେଢ଼ାଖୋଲ(ଅନିଲ ପୃଷ୍ଟି):  ସ୍ବାମୀ ସ୍ତ୍ରୀ ମିଶି କରୁଥିଲେ ଗଞ୍ଜେଇ ବେପାର ମାଡ଼ି ବସିଲା ଅବକାରୀ ବିଭାଗ । ରେଢ଼ାଖୋଲ ବ‌ଉଦ ରାସ୍ତାର ଲ‌ଇଣ୍ଡାମାଲ ଛକରୁ ବୁଧବାର ସକାଳେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବୋଲେରୋ ସହ ୮୦ କେଜି ଗଞ୍ଜେଇ ଜବତ କରି ଉଭୟ ସ୍ବାମୀ ସ୍ତ୍ରୀକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

ଗିରଫ ସ୍ବାମୀ ସ୍ତ୍ରୀ ଦୁହେଁ ହେଲେ ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଲା ଥାନା ଅନ୍ତର୍ଗତ ପଡ଼ା ଗ୍ରାମର କମଲ ଲୋଚନ ସାହୁ ଓ କାଜଲ ସାହୁ । ଦୁହେଁ ବ‌ଉଦରୁ ଦେବଗଡ଼ ଅଞ୍ଚଳ କୁ ଏକ ବୋଲେରୋ ଗାଡ଼ିରେ ୮୦ କେଜି ଗଞ୍ଜେଇ ଧରି ଆସୁ ଥିଲେ , ଖବର ପାଇ ରେଢ଼ାଖୋଲ ଅବକାରୀ ବିଭାଗ ପକ୍ଷରୁ ଲ‌ଇଣ୍ଡାମାଲ ଛକରେ ଗାଡ଼ି ଅଟକାଇ ଚଢ଼ାଉ କରିଥିଲେ । ଚଢାଉ ପରେ ଗାଡି ସହ ଗଞ୍ଜେଇ , ନଗଦ ୫୦ ହଜାର ଟଙ୍କା  ,ଗୋଟିଏ ମୋବାଇଲ ଜବତ କରି ଦୁହିଁଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରାଯାଇଥିବା ନେଇ ଅବକାରୀ ବିଭାଗ ପକ୍ଷରୁ ରାତି ୯ ଟା ସମୟରେ ସୂଚନା ଦିଆଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026
  ଜିଲ୍ଲା  
ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ   04-Mar-2026
  ଜିଲ୍ଲା  
ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   04-Mar-2026
  ଜିଲ୍ଲା  
ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   04-Mar-2026

You Might Also Like