-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ରେଡ଼କ୍ରସ ପୋଲିସ କମିଶନରେଟ ଶାଖା ପକ୍ଷରୁ ବିସିଟି ସମ୍ବର୍ଦ୍ଧିତ

17-Jan-2021



କଟକ, (ଦୀପକ କୁମାର ଷଡଙ୍ଗୀ): ଭାରତୀୟ ରେଡ଼କ୍ରସ ସୋସାଇଟି,ପୋଲିସ କମିଶନରେଟ ଆଞ୍ଚଳିକ ଶାଖାର ବର୍ଷିକ ସାଧାରଣ ଅଧିବେଶନରେ ଅନୁଷ୍ଠାନର ଅଧ୍ୟକ୍ଷ ତଥା ପୋଲିସ କମିଶନର ଡ଼.ସୁଧାଂଶୁ ଷଡ଼ଙ୍ଗୀ ଓ ଉପାଧ୍ୟକ୍ଷ ତଥା ଆଡିସନାଲ କମିଶନର ରେଖା ଲୋହାନୀ ମିଳିତଭାବେ ରାଜ୍ୟର ଅଗ୍ରଣୀ ସାମାଜିକ ସଂଗଠନ 'ବିଷ୍ଣୁପ୍ରିୟା ଚାରିଟେବୁଲ ଟ୍ରଷ୍ଟ -ଓଡ଼ିଶା'(ବିସିଟି)କୁ ଅନେକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରିବା ସହିତ ରେଡ଼କ୍ରସ ଦିବସ,ପରିବେଶ ଦିବସ ଭଳି ବହୁ ରେଡ଼କ୍ରସ ସେବାକାର୍ଯ୍ୟକ୍ରମରେ ପୋଲିସ କମିଶନରେଟ ରେଡ଼କ୍ରସ ସହିତ ସହଯୋଗର ଉଲ୍ଲେଖନୀୟ କୃତିତ୍ୱ ପାଇଁ ସମ୍ମାନୀତ କରିଛନ୍ତି । ଏହି ମର୍ଯ୍ୟାଦାପୂର୍ଣ ସମ୍ମାନକୁ ଟ୍ରଷ୍ଟ ପକ୍ଷରୁ ପୂର୍ବତନ ସଭାପତି ଇଂ.ବିମଳ ଚନ୍ଦ୍ର ଦାସ,ପିପିଲି ଶାଖା ସଂଯୋଜକ ଯୁବସମାଜସେବୀ ହେମନ୍ତ ଦାସ  ଏବଂ ଅନ୍ୟାନ୍ୟ କାର୍ଯ୍ୟକର୍ତା ଵର୍ଗ ଉପସ୍ଥିତରହି ମାନପତ୍ର ଗ୍ରହଣ କରିଥିଲେ । ଟ୍ରଷ୍ଟ ପକ୍ଷରୁ ସମ୍ପାଦକ ସମାଜସେବୀ ପ୍ରିନ୍ସ ନନ୍ଦ,ଇଂ.କମଲେଶ ମିଶ୍ର,ନରେଶ ବେହେରା,ସାଂସ୍କୃତିକ ସମ୍ପାଦକ ଶିବ ପ୍ରସାଦ ଦାସ ପ୍ରମୁଖ ଏହି ସେଵା ଦିଗରେ ସହଯୋଗ କରୁଥବା ସମସ୍ତ କାର୍ଯ୍ୟକର୍ତା,ରେଡ଼କ୍ରସ ସୋସାଇଟି ଓ କମିଶନରେଟ ପୋଲିସ ଭଳି ବିଭିନ୍ନ ଅନୁଷ୍ଠାନ ବିସିଟିକୁ ସମ୍ମାନୀତ,ଉତ୍ସାହିତ,ପ୍ରେରଣା ଯୋଗାଉଥିବାରୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସମ୍ପାଦକ ତଥା ଡ଼ିସିପି ହେଡକ୍ୱାଟର ପ୍ରମୋଦ କୁମାର ପଟେଲ,ଡ଼ିସିପି ଭୁବନେଶ୍ୱର ଡ଼. ଉମାକାନ୍ତ ଦାଶ,ଡ଼ିସିପି କଟକ ପ୍ରତୀକ ସିଂହ,ଏସିପି ତଥା ଯୁଗ୍ମ ସମ୍ପାଦକ ଲଳିତେନ୍ଦୁ ମହାନ୍ତି ଉପସ୍ଥିତରହି ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଓ ବିଭିନ୍ନ ରକ୍ତଦାତା ସଂଗଠନ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like