-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||     

HOME   ଜିଲ୍ଲା

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗ ରେ ଭରସୁଜା ସରପଞ୍ଚ ନିଲମ୍ବନ ।

20-Mar-2025



ଆଗଲପୁର , (ପ୍ରେରଣା ଖବର) ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଅନ୍ତର୍ଗତ ଭରସୁଜା ପଞ୍ଚାୟତରେ ସରକାରୀ ଅର୍ଥ ତୋସାରପାତ ଅଭିଯୋଗରେ ସରପଞ୍ଚଙ୍କୁ ନିଲମ୍ବିତ କରାଯାଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଚିଠି (ନଂ.୭୪୦୭/୧୮-୦୩-୨୦୨୫) ଅନୁସାରେ ସରପଞ୍ଚ ଶ୍ରୀମତୀ ପ୍ରମିଳା ସାହୁ ଙ୍କୁ ପଦବୀରୁ ହଟାଇ ଦିଆଯାଇଛି।ସୂଚନାଯୋଗ୍ୟ ଭରସୁଜା ପଞ୍ଚାୟତର  ସରପଞ୍ଚ ପ୍ରମିଳା ସାହୁ ପୂର୍ବତନ ପି ଇ ଓ ଙ୍କ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ନିମନ୍ତେ ଟଙ୍କା ଉଠାଇଥିଲେ। ଏଥିରେ ବ୍ୟାପକ ଅର୍ଥ ହେରଫେର ହୋଇଥିବା ନେଇ କେତେଜଣ ଗ୍ରାମବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାପରେ ଜିଲାପାଳ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତରେ ଅର୍ଥ ଅନିୟମିତତା ହୋଇଥିବା ନେଇ ଜଣାପଡ଼ିବା ପରେ ଜିଲାପାଳଙ୍କ ରିପୋର୍ଟକୁ ଆଧାର କରି ପ୍ରମିଳା ଙ୍କୁ ପଦବୀରୁ ନିଲମ୍ବନ କରାଯାଇଛି। ଏହି ଘଟଣାରେ ବିଲ୍‌ କରିଥିବା ସମ୍ପୃକ୍ତ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଙ୍କୁ ଜେଲ ଯିବାକୁ ପଡିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026

You Might Also Like