-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ତୁମେ ତ ସମ୍ଭାଳି ପାରୁନ, ଯୋଜନା ପରେ ଯୋଜନା କରୁଛ କାହିଁକି ? *ଆନ୍ଦୋଳନରେ ସ୍ୱାସ୍ଥ୍ୟ ମିଶନ କର୍ମଚାରୀ*

20-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ତୁମେ ତ ସମ୍ଭାଳି ପାରୁନ ତେବେ ଯୋଜନା ଉପରେ ଯୋଜନା କରୁଛ କାହିଁକି ବୋଲି ଜନସାଧାରଣ ଭାରତ ସରକାରଙ୍କ ସମେତ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଛନ୍ତି।ଓଡ଼ିଶା ସ୍ବାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସଂଘ ମାର୍ଚ୍ଚ ୧୦ ତାରିଖରୁ ୨ ଦଫା ଦାବିରେ ଭୁବନେଶ୍ୱରଠାରେ ଆନ୍ଦୋଳନରେ ଝାସ ଦେଇଛନ୍ତି। ଜନସ୍ୱାସ୍ଥ୍ୟ ପରିଚାଳନା ପଦବୀ ସୃଷ୍ଟି ସାଙ୍ଗକୁ ସ୍ଥାୟୀ ନିଯୁକ୍ତି ଦାବୀରେ ଚାଲିଥିବା ଏହି ଆନ୍ଦୋଳନରେ ସମଗ୍ର ଓଡିଶା ରାଜ୍ୟର ସ୍ୱାସ୍ଥ୍ୟ ମିଶନ କର୍ମଚାରୀ ବୃନ୍ଦ ଅଂଶଗ୍ରହଣ କରିଛନ୍ତି।  ଆଜକୁ ୧୧ ଦିନ ହେବ ଆନ୍ଦୋଳନ ଜାରୀ ରହିଛି।ଉକ୍ତ ଆନ୍ଦୋଳନରେ ବରଗଡ଼ ଜିଲ୍ଲାରେ ୧୧୭ ଜଣ କର୍ମଚାରୀ ରହିଛନ୍ତି। ଏଭଳି ସ୍ଥିତିରେ ବରଗଡ଼ ଜିଲ୍ଲାରେ ବିଶେଷ କରି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚାଲିଥିବା  ଯୋଜନା ଗୁଡିକ ପ୍ରଭାବିତ ହୋଇଛି। ଓଡ଼ିଶା ସ୍ବାସ୍ଥ୍ୟ ମିଶନ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁଁ ସ୍ୱସ୍ଥ୍ୟ ବିଭାଗର ସମସ୍ତ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି I ଗର୍ଭବତୀ ଓ ଛୋଟ ପିଲାଙ୍କ ଟୀକାକରଣ କାର୍ଯ୍ୟକ୍ରମ, ଯକ୍ଷ୍ମା, କୁଷ୍ଠ ଓ ହେପାଟାଇଟିସ୍ -ବି ଔଷଧ ବଣ୍ଟନ, ଆଶା କର୍ମୀଙ୍କ ପାରିଶ୍ରମିକ, ସମସ୍ତ ବିଭାଗ ଯଥା ମାତୃ ଓ ଶିଶୁ ବିଭାଗ,ପୃଷ୍ଟି ସାଧନା କେନ୍ଦ୍ର,ଯକ୍ଷ୍ମା ନିରାକରଣ, କୁଷ୍ଠ ନିରାକରଣ, ମାନସିକ ରୋଗ କାର୍ଯ୍ୟକ୍ରମ, ମେଲେରିଆ ନିରାକରଣ,ଅଣ ସଂକ୍ରାମକ ରୋଗ, ରକ୍ତ ହିନତା ଚିହ୍ନଟ ଡାକ୍ତରଖାନା ମାନଙ୍କର ସ୍ୱଚ୍ଛତା,କାୟାକଳ୍ପ ରିପୋର୍ଟ ପ୍ରଦାନ, ବିଭିନ୍ନ ପ୍ରକାରର ରୋଗର ମାଗଣା ପରିକ୍ଷା ନିରିକ୍ଷା ପାଇଁ ଚାଲିଥିବା ନିଦାନ କାର୍ଯ୍ୟକ୍ରମ, ବିଭିନ୍ନ ପ୍ରକାରର ତାଲିମ କାର୍ଯ୍ୟକ୍ରମ ଏକ ପ୍ରକାରର ଠପ୍ ହୋଇ ଯାଇଛି। ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଯୋଜନା ବାଧାପ୍ରାପ୍ତ ହେବା ସମେତ ବିଭିନ୍ନ ଯୋଜନାରେ ମିଳୁଥିବା ହିତାଧିକାରୀ ମାନଙ୍କୁ ଆର୍ଥିକ ପ୍ରୋତ୍ସାହନ ରାଶି ମଧ୍ୟ ସ୍ଥଗିତ ହୋଇ ଯାଇଛି।ଅର୍ଥ ବ୍ୟବସ୍ଥା ପରିଚାଳନା ବନ୍ଦ ଥିବାରୁ ବର୍ତ୍ତମାନ ନିଦାନ (ମାଗଣା ପରୀକ୍ଷା) ପାଇଁ ଆବଶ୍ୟକ କିଟ୍ କିଣିବା ନେଇ ସମସ୍ୟା ଦେଖାଦେଇଛି।ଏନଆରସି କୁ ଆସୁଥିବା ଶିଶୁ ମାନଙ୍କୁ ମିଳୁଥିବା ଆର୍ଥିକ ସହାୟତା ରାଶି ମଧ୍ୟ ବାଧାପ୍ରାପ୍ତ ହୋଇଛି। ସୂଚନା ଯୋଗ୍ୟ ଯେ,କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ନେଇ ସଂଘ ପକ୍ଷରୁ ମାର୍ଚ୍ଚ ୩ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ କର୍ମଚାରୀ କଳା ବ୍ୟାଜ ପରିଧାନ କରି କାର୍ଯ୍ୟ କରିଥିଲେ । ପରେ ଗତ ୧୦ ତାରିଖରୁ ଦାବି ପୂରଣ ନହେବା ଯାଏ ଏହି ଆନ୍ଦୋଳନ ଅବ୍ୟାହତ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like