-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||     

HOME   ଜିଲ୍ଲା

*ବରପାଲି ମହିଳା ମହାବିଦ୍ୟାଳୟରେ ପଖାଳ ଦିବସ*

20-Mar-2025



ବରପାଲି (ସୁଦାମ ଦୀପ )
ବରଗଡ ଜିଲ୍ଲା ବରପାଲି ସ୍ଥିତ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ପଖାଳ ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ପଦ୍ମିନୀ ଦାଶଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଆଯୋଜିତ ହୋଇଯାଇଅଛି। ସାମ୍ବାଦିକ ସଂଘର ସଭାପତି ଚିତ୍ତ ରଞ୍ଜନ ସାହୁ,ମହାବିଦ୍ୟାଳୟର ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡାଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଛାତ୍ରୀ ମାନଙ୍କ ମିଳିତ ଉଦ୍ୟମରେ ମହାବିଦ୍ୟାଳୟରେ ପଖାଳ ଭାତ ସଙ୍ଗରେ ବାଇଗଣ ଭତ୍ତା, ଆଲୁ ଭଜା,ହେଣ୍ଡୁଆ ପାତଳ ଘଣ୍ଟା, ମାଛ ବେସର,ଛତୁ
ଶାଗ ଖରଡ଼ା,କଦଳୀ ଭଜା,ରାଶି ପାମ୍ପଡ, ଚାଉଲ୍ ପାମ୍ପଡ,ପ୍ରଭୃତି ନବ ବ୍ୟଞ୍ଜନ ପ୍ରସ୍ତୁତ ହୋଇ ଏକା ସଙ୍ଗରେ ବସି ଖାଦ୍ୟ ଗ୍ରହଣ କରିଥିଲେ।ଆନୁଷ୍ଠାନିକ ଭାବେ ପାଳନ ହେଉନଥିବାରୁ ଏହାର ଉତ୍ପତ୍ତି ବିଷୟରେ ବିଶେଷ ତଥ୍ୟ ଉପଲବ୍ଧ ନାହିଁ ପରନ୍ତୁ ୨୦୧୧ ମସିହାରୁ କିଛି ଓଡ଼ିଆ ଓ ଅଣଓଡ଼ିଆ ଖାଦ୍ୟ ପ୍ରେମୀଙ୍କ ଉତ୍ସାହରୁ ଏହି ଦିବସ ପାଳନର ପରିକଳ୍ପନା ବୋଲି ଅଧ୍ୟକ୍ଷା ମହୋଦୟା ଅଭିବ୍ୟକ୍ତି ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026
  ଜିଲ୍ଲା  
ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   02-Nov-2026
  ଜିଲ୍ଲା  
ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   02-Nov-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026

You Might Also Like