-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

ଅଗ୍ନିବୀର ଯୋଜନା ମାଧ୍ୟମରେ ସମ୍ବଲପୁର ଠାରେ ଆର୍ମି ନିଯୁକ୍ତି ପଞ୍ଜୀକରଣ ଆରମ୍ଭ

20-Mar-2025



ବଲାଙ୍ଗିର(ଦେବାଶିଷ ବହିଦାର): ଅନୁଗୁଳ, ବରଗଡ, ବଲାଙ୍ଗିର , ଢେଙ୍କାନାଳ ,ଦେବଗଡ ,ଝାରସୁଗୁଡା ,କେନ୍ଦୁଝର ,ସମ୍ବଲପୁର ,ସୁବର୍ଣପୁର ଓ ସୁନ୍ଦରଗଡ ଜିଲ୍ଲା ର ଯୋଗ୍ୟ ପ୍ରାର୍ଥୀ ଙ୍କ ନିମନ୍ତେ ଅଗ୍ନିପଥ ଯୋଜନା ମାଧ୍ୟମରେ ଆର୍ମି ନିଯୁକ୍ତି ପଞ୍ଜୀକରଣ ଆରମ୍ଭ ହୋଇଛି । ଏହି ଆର୍ମି ନିଯୁକ୍ତି ପଞ୍ଜୀକରଣ ମାର୍ଚ ମାସ ୧୨ ତାରିଖ ଠାରୁ ଅପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥି ନିମନ୍ତେ ପ୍ରାର୍ଥୀମାନଙ୍କୁ ୨୫୦ ଟଙ୍କା ଫି ଦେୟ ପଡିବ ।
 ମାନଦଣ୍ଡ , ଶିକ୍ଷାଗତ ଯୋଗ୍ୟତା ଏବଂ ଅନଲାଇନ ପରୀକ୍ଷା ଅନୁସାରେ ପ୍ରାର୍ଥୀ ମାନେ ନିଯୁକ୍ତି ପାଇବେ । ରାଲି ବିଜ୍ଞାପନ ଜଏନ ଇଣ୍ଡିଆନ ଆର୍ମି ୱେବ ସାଇଟ www.joinindianarmy.nic.in ଦେଖିପାରିବେ । ଆବେଦନ କରିବା ପାଇଁ ଅନଲାଇନ ରେଜିଷ୍ଟ୍ରେସନ ବାଧ୍ୟତାମୂଳକ ଅଟେ । ଅନଲାଇନ ରେଜିଷ୍ଟ୍ରେସନ ଅପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ । ଆର୍ମି ନିଯୁକ୍ତି ରାଲି ଆରମ୍ଭ ହେବାର ଯଥେଷ୍ଠ ପୂର୍ବରୁ ପ୍ରାର୍ଥୀମାନଙ୍କ ପଞ୍ଜ୍ଜିକୃତ ଇ –ମେଲ ରେ ଏଡମିଟ କାର୍ଡ ପ୍ରେରଣ କରାଯିବ ବୋଲି ସମ୍ବଲପୁର ଏଆରଓ ଜଣାଇଛନ୍ତି । ପ୍ରାର୍ଥୀମାନଙ୍କ କୌଣସି ଅସୁବିଧା ନିମନ୍ତେ ୦୬୬୩-୨୫୨୦୮୪୫ ନମ୍ବର ରେ ଯୋଗାଯୋଗ କରିପାରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like