-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ରାଜ୍ୟ

ଅଯୋଧ୍ୟାରେ ଶ୍ରୀ ରାମ ମନ୍ଦିର ପାଇଁ ବିଭିନ୍ନ ସ୍ଥାନରେ ନିଧି ସଂଗ୍ରହ କାର୍ଯ୍ୟକ୍ରମ ଶୁଭାରମ୍ଭ

17-Jan-2021



କଟକ, (ଦୀପକ କୁମାର ଷଡଙ୍ଗୀ) :ବହୁ ପ୍ରତୀକ୍ଷିତ  ଅଯୋଧ୍ୟାରେ ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଭବ୍ୟମନ୍ଦିର ନିର୍ମାଣାର୍ଥେ  ସମଗ୍ର ଭାରତବର୍ଷରେ ନିଧି ସଂଗ୍ରହ ଓ ସମ୍ପର୍କ ମହାଅଭିଯାନ ଶୁଭାରମ୍ଭ ପରିପ୍ରେକ୍ଷୀରେ କଟକ ସଦର ଉପକଣ୍ଠ କିଶନନଗରରୁ ଶ୍ରୀ ରଥ ପୁଜାର୍ଚନାର ବିଧିବ୍ଯବସ୍ଥା ପରେ ଏହି ଦିବ୍ୟରଥ ନିଶ୍ଚିତ କୋଲଲି ବ୍ଲକ ଇଶାଣୀ ବ୍ରହ୍ମପୁର,ଶିର୍ଲୋ, ମାଣପୁର ଗ୍ରାମ ପରିକ୍ରମା କରିଥିଲା,ଏଥିସହ ଆଗାମୀ ଦିନରେ ଉଭୟ ବ୍ଳକର ବିଭିନ୍ନ ସ୍ଥାନ ପରିକ୍ରମା କରିବାର ବ୍ୟବସ୍ଥା ରହିଛି । ଏହି ମହତ ଧାର୍ମିକ କାର୍ଯ୍ୟରେ କଟକର ଅଗ୍ରଣୀ ସାମାଜିକ ସଂଗଠନ "ଉତ୍କଳ ବିକାଶ ପରିଷଦ"(ଉବିପ) ଏବଂ ଅନେକ ସ୍ୱେଚ୍ଛାସେବୀ ସଂଗଠନ ସ୍ଥାନୀୟ ଶ୍ରଦ୍ଧାଳୁ ଯଥା  ପୁର୍ବତନ ସରପଂଚ ଇଶାଣିବ୍ରହ୍ମପୁର ଅଭିମନ୍ୟୁ ସାହୁ, ଅମିୟ ବେହେରା,ମନୋରଞ୍ଜନ କର,କଟକ ଜିଲ୍ଲା ବଜରଙ୍ଗ ଦଳର ମିଳନ କେନ୍ଦ୍ର ପ୍ରମୁଖ କବିଭୁଷଣ ଆଚାର୍ଯ୍ୟ,କଟକ ସଦର ବଜରଙ୍ଗ ଦଳର ସଂଯୋଜକ ଲକ୍ଷ୍ମୀ କାନ୍ତ ତ୍ରିପାଠୀ,ସହ ସଂଯୋଜକ ହେମନ୍ତ କୁମାର ବେହେରା,ରାକେଶ ସେଠି,ରାକେଶ ନାୟକ,ଚନ୍ଦନ ବେହେରା,କିଶୋର ଭୋଇ, ସରୋଜ ମିଶ୍ର,ଦୁର୍ଗା ପ୍ରସାଦ ସାହୁ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିବାସହ ନିଧି ସଂଗ୍ରହ କରିଥିଲେ । ମନ୍ଦିର ନିର୍ମାଣ ଅଭିଯାନ ପାଇଁ ଜନସାଧାରଣଙ୍କର ଅଭୂତପୂର୍ବ ଉତ୍ସାହ ଓ ସହଯୋଗ ପରିଲକ୍ଷିତ ହୋଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like