-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||     

HOME   ଜିଲ୍ଲା

ସ୍ୱର୍ଗତ ଲିଙ୍ଗରାଜ ଚିନ୍ଦାଙ୍କୁ ଶ୍ରଦ୍ଧାଞ୍ଜଳି

20-Mar-2025



ପାଟଣାଗଡ଼/ପାଟଣାଗଡର ଅଗ୍ରଣୀ ଅନୁଷ୍ଠାନ ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟ ପକ୍ଷରୁ ଆଭାସୀ ମାଧ୍ୟମରେ ସ୍ୱର୍ଗତ କବି ଲିଙ୍ଗରାଜ ଚିନ୍ଦାଙ୍କ ଆତ୍ମାର ସଦଗତି ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରି ଶୋକସଭା ପାଳନ କରାଯାଇଥିଲା।ଅନୁଷ୍ଠାନର ସଭାନେତ୍ରୀ ସଂଯୁକ୍ତା ପରଛାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମ୍ପାଦିକା ସୁଶ୍ରୀ ସବିତା ଭୋଇ,ଉପ ସଭାପତି ସୁରୁଚି ମିଶ୍ର, ବିରଞ୍ଚି ନାରାୟଣ ଦାଶ, ଲାଲଚନ ବଗର୍ତ୍ତୀ, ପ୍ରତିମା ମେହେର, ଶାନ୍ତି ମେହେର ସମେତ ଅନେକ କବି କବୟିତ୍ରୀ ଯୋଗ ଦେଇଥିଲେ।ଉପସ୍ଥିତ ସମସ୍ତ ବ୍ୟକ୍ତି ଶୋକ ପ୍ରକଟ କରିବା ସହିତ ସ୍ୱର୍ଗତ ଲିଙ୍ଗରାଜ ଚିନ୍ଦା ଜଣେ ସ୍ୱକୃତୀପ୍ରାପ୍ତ ଆକାଶବାଣୀ ଗୀତିକାର, ଶିଶୁ ସାହିତ୍ୟିକ,ସଂଗଠକ,କବି, ଲେଗକ ଥିଲେ ତାଙ୍କୁ ହରେଇ ଥିବାରୁ ଆମେ ସମସ୍ତେ ଦୁଃଖିତ ବୋଲି ମତ ପ୍ରକାଶ କରିଥିଲେ।ପରିଶେଷରେ ତାଙ୍କର ଆତ୍ମାର ସଦଗତି ସହିତ ଶୋକାକୁଳ ପରିବାରକୁ ଭଗବାନ ସହାୟ ହୁଅନ୍ତି ବୋଲି ପ୍ରାର୍ଥନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026

You Might Also Like