-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||     

HOME   ଜିଲ୍ଲା

ବିଭିନ୍ନ ଦାବିକୁ ନେଇ ବଲାଙ୍ଗୀର ଟ୍ରାକ୍ଟର ମାଲିକ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଠାରେ ଅଭିଯୋଗ

21-Mar-2025



ବଲାଙ୍ଗୀର ଜିଲ୍ଲା ଦାଦନ ପ୍ରଣବ ଜିଳ୍ଲା ଭାବରେ ସାରା ଦେଶରେ ନାମକରା ହୋଇଥିବା ବେଳେ କିଛି ଯୁବକ ଚାକିରି ଅନ୍ବେଷଣ ରେ ରହି ବିଫଳ ହେବାପରେ ବିଭିନ୍ନ ବ୍ଯବସାୟୀକ ପ୍ରତିଷ୍ଠାନ ଆରମ୍ଭ କରି ନିଜ ଓ ନିଜ ପରିବାରର ପେଟପାଟଣା କରୁଥିବାର ଦେଖାଯାଏ। କିନ୍ତୁ ପୂର୍ବ ସରକାର ହୁଅନ୍ତୁ କି ବର୍ତ୍ତମାନର ଡବଲ ଇଞ୍ଜିନ ସରକାର ହୁଅନ୍ତୁ ଏହି କ୍ଷୁଦ୍ର ବ୍ୟବସାୟୀ ମାନଙ୍କ ଉପରେ ଜିଲ୍ଲାପ୍ରଶାସନକୁ ହାତବାରିସ କରି ବିଭିନ୍ନ ସମୟରେ ନାଲିଆଖି ଦେଖାଇ ଜୁଲୁମ କରୁଥିବାର ଦେଖିବାକୁ ମିଳୁଛି। ଏକ ପ୍ରକାର ଏହି କ୍ଷୁଦ୍ର ବ୍ୟବସାୟୀ ମାନଙ୍କୁ ଦାଦନ ଶ୍ରମିକ ଭାବରେ ଯିବାକୁ ବାଧ୍ଯ କରୁଛି ସରକାର। 
ଗତ କିଛିଦିନ ହେବ ସାରା ରାଜ୍ୟରେ ବାଲି ଚୋରାଚାଲାଣ କୁ ବନ୍ଦ କରିବାପାଇଁ ବିଭିନ୍ନ ବିଭାଗରକୁ ଦାୟିତ୍ବ ହସ୍ତାନ୍ତର କରିବା ପରେ ବିଶେଷ କରି ପୋଲିସ ବିଭାଗ କୁ ହସ୍ତାନ୍ତର କରିବା ପରେ ଟ୍ରାକ୍ଟର ମାଲିକ ଓ ଡ୍ରାଇଭ ମାନଙ୍କୁ ନାହିଁ ନ ଥିବା ଅସୁବିଧାରେ ପକାଉ ଥିବାର ଦେଖିବାକୁ ମିଳିଛି। ବିଶେଷ କରି ଗିରଫ କରି ଜେଲ ହାଜତ କୁ ମଧ୍ଯ କେତେକ ଟ୍ରାକ୍ଟର ମାଲିକ ଓ ଡ୍ରାଇଭ କୁ ପଠାଇ ଦେବାର ମଧ୍ଯ ନଜରରେ ରହିଛି। ଆଜି ବିଭିନ୍ନ ପ୍ରସଙ୍ଗ କୁ ନେଇ ବଲାଙ୍ଗୀର ଟ୍ରାକ୍ଟର ମାଲିକ ସଂଘ ଜିଲ୍ଲାପାଳ ମହୋଦୟ ସହ ବରିଷ୍ଠ ଭାଜପା ନେତା ଗୋପାଳଜୀ ପାଣିଗ୍ରାହୀ ଓ ସଂଘ ସମ୍ପାଦକ ପିତାମ୍ବର ଖମାରୀ ନେତୃତ୍ବ ରେ ଶତାଧିକ ଟ୍ରାକ୍ଟର ମାଲିକ ଲିଖିତ ଭାବରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   20-Apr-2026
  ଜିଲ୍ଲା  
ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   20-Apr-2026
  ଜିଲ୍ଲା  
ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   20-Apr-2026
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026

You Might Also Like