-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||     

HOME   ଜିଲ୍ଲା

ଦହିବରା ଖାଇ ଶତାଧିକ ଅସୁସ୍ଥ; ଅସୁସ୍ଥ ମାନେ ହସ୍ପିଟାଲରେ ଭର୍ତ୍ତି

21-Mar-2025



ଯାଜପୁର ଜିଲା ବରୀ ବ୍ଲକର ୩ ପଞ୍ଚାୟତ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଘରକୁ ଘର ବୁଲି ବିକ୍ରି ହୋଇଥ‌ିବା ଦହିବରା ଖାଇ ୧୬୩ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ଏଥିରେ ଚନ୍ଦନପୁର ପଞ୍ଚାୟତର ଚନ୍ଦନପୁର ଓ ଜଗନ୍ନାଥପୁର, ସାହୁପଡା ପଞ୍ଚାୟତର ହଳଦୀବସନ୍ତ ଓ ସାହୁପଡା ଏବଂ ଧାରପୁର ପଞ୍ଚାୟତର ଧାରପୁର ଗ୍ରାମବାସୀ ରହିଛନ୍ତି। ଅସୁସ୍ଥ ବ୍ୟକ୍ତିମାନଙ୍କୁ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅପରାହ୍ନରେ ଭର୍ଭି କରାଯାଇଥିଲା। ଦହିବରା ବିକାଳି ଓଲିପୁର ଅଞ୍ଚଳର ରମେଶ ଚନ୍ଦ୍ର ନାଥ(୩୫)ଙ୍କୁ ପୋଲିସ ଅଟକ ରଖ୍ ପଚରାଉଚୁରା କରୁଛି । ଏହାସହ ସମସ୍ତ ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ସ୍ବାଭାବିକ ଥିବା ଡାକ୍ତର ସବ୍ୟସାଚୀ ଦାସ ପ୍ରକାଶ କରିଛନ୍ତି I ରମେଶ ପ୍ରତିଦିନ ଦହିବରା ଘରକୁ ଘର ବୁଲି ବିକ୍ରି କରିଥାନ୍ତି। ଗୁରୁବାର ସକାଳେ ଦହିବରା ଖାଇବା ପରେ ଲୋକମାନେ ପେଟରେ ଯନ୍ତ୍ରଣା ଅନୁଭବ କରିବା ସହିତ ଝାଡ଼ାବାନ୍ତିରେ ଜଣକ ପରେ ଜଣେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କୁ ପରିବାର ଲୋକେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ବରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ବେଡ୍ ଅଭାବରୁ ଶତାକ ରୋଗୀ ତଳେ ଗଡ଼ୁଥିବା ଦେଖ‌ିବାକୁ ମିଳିଥିଲା। ବରୀ ବିଧାୟକ ବିଶ୍ବରଞ୍ଜନ ମଲିକ, ବିଜେଡି ବ୍ଲକ ସଭାପତି କେଦାର ଚନ୍ଦ୍ର ସାମଲ ମଲ, ଅଲିପୁର ସରପଞ୍ଚ ପଞ୍ଚ ମଧୁସ୍ମିତା ବେହେରା, ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେହ୍ମୀ, ଉପାଧ୍ଯକ୍ଷା ଅର୍ଜନା ମଲିକ, ଜିଲା ପରିଷଦ ସଭ୍ଯ ଦିଳ ଦିଲୀପ ମହାନ୍ତି, ଅ ଅଶୋକ କୁମାର ସାମଲ ଓ ସନ୍ତୋଷ ସାମଲ ପ୍ରମୁଖ ପହଞ୍ଚି ରୋଗୀ ମାନଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ।

(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026

You Might Also Like