-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ଉପଭୋକ୍ତା ସୁରକ୍ଷା ମହାସଂଘ ପକ୍ଷରୁ ବିଶ୍ବ ପଖାଳ ଦିବସ ପାଳିତ

21-Mar-2025



ଡେଲାଙ୍ଗ(ଦିଲ୍ଲୀପ କୁମାର ଧାଉଡ଼ିଆ): ଓଡ଼ିଆ ଅସ୍ମିତା ଓ ଓଡ଼ିଆ ଖାଦ୍ୟ ପରମ୍ପରାର ଏକ ବୈଶ୍ବିକ ରୂପ 'ବିଶ୍ବ ପଖାଳ ଦିବସ'। ଆହା ଜୀବନ ଧନ ମୋ ପଖାଳ କଂସା' ସ୍ୱରୂପ ବିଶ୍ୱ ପଖାଳ ଦିବସ-୨୦୨୫ ମହାସମାରୋହରେ ବିଜୟ ମଣ୍ଡପ, ରାମଚନ୍ଦ୍ରପୁର, ଡେଲାଙ୍ଗ ଠାରେ ନିଖିଳ ଓଡିଶା ଉପଭୋକ୍ତ ସୁରକ୍ଷା ମହାସଂଘ ଏହି ଦିବସଟି ଗୁରୁବାର ପାଳନ  କରିଛି l କୃଷକ ନେତା ତଥା ପ୍ରାକ୍ତନ ଜିଲ୍ଲାପରିଷଦ ସଦସ୍ୟ ଅଶୋକ ପ୍ରଧାନଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ଏହି ପଖାଳ ସଭାରେ ମୁଖ୍ୟଅତିଥି ଭାବେ ପୁରୀ -ନିମାପଡା କେନ୍ଦ୍ର ସମବାୟ ବ୍ୟାଙ୍କ ଜିଲ୍ଲା ସଭାପତି କିଶୋର ଚନ୍ଦ୍ର ଛୋଟରାୟ, ସମ୍ମାନିତ ଅତିଥି ରୂପେ ନାରୀ ନେତ୍ରୀ ନିରୁପମା ପାତ୍ର, ବରିଷ୍ଠ ସାମ୍ବାଦିକ ତଥା ମହାସଂଘ ର ଉପଦେଷ୍ଟା ପ୍ରସନ୍ନ ତ୍ରିପାଠୀ, ଯୁବ ସଂଗଠକ ବିଶ୍ବରଞ୍ଜନ ବଳବନ୍ତରାୟ, ପ୍ରକାଶ ଧଳ, ଆର୍ତ୍ତବନ୍ଧୁ ସାମନ୍ତରାୟ, ପ୍ରକାଶ ଚନ୍ଦ୍ର ସାମଲ, ବିରଜା ପ୍ରସାଦ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ ! ଉପଭୋକ୍ତା ମହାସଂଘର ରାଜ୍ୟ ସଭାପତି ଚିତ୍ରସେନ ନିଶଙ୍କ ସ୍ୱାଗତ ଭାଷଣ ଦେବା ସହ ଅତିଥି ପରିଚୟ ପ୍ରଦାନ କରିଥିବେଳେ ମହାସଂଘର ସଂଯୋଜକ ପ୍ରଦୀପ କୁମାର ନାୟକ ମଞ୍ଚ ପରିଚାଳନା କରିଥିଲେ l ଭୃଷଙ୍ଗାପତ୍ର-ଦହି-ଛୁଙ୍କା-ପଖାଳ ସହ ପାରମ୍ପରିକ ବଡ଼ିଚୁରା, କୋଶଳା ଶାଗ ରାଇ, ଆଳୁ-ବାଇଗଣ ଭର୍ତା, ଭେଣ୍ଡି ଭଜା, ସଜନା ଛୁଇଁ ଭଜା, ଆଳୁ-କଲରା ଭଜା, ଚଟଣୀ ଖଟା, ସୋରା ସୋରା କାକୁଡ଼ି-ପିଆଜ ସହ ମିଟିକାଳି, ଚିଙ୍ଗୁଡ଼ିର କଡ଼ା ଭଜାର ମହକରେ ପଖାଳ ଦିବସଟି ମହକି ଗଲା ବେଳେ ତୋରାଣି-ଛଣା-ନିଶ ଚର୍ଚ୍ଚା ପରିବେଶକୁ ଓଡ଼ିଆ ଭାବରେ ଉଷ୍ଣ କରିଥିଲା। କାର୍ଯ୍ୟକ୍ରମର ଅନ୍ୟତମ ଆକର୍ଷଣ ଥିଲା ପଖାଳକୁ ନେଇ ଅତିଥିମାନଙ୍କ ଚର୍ଚ୍ଚା ! କାର୍ଯ୍ୟକ୍ରମଟି ଅଞ୍ଚଳବାସୀଙ୍କ ପାଇଁ ପ୍ରେରଣାପ୍ରଦ ଓ ଦୃଷ୍ଟାନ୍ତମୂଳକ ହେବ ବୋଲି ଅତିଥିମାନେ ମତାମତ ରଖିଥିଲେ।ଏଥିରେ ଦୁଇ ଶହରୁ ଉର୍ଦ୍ଧ୍ୱ ମହାସଂଘର ବିଭିନ୍ନ ଜିଲ୍ଲର କର୍ମକର୍ତ୍ତା, ଗଣମାଧ୍ୟମ ପ୍ରତିନିଧି,  ବୁଦ୍ଧିଜୀବୀ, ସମାଜସେବୀ, କୃଷକ, ଉପଭୋକ୍ତା ମାନେ ସାମିଲି  ହୋଇ ଥିଲେ l ଶେଷରେ ଶିକ୍ଷକ ଅଭୟ ଚରଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like